Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ
ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା…
ପାଲେଷ୍ଟାଇନକୁ ଖୋଲାଖୋଲି ଭାବେ ସମର୍ଥନ କଲେ ପାକିସ୍ତାନୀ ଅଭିନେତ୍ରୀ
ଇସଲାମାବାଦ,୧୯।୧୦: ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ବିଭିନ୍ନ ଦେଶକୁ ଦୁଇ ଗୋଷ୍ଠୀରେ ବିଭକ୍ତ କରାଯାଇଛି ଯେଉଁଥିରେ କେତେକ ଇସ୍ରାଏଲର ପ୍ରଶଂସା କରୁଛନ୍ତି ଏବଂ କେତେକ ପାଲେଷ୍ଟାଇନକୁ ସମର୍ଥନ କରୁଛନ୍ତି। ଏହି ତାଲିକାରେ ପାକିସ୍ତାନୀ ଅଭିନେତ୍ରୀଙ୍କ…
ନେତାନ୍ୟାହୁଙ୍କୁ ଭେଟିଲେ ବାଇଡେନ…
ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଘମାଘୋଟ ଯୁଦ୍ଧ ମଧ୍ୟରେ ଆଜି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ତେଲ ଅଭିଭରେ ପହଞ୍ଚିଛନ୍ତି। ତାଙ୍କୁ ଏୟାରପୋର୍ଟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ୱାଗତ କରିବା ସହ ଯୁଦ୍ଧ ସମ୍ପର୍କରେ ବିସ୍ତୃତ ତଥ୍ୟ…
ଇନ୍ଧନ ଅଭାବରୁ ୪୮ ବିମାନ ବାତିଲ୍ କଲା ପାକିସ୍ତାନ ସରକାରୀ ଏୟାର୍ଲାଇନ୍
ଇସ୍ଲାମାବାଦ: ଇନ୍ଧନ ଅଭାବରୁ ସରକାରୀ ବିମାନ ଚଳାଚଳ ସଂସ୍ଥାନ ‘ପାକିସ୍ତାନ ଇଣ୍ଟର୍ନ୍ୟାସ୍ନାଲ୍ ଏୟାର୍ଲାଇନ୍ସ୍’ (ପିଆଇଏ) ଉଭୟ ଦେଶ ଭିତରେ ଓ ବିଦେଶକୁ ଚଳାଚଳ କରୁଥିବା ୪୮ଟି ବିମାନ ବାତିଲ କରିଥିବା କଥା ସମ୍ବାଦପତ୍ର ‘ଦି ଡନ୍’ ରିପୋର୍ଟ କରିଛି।
‘ପିଆଇଏ’ର ଜଣେ…
ବଙ୍କର୍ରେ ଲୁଚିଲେ, ତଳେ ଶୋଇଲେ ଜର୍ମାନ ଚାନ୍ସେଲର୍
ଇସ୍ରାଏଲ ଓ ହମାସ ମଧ୍ୟରେ ଜାରି ରହିଛି ଘନ ଘନ ଆକ୍ରମଣ। ଏହି ଯୁଦ୍ଧ ଏବେ ୧୨ ଦିନରେ ପହଞ୍ଚି ସାରିଲାଣି। ଏହାରି ଭିତରେ ଇସ୍ରାଏଲ ଗସ୍ତରେ ଯାଇଛନ୍ତି ଜର୍ମାନ ଚାନ୍ସେଲର୍ ଓଲାଫ୍ ସୋଲ୍ଜସ୍। ତେବେ ତେଲ୍ ଅବିବ ସ୍ଥିତ ବେନ୍ ଗୁରିଅନ୍ ବିମାନ ବନ୍ଦରରେ ପହଞ୍ଚିବା…
ଗାଜା ହସ୍ପିଟାଲରେ ରକେଟ୍ ମାଡ : ୫୦୦ରୁ ଉର୍ଦ୍ଧ୍ବ ମୃତ
ନୂଆଦିଲ୍ଲୀ : ବାଇଡେନଙ୍କ ଇସ୍ରାଏଲ ଗସ୍ତ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି । ଗାଜା ହସ୍ପିଟାଲ ଉପରେ ରକେଟ୍ ମାଡ ହୋଇଛି । ଫଳରେ ୫୦୦ ରୁ ଉର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ଥିବା ଜଣାପଡିଛି । ଇସ୍ରାଏଲ ପକ୍ଷରୁ…
ହମାସର ବିନାଶ ନ ହେବା ପର୍ଯ୍ୟନ୍ତ ଅଟକିବନି ଇସ୍ରାଏଲ୍ : ନେତାନ୍ୟାହୁ
ଜେରୁଜେଲମ୍ : ଇସ୍ରାଏଲ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ମଙ୍ଗଳବାର ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ହମାସର ସମ୍ପୂର୍ଣ୍ଣ ନିପାତ ନହେବା ପର୍ଯ୍ୟନ୍ତ ଏହି ଯୁଦ୍ଧ ବନ୍ଦ ହେବ ନାହିଁ। ବେଞ୍ଜାମିନ…
ଇସ୍ରାଏଲକୁ ଖୋଲା ଧମକ ଦେଲେ ଇରାନର ସୁପ୍ରିମ ଲିଡର୍
ତେହେରାନ : ଗାଜା ଷ୍ଟ୍ରିପ୍ ଉପରେ ହମଲା କରୁଥିବା ଇସ୍ରାଏଲକୁ ଆଜି ଖୋଲା ଧମକ ଦେଇଛନ୍ତି ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନି। ଯଦି ଗାଜାରେ ଇସ୍ରାଏଲର ଅପରାଧ ଜାରି ରହିବ, ତା’ହେଲେ ସମଗ୍ର ବିଶ୍ୱରେ କେହି ବି ମୁସଲିମ ଓ ରେଜିଷ୍ଟାନ୍ସ ଫୋର୍ସକୁ…
ଇସ୍ରାଏଲ-ହମାସ ଯୁଦ୍ଧରେ ସାମିଲ ହେବ ଆମେରିକା, ପ୍ରସ୍ତୁତ ହେଲେଣି ଆମେରିକୀୟ ସୈନ୍ୟ
ଓ୍ବାଶିଂଟନ୍ : ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ତେବେ ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଜଣେ ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, ହମାସ ବିରୋଧରେ ଇସ୍ରାଏଲକୁ ସମ୍ଭାବ୍ୟ ସହାୟତା ପାଇଁ ମଧ୍ୟ-ପୂର୍ବରେ ୨ହଜାର ଆମେରିକୀୟ…
ଭିଏତନାମରେ ଉଦଘାଟନ ହେଲା ଜାତିର ପିତା ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି
ହାନୋଇ : ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭିଏତନାମର ହୋ ଚି ମିନହରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ ସମାରୋହରେ ସାମିଲ ହୋଇଛନ୍ତି।ଏହି କାର୍ଯ୍ୟକ୍ରମରେ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିର…