Browsing Category

ବିଦେଶ

ପ୍ରେମିକାଙ୍କୁ ଦୁଷ୍କର୍ମ ପରେ ୧୧୧ ଥର ଛୁରୀ ଭୁଷି ହତ୍ୟା କରିଥିଲା, କିନ୍ତୁ ସବୁ କିଛି ମାଫ୍‌ କରିଦେଲେ ରାଷ୍ଟ୍ରପତି…

ପ୍ରେମିକା ବ୍ରେକ କରିବାରୁ ରାଗ ସମ୍ଭାଳି ପାରିଲେ ନାହିଁ। ଅତ୍ୟନ୍ତ ନିର୍ମମ ଭାବେ ପ୍ରେମିକାଙ୍କୁ ସାଢ଼େ ୩ ଘଣ୍ଟା ପିଟିବା ସହ ଦୁଷ୍କର୍ମ କଲା। ଶେଷରେ ତାଙ୍କୁ ୧୧୧ ଥର ଛୁରୀ ଭୁଷି ହତ୍ୟା କରିଥିଲା। ଏପରି ଲୋମହର୍ଷଣକାରୀ ଘଟଣା ଘଟାଇଥିବା ଯୁବକକୁ କୋର୍ଟ ଦୋଷୀ ସାବ୍ୟସ୍ତ…

ଆଇସଲ୍ୟାଣ୍ଡରେ ଜରୁରୀ ପରିସ୍ଥିତି ଘୋଷଣା, ୧୪ ଘଣ୍ଟାରେ ୮୦୦ ଭୂକମ୍ପ ଝଟକା

ଏକାଧିକ ଶକ୍ତିଶାଳୀ ଭୂକମ୍ପ ଝଟକା ପରେ ଆଇସଲ୍ୟାଣ୍ଡରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା। ୟୁରୋପୀୟ ଦେଶ ଆଇସଲ୍ୟାଣ୍ଡର ଦକ୍ଷିଣ-ପଶ୍ଚିମ ରେକଜାନେସ୍ ଉପଦ୍ୱୀପରେ ପାଖାପାଖି ୮୦୦ ଥର ଛୋଟ, ମଧ୍ୟମ ଏବଂ ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି। ଫଳରେ ଆଗ୍ନେୟଗିରି ଉଦଗିରଣ ଆଶଙ୍କା…

ଆମେରିକାରେ ଆକ୍ରମଣର ଶିକାର ହୋଇଥିବା ଭାରତୀୟ ଛାତ୍ରଙ୍କ ମୃତ୍ୟୁ…

ନୂଆଦିଲ୍ଲୀ : ଆମେରିକାରେ ଛୁରାମାଡ ହୋଇଥିବା ଭାରତୀୟ ଛାତ୍ରଙ୍କ ମୃତ୍ୟୁ। ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ଡାକ୍ତରଖାନାରେ ଜୀବନ-ମରଣ ସହ ଲଢେଇ କରି ଶେଷରେ ଆଖି ବୁଜିଛନ୍ତି 24 ବର୍ଷୀୟ ଛାତ୍ର ବରୁଣ ରାଜ ପୁଚା। ଏନେଇ ବରୁଣ ପାଠ ପଢୁଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ…

ନୀତୀଶ କୁମାରଙ୍କ ବୟାନକୁ ନିନ୍ଦା, ଇସ୍ତଫା ଦାବି କଲେ ଆମେରିକୀୟ ସିଙ୍ଗର୍‌

ନୂଆଦିଲ୍ଲୀ : ଅଡୁଆରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ବିବାଦୀୟ ବୟାନକୁ ନେଇ ସେ ଚାରିଆଡୁ ସମାଲୋଚନାର ଶିକାର ହୋଇଛନ୍ତି। କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ତାଙ୍କର ବିବାଦୀୟ ମନ୍ତବ୍ୟକୁ ନେଇ…

୫୦,୦୦୦ ଲୋକଙ୍କ ପାଇଁ ୪ ପାଇଖାନା, ୪ ଘଣ୍ଟା ଦିଆଯାଉଛି ପାଣି…

ନୂଆଦିଲ୍ଲୀ: ଗାଜା ଷ୍ଟ୍ରିପ୍‌ରେ ରହିଯାଇଥିବା ପାଲେଷ୍ଟାଇନ ଡାକ୍ତର ଓ ନର୍ସମାନେ ହେଉଛନ୍ତି ହିରୋ ଯେଉଁମାନେ ଜାଣନ୍ତି ଯେ ସେମାନେ ମରିବାକୁ ଯାଉଛନ୍ତି କିନ୍ତୁ ଯେକୌଣସି ପ୍ରକାରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ଯୁଦ୍ଧର ଗ୍ରାଉଣ୍ଡ ଜିରୋରୁ ଉଦ୍ଧାର ହୋଇଥିବା ଜଣେ…

