Browsing Category

ବିଦେଶ

ପୃଥିବୀକୁ ୧୫୦ ଥର ଧ୍ବଂସ କରିପାରିବ ଆମେରିକା: ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ । କିନ୍ତୁ ଏପରି କିଛି କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି

ଇଣ୍ଡୋନେସିଆରେ ସ୍କୁଲରେ ବିସ୍ଫୋରଣ, ୫୪ ଆହତ

ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି ସୂଚନା ମିଳିଛି ଏବଂ ଏହି ସଂଖ୍ୟା ଆହୁରି

ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗି ନେଲା ୨୪୧ ଜୀବନ, ଏମରଜେନ୍ସୀ ଘୋଷଣା କଲେ ରାଷ୍ଟ୍ରପତି

ଫିଲିପାଇନ୍ସ : ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗିର ତାଣ୍ଡବ । ଏହି ଭୀଷଣ ବାତ୍ୟା ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଚାଲିଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର ପରିସ୍ଥିତି ଦେଖି ଫିଲିପିନ୍ସର ରାଷ୍ଟ୍ରପତି ଦେଶରେ ଆପତ୍ତକାଳୀନ ସ୍ଥିତି ଘୋଷଣା

ଫିଲିପାଇନ୍ସରେ ବାତ୍ୟା ‘କଲମାଏଗି’ର ତାଣ୍ଡବ, ୯୦ ମୃତ

ଫିଲିପାଇନ୍ସରେ ଭୟଙ୍କର ତୋଫାନ୍ । ବାତ୍ୟା ‘କଲମାଏଗି’ ରଚିଛି ତାଣ୍ଡବ । ଫଳରେ ୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬ ଜଣ ନିଖୋଜ ଅଛନ୍ତି । କେବଳ ସୋବୁ ଅଞ୍ଚଳରେ ୭୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହି ବାତ୍ୟା ଏବେ ପଲବାନ ଦ୍ବୀପ ଆଡ଼କୁ ମୁହାଁଇଛି । ଫଳରେ ବାତ୍ୟାର ପ୍ରଭାବ

ପାକିସ୍ତାନ ସୁପ୍ରିମକୋର୍ଟ କ୍ୟାଣ୍ଟିନରେ ବିସ୍ଫୋରଣ, ୧୨ ଆହତ

ପାକିସ୍ତାନ ସୁପ୍ରିମକୋର୍ଟ କ୍ୟାଣ୍ଟିନରେ ମଙ୍ଗଳବାର ସକାଳେ ବିସ୍ଫୋରଣ ଘଟିଛି। ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। କ୍ୟାଣ୍ଟିନରେ ଏକ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହେଉଥିଲା। ଏହି ସମୟରେ ସେଠାରେ ଲାଗିଥିବା ଏସି ମରାମତି ଚାଲିଥିବାବେଳେ ଗ୍ୟାସରେ ସ୍ଵତ୍ତଃ ଅଗ୍ନିସଂଯୋଗ ଘଟିବାରୁ

ପରମାଣୁ ପରୀକ୍ଷଣ କରୁଛି ପାକିସ୍ତାନ: ଟ୍ରମ୍ପ

ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଏଭଳି ଖୁଲାସା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। CBS ନ୍ୟୁଜକୁ ଏକ ସାକ୍ଷାତକାର ଦେବା ସମୟରେ ଟ୍ରମ୍ପ ଏହି ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଉତ୍ତର କୋରିଆ ଓ ରୁଷ ମଧ୍ୟ ପରମାଣୁ

ଆଫଗାନିସ୍ତାନରେ ଭୂକମ୍ପ, ୨୦ରୁ ଅଧିକ ମୃତ, ୧୫୦ ଆହତ

ଆଫଗାନିସ୍ତାନ : ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା । ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ଏହି ଭୂକମ୍ପରେ ଏପର୍ଯ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର

ଆଫଗାନିସ୍ତାନ ମାନଚିତ୍ରରେ ପାକିସ୍ତାନର ୩ଟି ଅଂଚଳ

କାବୁଲ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପୂର୍ବରୁ ଲାଗି ରହିଛି। ଏହି ସମୟରେ, ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକି ଏହି ବିବାଦକୁ ବୃଦ୍ଧି କରିବାର ଆଶଙ୍କା ରହିଛି । ଭିଡିଓରେ, ଆଫଗାନିସ୍ତାନର ଉପ-ସ୍ୱରାଷ୍ଟ୍ର ମନ୍ତ୍ରୀ, ମହମ୍ମଦ ନବି ଓମାରି, ଏକ ସରକାରୀ

କେନିଆରେ ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

ନୌରୋବୀ : କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଏପରି ଘଟଣା ପରେ

ମେକ୍ସିକୋ ସୁପରମାର୍କେଟରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।