Browsing Category

ବିଦେଶ

ରୁଷ ଶରଣରେ ସିରିଆ ରାଷ୍ଟ୍ରପତି, କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ସିରିଆରେ ରାଷ୍ଟ୍ରପତି ବସର-ଅଲ-ଅସଦଙ୍କ ୨୪ ବର୍ଷର ଏକଛତ୍ରବାଦ ଶାସନର ଅନ୍ତ ଘଟିଛି। ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ୱାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ସେ ପରିବାର ସହ ରୁଷରେ ଆଶ୍ରୟ ନେଇଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମର ସୂଚନା

ଦେଶ ଛାଡ଼ି ଯାଉଥିବା ବେଳେ ସିରିଆ ରାଷ୍ଟ୍ରପତିଙ୍କ ବିମାନକୁ ଖସାଇଦେଲେ ବିଦ୍ରୋହୀ!

ସିରିଆରେ ଘୋର ରାଜନୈତିକ ସଙ୍କଟ ଦେଖାଦେଇଛି। ଏହି ସମୟରେ ଦେଶ ଛାଡି ପଳାଉଥିବା ସିରିଆ ରାଷ୍ଟ୍ରପତି ବସର ଅଲ-ଅସଦଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି। ବିଦ୍ରୋହୀଙ୍କ ଆକ୍ରମଣ ପରେ ସିରିଆ ରାଷ୍ଟ୍ରପତି ବସର ଅଲ-ଅସଦ ଏବଂ ତାଙ୍କ ପରିବାର ରାଜଧାନୀ ଡାମସକସ ଛାଡ଼ି ପଳାୟନ

ଫୁଟବଲ ମ୍ୟାଚକୁ ନେଇ ସଂଘର୍ଷ, ୫୬ ମୃତ

ନୂଆଦିଲ୍ଲୀ: ଫୁଟବଲ୍ ପଡ଼ିଆରୁ ଏକ ଭୟଙ୍କର ଖବର ଆସୁଛି। ଆଫ୍ରିକାର ଦେଶ ଗିନିରେ ଏକ ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ସଂଘର୍ଷ ଓ ଦଳାଚକଟା ରେ ୫୬ ଜଣ ଲୋକ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦକ୍ଷିଣ ଗିନିର ଦ୍ୱିତୀୟ ବୃହତ୍ତମ ସହର ନଜେରାକୋରେରେ ଖେଳାଯାଉଥିବା ଫୁଟବଲ

ପୁଅ ହଣ୍ଟରକୁ ଦୋଷମୁକ୍ତ କଲେ ବାଇଡେନ୍‌

ୟୁ-ଟର୍ଣ୍ଣ ନେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌। ଆମେରିକା ରାଷ୍ଟ୍ରପତି ଭାବେ ନିଜ କାର୍ଯ୍ୟକାଳ ଶେଷ ହେବାର ଠିକ୍‌ ପୂର୍ବରୁ ସେ ନେଇଛନ୍ତି ବଡ଼ ନିଷ୍ପତ୍ତି। ନିଜ ପୁଅ ହଣ୍ଟରକୁ କରିଛନ୍ତି ଦୋଷମୁକ୍ତ। ବିନା ସର୍ତ୍ତରେ ପୁଅର ସବୁ ଅପରାଧକୁ ସେ କ୍ଷମା କରିଦେଇଛନ୍ତି। ଏନେଇ

ଭାରତୀୟ ଏଜେଣ୍ଟ ଅଭିଯୋଗ, ବାଂଲାଦେଶରେ ସାମ୍ବାଦିକ ହଟହଟା

ବାଂଲାଦେଶର ଜଣେ ବିଶିଷ୍ଟ ମହିଳା ସାମ୍ବାଦିକଙ୍କୁ କିଛି ସ୍ଥାନୀୟ ଲୋକ ଅଟକ ରଖିଥିବା ଖବର ସାମ୍ନାକୁ ଆସିଛି। ଭାରତୀୟ ଏଜେଣ୍ଟ ଅଭିଯୋଗରେ ତାଙ୍କୁ ରାଜଧାନୀ ଢାକାରେ କିଛି ଲୋକ ଅଟକ ରଖିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଛି। ଗତକାଲି ମୁନ୍ନି ଶାହା

ଶପଥ ପୂର୍ବରୁ ଭାରତକୁ ଖୋଲା ଧମକ ଦେଲେ ଟ୍ରମ୍ପ

ହ୍ୱାଇଟ୍‌ ହାଉସ୍‌ରେ ଏଣ୍ଟ୍ରି ପୂର୍ବରୁ ନାଲି ଆଖି ଦେଖାଇଲେଣି ଡୋନାଲ୍ଟ ଟ୍ରମ୍ପ। ଶପଥ ପୂର୍ବରୁ ସେ ଭାରତକୁ ଖୋଲାଖୋଲି ଭାବେ ଧମକ ଦେଇଛନ୍ତି। ଏହାକୁ ନେଇ ଭାରତର ଚିନ୍ତା ବଢ଼ି ଯାଇଛି। ବ୍ରିକ୍ସ ସମ୍ମିଳନୀରେ ସାମିଲ ହୋଇଥିବା ଦେଶକୁ ଧମକ ଦେଇ ଟ୍ରମ୍ପ କହିଛନ୍ତି ଯେ, ଯଦି ଆମେରିକୀୟ