ଇସ୍ରାଏଲ-ହମାସ ଯୁଦ୍ଧ: ୮୯ ଜାତିସଂଘ କର୍ମଚାରୀ ନିହତ…

ଗାଜା: ଇସ୍ରାଏଲ-ହମାସ ଯୁଦ୍ଧ ଦିନକୁ ଦିନ ଭୀଷଣ ହେଉଥିବା ବେଳେ ଗତ ମାସକ ମଧ୍ୟରେ ୮୯ ଜଣ ଜାତିସଂଘ କର୍ମଚାରୀ ଏଥିରେ ପ୍ରାଣ ହରାଇଲେଣି। ଇସ୍ରାଏଲ ବେପରୁଆ ଯୁଦ୍ଧନୀତି ପାଇଁ ଏଭଳି ସ୍ଥିତି ଆସି ଆସିଛି ବୋଲି ଜାତିସଂଘ ମୁଖ୍ୟ ଏଣ୍ଟୋନିଓ ଗୁଟେରେସ୍‌ କହିଛନ୍ତି।…

ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ…

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ୬.୯ ତୀବ୍ରତା ରେକର୍ଡ । ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିରେ ସୂଚନା ନାହିଁ । ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ମୁତାବକ, ଇଣ୍ଡୋନେସିଆରେ ୬.୯ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ…

ଟନେଲ ଭିତରେ ହମାସ ଆତଙ୍କୀଙ୍କୁ ଖୋଜି ଖୋଜି ମାରୁଛି ଇସ୍ରାଏଲ

ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଦିନକୁ ଦିନ ଏହା ଆହୁରି ଉଗ୍ର ହବାରେ ଲାଗିଛି। ଏହାରି ଭିତରେ ଗାଜାର ପ୍ରମୁଖ ସ୍ଥାନରେ ପଶିଛି ଇସ୍ରାଏଲ ସେନା। ଗାଜା ସହରରେ ପଶି ହମାସ ଆତଙ୍କୀଙ୍କ ନାକେଦମ କରିବାକୁ ଯୋଜନା କରୁଛି ଇସ୍ରାଏଲ। ଗାଜାରେ ଥିବା ବିଭିନ୍ନ ଟନେଲ…

ହମାସ୍‌ ଆକ୍ରମଣରୁ ବଞ୍ଚିବାକୁ ମୁହଁରେ ରକ୍ତ ମାଖି ମଲା ପରି ପଡ଼ିରହିଲେ ଇସ୍ରାଏଲୀୟ ମହିଳା…

ଜେରୁଜେଲମ୍‌: ପ୍ରାୟ ମାସେ ତଳେ ସଙ୍ଗୀତ ମହୋତ୍ସବସ୍ଥଳରେ କୌଶଳକ୍ରମେ ହମାସ୍‌ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ଜଣେ ମହିଳା ପୁଣି ଘଟଣାସ୍ଥଳକୁ ଆସି ଆଖି ଲୁହ ଛଳଛଳ କରି ଭାବପ୍ରବଣ ହୋଇପଡ଼ିଛନ୍ତି। ‘ବାର୍‌ ଆଟେଣ୍ଡର୍‌’ ଭାବେ କାମ କରୁଥିବା ୩୦ ବର୍ଷୀୟ ମେ’…

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କୁ ହତ୍ୟା ଉଦ୍ୟମ

ଇସ୍ରାଏଲ ଓ ପାଲେଷ୍ଟାଇନ ଯୁଦ୍ଧ ମଧ୍ୟରେ ସାମନାକୁ ଆସିଛି ଏକ ଚାଞ୍ଚଲ୍ୟକର ଭିଡିଓ । ପାଲେଷ୍ଟାଇନ୍‌ ରାଷ୍ଟ୍ରପତି ମହମ୍ମଦ ଅବସଙ୍କୁ ଗତକାଲି ହତ୍ୟା ଉଦ୍ୟମ ହୋଇଥିବା ସୂଚନା ମିଳିଛି। ତେବେ ଏହି ଆକ୍ରମଣରୁ ମହମୁଦ ଆବ୍ବାସ ବର୍ତ୍ତି ଯାଇଥିବା ବେଳେ ତାଙ୍କର ଜଣେ ସୁରକ୍ଷା…