Browsing Category

ବିଦେଶ

ପୋଲିଓ ଟିକା ନେଇ ଯାଉଥିବା ପୁଲିସ ଟିମ୍‌ ଉପରେ ଆକ୍ରମଣ, ୬ ମୃତ…

ଭୟଙ୍କର ବିସ୍ଫୋରଣ। ପୋଲିଓ ଟିମ୍‌ର ସୁରକ୍ଷାରେ ଥିବା ପୁଲିସ ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨୨ ଜଣ ଆହତ ହୋଇଛନ୍ତି। ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ପାକିସ୍ତାନ ଖୋଦ୍‌ ଆତଙ୍କବାଦୀ ଆକ୍ରମଣର ଶିକାର…

ହମାସକୁ ସଂପୂର୍ଣ୍ଣ ରୂପେ ବିନାଶ ନକଲା ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ଶେଷ ହେବ ନାହିଁ: ନେତନ୍ୟାହୁ…

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଘୋଷଣା କରିଛନ୍ତି ଯେ ଯେପର୍ଯ୍ୟନ୍ତ ଇସ୍ରାଏଲ ତା’ର ସମସ୍ତ ଲକ୍ଷ୍ୟ ହାସଲ ନ କରିଛି, ସେ ପର୍ଯ୍ୟନ୍ତ ଗାଜାରେ ଯୁଦ୍ଧ ସମାପ୍ତ ହେବ ନାହିଁ। ବିଶେଷ କରି, ହମାସକୁ ଯେ ପର୍ଯ୍ୟନ୍ତ ସଂପୂର୍ଣ୍ଣ ରୂବେ…

ଲୋହିତ ସାଗର ଜାହାଜ ଉପରେ ଆକ୍ରମଣ ବନ୍ଦ କର, ନଚେତ ପରିଣାମ ଭୋଗିବ: ହାଉତୀକୁ ସତର୍କ କଲା ଆମେରିକା

ୱାସିଂଟନ୍‌: ଲୋହିତ ସାଗ‌ରରେ ଯାତାୟାତ କରୁଥିବା ଜାହାଜଗୁଡ଼ିକ ଉପରେ ଆକ୍ରମଣ ବନ୍ଦ ନ କଲେ ସାମରିକ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହେବ ବୋଲି ବୁଧବାର ଦିନ ଯୁକ୍ତରାଷ୍ଟ୍ର ଆମେରିକା ଓ ତା’ର ୧୨ଟି ମିତ୍ର ରାଷ୍ଟ୍ର ହାଉତୀ ବିଦ୍ରୋହୀମାନଙ୍କୁ ସତର୍କ ବାଣୀ…

୨୦୨୪ରେ ଆଉ ୩ଟି ‘ସ୍ପାଇ ସାଟେଲାଇଟ୍‌’ ଛାଡ଼ିବା ଓ ଆଣବିକ ଶକ୍ତି ବୃଦ୍ଧି ପାଇଁ ପ୍ରତିଜ୍ଞା କଲେ କିମ୍‌ ଜୋଙ୍ଗ୍‌ ଉନ୍‌

ପ୍ୟୋଙ୍ଗ୍ୟାଙ୍ଗ୍‌: ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଛନ୍ତି ବୋଲି ‘ୱାର୍କର୍‌ ପାର୍ଟି ଅଫ୍‌ କୋରିଆ’ର ବର୍ଷାନ୍ତ ସମ୍ମିଳନୀରେ ଉତ୍ତର କୋରିଆର ନେତା କିମ୍‌ ଜୋଙ୍ଗ୍‌ ଉନ୍‌ ସ୍ପଷ୍ଟ କରି କହିବା ସହିତ ନବବର୍ଷରେ ଆଉ ୩ଟି ସାଟେଲାଇଟ୍‌ ଉତ୍‌କ୍ଷେପଣ କରିବା ଓ ଆଣବିକ…

ଆମେରିକା, କାନାଡା ଓ ଲଣ୍ଡନରେ ଭାରତୀୟ ଦୂତାବାସ ଉପରକୁ ଆକ୍ରମଣ କରିଥିବା ୪୩ସନ୍ଦିଗ୍ଧଙ୍କୁ ଚିହ୍ନଟ…

ନୂଆଦିଲ୍ଲୀ: ଚଳିତ ବର୍ଷ ମାର୍ଚ୍ଚ ଏବଂ ଜୁଲାଇ ମାସରେ ଆମେରିକା, ଲଣ୍ଡନ ଏବଂ କାନାଡାରେ ଭାରତୀୟ ଦୂତାବାସକୁ ଟାର୍ଗେଟ କରାଯାଇଥିଲା। ଅନୁସନ୍ଧାନକାରୀ ସଂସ୍ଥା ଏନ୍ଆଇଏ ଏପର୍ଯ୍ୟନ୍ତ ଏହି ମାମଲାରେ ୪୩ଜଣ ସନ୍ଦିଗ୍ଧଙ୍କୁ ଚିହ୍ନଟ କରିଛି। ଏହି ଘଟଣାକୁ ନେଇ ଗୃହ ମନ୍ତ୍ରାଳୟର…