ପୁଣି ହିନ୍ଦୁଙ୍କ ଉପରେ ଅତ୍ୟାଚାର, ଗିରଫ ହେଲେ ଆଉ ୨ ଇସ୍କନ ସାଧୁ

ବାଂଲାଦେଶରେ ସୁଧୁରୁନି ସ୍ଥିତି। ଏଠାରେ ଅଳ୍ପସଂଖ୍ୟକଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ହିନ୍ଦୁମାନଙ୍କୁ ଟାର୍ଗେଟ୍‌ କରାଯାଉଛି। ସେମାନଙ୍କ ଘରେ ଆକ୍ରମଣ କରାଯାଉଛି। ଏଥିସହ ତାଙ୍କୁ ଗିରଫ କରାଯାଉଛି। ଏହାକୁ ନେଇ ବ୍ୟାପକ ବିରୋଧ ପ୍ରଦର୍ଶନ ଭିତରେ ଆଉ ଦୁଇ ଜଣ ଇସ୍କନ

ମନ୍ଦିର ଯାଉଥିବାରୁ ମିଳିଲା ଶାସ୍ତି; ବାଂଲାଦେଶରେ ଉଠବସ୍‌ ହେଲେ ହିନ୍ଦୁ ଯୁବକ

ହିନ୍ଦୁ ସମ୍ପ୍ରଦାୟ ଲୋକଙ୍କ ନିମନ୍ତେ ନର୍କ ପାଲଟିଗଲାଣି ବାଂଲାଦେଶ । ସେଠାରେ ସଂଖ୍ୟାଲଘୁମାନେ ସୁରକ୍ଷିତ ନ ଥିବା ବେଳେ ବାରମ୍ବାର ସେମାନଙ୍କ ଉପରକୁ ଆକ୍ରମଣ ହେଉଛି। ଏପରିକି ସେମାନଙ୍କ ବ୍ୟକ୍ତିଗତ ଅଧିକାରରେ ବାଧା ସୃଷ୍ଟି କରାଯାଉଛି। ଏପରି ଏକ ଘଟଣାର ଭିଡିଓ ଏବେ ଭାଇରାଲ ହେଉଛି।

୧.୧ ବିଲିୟନ୍‌ ଡଲାର୍‌ ଦାନ କଲେ କୋଟିପତି ନିବେଶକ ୱାରେନ୍‌ ବଫେଟ୍‌

ନୂଆଦିଲ୍ଲୀ: କୋଟିପତି ନିବେଶକ ୱାରେନ୍‌ ବଫେଟ୍‌ ନିଜ ସଂପତ୍ତି ଦାନ କରି ଅନେକ ସମୟରେ ଚର୍ଚ୍ଚାର ପରିସର ଭିତରକୁ ଆସୁଥିବା ବେଳେ ନିକଟରେ ସେ ପୁଣି ଅନେକ ଫାଉଣ୍ଡେସନକୁ ଆଉ ୧.୧ ବିଲିୟନ ଡଲାର୍ ଦାନ କରିଛନ୍ତି। ଏହି ପଦକ୍ଷେପ ତାଙ୍କର ଦୀର୍ଘ ଦିନର ପ୍ରତିବଦ୍ଧତାକୁ ଜାରି ରଖିଛି।

ଇସ୍କନ ଉପରେ ବ୍ୟାନ୍‌ ଲଗାଇବା ପାଇଁ ବାଂଲାଦେଶ ହାଇକୋର୍ଟରେ ଆବେଦନ

ଇସ୍କନ ଉପରେ ଲାଗିପାରେ ବଡ଼ ପ୍ରତିବନ୍ଧକ। ଘୋଷଣା ହୋଇପାରେ ବ୍ୟାନ୍‌। ଏଥିପାଇଁ ଚାଲିଛି ପ୍ରସ୍ତୁତି। ଏନେଇ ହାଇକୋର୍ଟରେ ଏକ ଆବେଦନ ମଧ୍ୟ ହୋଇଛି। ପଡୋଶୀ ଦେଶ ବାଂଲାଦେଶରେ ବର୍ତ୍ତମାନ ଅଶାନ୍ତ ହୋଇପଡିଛି। ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେଇଛି। କେବଳ ସେତିକି ନୁହେଁ ମନ୍ଦିର