Browsing Category

ବିଦେଶ

ଭିଏତ୍‌ନାମ: ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୫୦ ମୃତ…

ଭିଏତ୍‌ନାମ ରାଜଧାନୀ ହନୋଇରେ ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ସମୟାନୁସାରେ, ସେପ୍ଟେମ୍ବର ୧୩ ତାରିଖ ବିଳମ୍ବିତ ରାତିରେ ଏହି ନିଆଁ ଲାଗିଛି। ଅଗ୍ନିକାଣ୍ଡରେ ପ୍ରାୟ ୫୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଏଏନ୍‌ଆଇ ରିପୋର୍ଟ ମୁତାବକ,

ମୁଁ ବି ଗୀତା, ଉପନିଷଦ୍ ପଢିଛି: ରାହୁଲ ଗାନ୍ଧି

ପ୍ୟାରିସ୍ : ଭାରତରେ ଅନୁଷ୍ଠିତ ହେଉଥିବା ଜି-୨୦ ବୈଠକରେ ଯୋଗଦେବାକୁ ବିଶ୍ବର ଶକ୍ତିଶାଳୀ ରାଷ୍ଟ୍ରମୁଖ୍ୟମାନେ ଭାରତରେ ଅଛନ୍ତି । ଭାରତର ସଫଳ ଆୟୋଜନକୁ ସମଗ୍ର ବିଶ୍ବ ପ୍ରସଂଶା କରୁଛି । କିନ୍ତୁ ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି  ବିଦେଶରେ ଥାଇ ଭାରତ ସରକାରଙ୍କୁ ଟାର୍ଗେଟ୍…

୩୦୦ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା…

ସ୍ପେନ ରାଷ୍ଟ୍ରପତି କୋରୋନା ପଜିଟିଭ, ଆସିବେନି ଭାରତ

ସ୍ପେନ ରାଷ୍ଟ୍ରପତି ପେଡ୍ରୋ ସାନଚେଜ୍ କୋରୋନା ଆକ୍ରାନ୍ତ । ଫଳରେ ସ୍ପେନ ରାଷ୍ଟ୍ରମୁଖ୍ୟ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ସାମିଲ ହେବେ ବୋଲି ସ୍ପଷ୍ଟ ହୋଇଛି। ଏନେଇ ରାଷ୍ଟ୍ରପତି ପେଡ୍ରୋ ସାନଚେଜ୍ X (ପୂର୍ବର ଟ୍ୱିଟର) ଜରିଆରେ…

ପାକିସ୍ତାନର ଏକାଧିକ ଗାଁ ଅକ୍ତିଆର କଲା ତାଲିବାନ

ଇସଲାମାବାଦ୍‌ : ପାକିସ୍ତାନର ଖାଇବର ପାଖତୁନଖାୱା ପ୍ରଦେଶର ଏକାଧିକ ଗ୍ରାମକୁ ତେହରିକ୍‌-ଇ-ତାଲିବାନ୍‌ (ଟିଟିପି) ସଂଗଠନ ଦଖଲ କରିଛି। ଖାଇବର ପାଖତୁନଖାୱା ପ୍ରଦେଶରେ ଟିଟିପି ତରଫରୁ ବୁଧବାରରୁ ସାମାରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଟିଟିପି ସଦସ୍ୟ ଓ ପାକିସ୍ତାନ ସେନା ମଧ୍ୟରେ ସଂଘର୍ଷ…

ରାଷ୍ଟ୍ରପତିଙ୍କ ବଦଳରେ ଜି-୨୦ ପାଇଁ ଭାରତ ଆସିବେ ଚାଇନା ପ୍ରଧାନମନ୍ତ୍ରୀ

ଭାରତର ରାଜଧାନୀ ନୂଆଦିଲ୍ଲୀରେ ଆସନ୍ତା ୯ ଓ ୧୦ ତାରିଖ ଦୁଇ ଦିନ ଧରି ୧୮ତମ ଜି-୨୦ର ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବା ପାଇଁ ଭାରତ ଗସ୍ତରେ ଆସିବେ ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୟୁଆଙ୍ଗ।…

ପୀତ ସାଗର ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କଲା ଉତ୍ତର କୋରିଆ

ସିଓଲ୍‌: ଆଜି ପ୍ରତ୍ୟୁଷରେ ଉତ୍ତର କୋରିଆ କୋରୀୟ ଉପଦ୍ବୀପର ପଶ୍ଚିମ ଉପକୂଳରେ ଥିବା ପୀତ ସାଗର (ୟେଲୋ ସି) ମଧ୍ୟକୁ ଏକାଧିକ କ୍ରୁଜ୍‌ ମିସାଇଲ୍‌ ନିକ୍ଷେପ କରିଥିବା କଥା ଦକ୍ଷିଣ କୋରିଆ ସେନା କହିଛି। ଆଜି ସ୍ଥାନୀୟ ସମୟ ଭୋର୍‌ ୪ଟା ବେଳେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରଗୁଡ଼ିକ

ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍

ବିଦେଶର ସାମ୍ୱିଧାନିକ ପଦବୀରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍। ସେଠାକାର ଦୁଇ ପୁରୂଖା ନେତାଙ୍କୁ ପଛରେ ପକାଇ ସେ ଏହି ବାଜି ମାରି ନେଇଛନ୍ତି। 70.4% ରୁ ଅଧିକ ଭୋଟ୍ ସହ ସିଙ୍ଗାପୁରର ନବମ ରାଷ୍ଟ୍ରପତି ହୋଇଛନ୍ତି

ପାକିସ୍ତାନରେ ଆତ୍ମଘାତୀ ବୋମା ବିସ୍ଫୋରଣ; ୯ ସୈନ୍ୟ ମୃତ, ୧୭ ଗୁରୁତର

ପୁଣିଥରେ ଆତ୍ମଘାତୀ ବିସ୍ଫୋରଣରେ ଥରିଲା ପାକିସ୍ତାନ, ଅକାଳରେ ଚାଲିଗଲା ବହୁ ନିରୀହ ଜୀବନ । ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରୋଭିନ୍ସର ବାନ୍ନୁ ଜିଲ୍ଲାରେ ଗତକାଲି ଏକ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ପାକିସ୍ତାନର ୯ ସୈନ୍ୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ

ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା । ଏଭଳି କିଛି ଚମତ୍କାରୀ ଇଞ୍ଜେକ୍ସନ ତିଆରି କରିଛନ୍ତି ଇଂଲଣ୍ଡର ଅନୁସନ୍ଧାନକାରୀ ଟିମ । ଏହି ଇଞ୍ଜେକ୍ସନ ଦ୍ୱାରା ଲକ୍ଷ ଲକ୍ଷ କ୍ୟାନ୍ସର ରୋଗୀ ନିଜ ରୋଗରୁ ମୁକ୍ତି ପାଇ ପାରିବେ । ସାରା ବିଶ୍ୱରେ ମୃତ୍ୟୁର ଏକ ପ୍ରମୁଖ କାରଣ ହେଉଛି କ୍ୟାନ୍ସର ।