ସାବାଡ଼ ହେବେ ଡ୍ରୋନ୍‌ ଆକ୍ରମଣକାରୀ, ନଜର ରଖିବ ନାଭାଲ ଟାସ୍କ ଗ୍ରୁପ୍‌

ଆରବ ସାଗରରେ ଲଗାତର ଜାହାଜ ଉପରେ ହେଉଛି ଡ୍ରୋନ୍‌ ଆକ୍ରମଣ। ଆନ୍ତର୍ଜାତୀୟ ଶିପିଂ ଲେନ୍‌ ଦେଇ ଯାଉଥିବା ବାଣିଜ୍ୟିକ ଜାହାଜ ଉପରେ ଲଗାତାର ଆକ୍ରମଣ ପରେ ଏବେ ଭାରତୀୟ ନୌସେନା ସଜାଗ ହୋଇପଡିଛି। ଉତ୍ତର ଏବଂ ମଧ୍ୟ ଆରବ ସାଗର ଏବଂ ଆଡେନ ଗଲ୍ଫରେ ନଜର ରଖିଛି ଭାରତୀୟ ନୌସେନା।…

ଇସ୍ରାଏଲ ଦୂତାବାସ ‘ବିସ୍ଫୋରଣ’: ମିଳିଲା ଷଡ୍‌ଯନ୍ତ୍ରର ପ୍ରମାଣ…

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ ଥିବା ଇସ୍ରାଏଲ ଦୂତାବାସ ନିକଟରେ ହୋଇଥିବା ବିସ୍ଫୋରଣ ଘଟଣାର ତିନି ଦିନର ତଦନ୍ତ ପରେ ଦିଲ୍ଲୀ ପୁଲିସ ଏକ ଏଫଆଇଆର ରୁଜୁ କରିବାକୁ ଯୋଜନା କରୁଛି। କାରଣ ସେମାନେ ରାଷ୍ଟ୍ରଦୂତଙ୍କୁ ଧମକ ଦେବା ପାଇଁ ଷଡଯନ୍ତ୍ର କରୁଥିବା ନେଇ…

କାନାଡ଼ାରେ ହିନ୍ଦୁ ବ୍ୟବସାୟୀଙ୍କୁ ଟାର୍ଗେଟ, ଘର ଉପରକୁ ଆଖିବୁଜା ଫାୟାରିଂ…

କାନାଡ଼ାରେ ପୁଣି ଭାରତୀୟ ବଂଶୋଦ୍ଭବଙ୍କୁ ଟାର୍ଗେଟ । କାନାଡ଼ାରେ ଥିବା ଜଣେ ହିନ୍ଦୁ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ଆଖିବୁଜା ଗୁଳିମାଡ଼ । ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି। ତେବେ ଏହା ପଛରେ ଖଲିସ୍ତାନୀ ଆତଙ୍କବାଦୀଙ୍କ ହାତ ଅଛି ନା ନାହିଁ ତାହା ସ୍ପଷ୍ଟ…

କତାରରେ ଫସିଥିବା ୮ ଭାରତୀୟଙ୍କୁ ଆଶ୍ୱସ୍ତି, ମିଳିବନି ଫାଶୀ…

ନୂଆଦିଲ୍ଲୀ : ଗୁଇନ୍ଦାଗିରି ଅପରାଧରେ କତାରରେ ଫସିଥିବା ୮ ପୂର୍ବତନ ନୌସେନା କର୍ମଚାରୀଙ୍କୁ ମିଳିଲା ଆଶ୍ୱସ୍ତି। ଏମାନଙ୍କୁ ଆଉ ଦିଆଯିବନି ଫାଶୀ। କତାରର ଏକ କୋର୍ଟ ଏମାନଙ୍କ ମୃତ୍ୟୁ ଦଣ୍ଡାଦେଶ ଉପରେ ରୋକ ଲଗାଇ ଦେଇଛନ୍ତି।ଅକ୍ଟୋବର ୨୬ରେ କତାରର ଏକ କୋର୍ଟ ଗୁପ୍ତଚର ଅଭିଯୋଗରେ ଏହି ୮

ପାକିସ୍ତାନରେ ସାଧାରଣ ନିର୍ବାଚନ ଲଢ଼ିବେ ହିନ୍ଦୁ ମହିଳା…

ପାକିସ୍ତାନର ନିର୍ବାଚନ ଇତିହାସରେ ଯାହା କେବେ ଘଟି ନଥିଲା, ସେକଥା ଏବେ ଘଟିବାକୁ ଯାଉଛି। ପାକିସ୍ତାନର ସାଧାରଣ ନିର୍ବାଚନରେ ପ୍ରଥମଥର ପାଇଁ ଜଣେ ହିନ୍ଦୁ ମହିଳା ଭାଗ ନେଇଛନ୍ତି। ଖାୟବର ପାଖତୁନଖ୍ୱା ବୁନେର ଜିଲ୍ଲାର ଜଣେ ହିନ୍ଦୁ ମହିଳା ନିର୍ବାଚନ ଲଢ଼ିବାକୁ ନାମାଙ୍କନ…