Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ବାଇଡେନଙ୍କ ପାଇଁ ଆଇଟିସି ମୋର୍ଯ୍ୟର ୪୦୦ ରୁମ୍ ବୁକ, ତାଜରେ ରହିବେ ଜିନପିଙ୍ଗ
ଜି୨୦ ଶିଖର ସମ୍ମିଳନୀ ପାଇଁ ଭାରତ ଜୋରସୋରରେ ପ୍ରସ୍ତୁତି କରୁଛି । ଆଗାମୀ ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଆୟୋଜିତ ହେବାକୁ ଥିବା ଜି୨୦ ଶିଖର ସମ୍ମିଳନୀରେ ଭାରତ ଛଡା ଅନ୍ୟ ଦେଶର ରାଜନୈତିକ, ସାଂସ୍କୃତିକ…
ଜିମ୍ବାୱେର ପୂର୍ବତନ କ୍ରିକେଟର ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ଖବର ଗୁଜବ: ହେନେରୀ ଓଲଙ୍ଗା
ମୁମ୍ବାଇ : ଆଜି ଜିମ୍ବାଓ୍ବେର ପୂର୍ବତନ କ୍ରିକେଟର ହିଥ୍ ଷ୍ଟ୍ରିକଙ୍କର ମୃତ୍ୟୁ ଖବର ପ୍ରଚାର ହୋଇଥିଲା । ଯାହାକି ଏବେ ଗୁଜବ ବୋଲି ଜଣାପଡିଛି । ୪୯ବର୍ଷୀୟ ହିଥ୍ କ୍ୟାନସର୍ ରେ ପୀଡ଼ିତ ଅଛନ୍ତି । ହିଥ୍ ଷ୍ଟ୍ରିକଙ୍କ ଜଣେ ସାଥି ଖେଳାଳୀ ହେନେରୀ ଓଲଙ୍ଗା ତାଙ୍କ ଅଫିସିଆଲ ଟ୍ବିଟର…
ୟୁକ୍ରେନ୍ ଅଞ୍ଚଳରେ ପଶି ରୁଷ୍ ନଷ୍ଟ କଲା ଆମେରିକାର ମିଲିଟାରୀ ବୋଟ୍…
ୟୁକ୍ରେନ୍ ସହ ଯୁଦ୍ଧ ଭିତରେ ରୁଷୀୟ ଏୟାରଫୋର୍ସ ସ୍ନେକ୍ ଆଇଲାଣ୍ଡରେ ଆମେରିକାର ଏକ ମିଲିଟାରୀ ବୋଟ୍କୁ ନଷ୍ଟ କରିଦେଇଛି। ହାଇ ସ୍ପିଡ୍ର ଏହି ମିଲିଟାରୀ ବୋଟ୍ରେ ୟୁକ୍ରେନ୍ର ସୈନିକମାନେ ଥିଲେ। ରୁଷୀୟ ପ୍ରତିରକ୍ଷା ମନ୍ତ୍ରାଳୟ ଏହି ଘୋଷଣା କରିଛି। ଭାରତୀୟ…
ପାକିସ୍ତାନରେ ବୋମା ବିସ୍ଫୋରଣ, ୧୧ ଶ୍ରମିକ ମୃତ
ଇସ୍ଲାମାବାଦ: ପାକିସ୍ତାନର ଉତ୍ତର ୱାଜିରିସ୍ତାନର ଗୁଲମିର କୋଟ ଅଞ୍ଚଳରେ ବୋମା ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୧ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପୋଲିସର ମୁଖପାତ୍ର…
ଅନଓ୍ବର-ଉଲ୍-ହକ୍ କକର୍ ହେଲେ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ
ଇସଲାମାବାଦ: ପାକିସ୍ତାନର ନ୍ୟାସନାଲ ଆସେମ୍ବ୍ଲି ଭଙ୍ଗ ହେବା ପରେ ସେଠାକାର ରାଜନୈତିକ ବାତାବରଣ ଗରମ ହୋଇଛି। ଅନ୍ୟପକ୍ଷରେ ନ୍ୟାସନାଲ ଆସେମ୍ବ୍ଲିରେ ବିଦାୟୀ ବିରୋଧୀ ଦଳ ନେତା ରାଜା ରିୟାଜ୍ କହିଛନ୍ତି ଯେ ଅନୱର-ଉଲ-ହକ୍ କକର୍ ପାକିସ୍ତାନର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ!-->…
ଶୀର୍ଷସ୍ତରୀୟ ଜେନେରାଲ୍ଙ୍କୁ ବହିଷ୍କାର କଲେ ଉତ୍ତର କୋରିଆର କିମ୍; ଯୁଦ୍ଧ ପ୍ରସ୍ତୁତି ପାଇଁ ଦେଲେ ଆହ୍ବାନ
ସିଓଲ୍: ସେନାର ଶୀର୍ଷସ୍ତରୀୟ ଜେନେରାଲ୍ଙ୍କୁ ବହିଷ୍କାର କରି ଉତ୍ତର କୋରିଆର ନେତା କିମ୍ ଜୋଙ୍ଗ୍ ଉନ୍ ସମ୍ଭାବ୍ୟ ଯୁଦ୍ଧ ନିମନ୍ତେ ଅଧିକ ପ୍ରସ୍ତୁତି, ଅସ୍ତ୍ରଶସ୍ତ୍ର ଉତ୍ପାଦନ ବୃଦ୍ଧି ଏବଂ ସମରାଭ୍ୟାସ ବ୍ୟାପକ କରିବା ଲାଗି ସେନାକୁ ଆହ୍ବାନ ଦେଇଥିବା କଥା ଗୁରୁବାର ଦିନ ରାଷ୍ଟ୍ରାୟତ!-->…
ବ୍ରିଟେନ ଶିକ୍ଷକଙ୍କୁ ୧୨ ବର୍ଷ ଜେଲ୍; ଭାରତୀୟ ଶିଶୁଙ୍କୁ ଫସାଇ କରୁଥିଲେ ପର୍ଣ୍ଣ ଭିଡିଓ
ଟଙ୍କାର ଲୋଭ ଦେଖାଇ ଅନଲାଇନ୍ରେ ଭାରତୀୟ ଶିଶୁଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ସଂଗ୍ରହ କରୁଥିଲେ। ଏହାପରେ ତାହାକୁ ନିଜ ପର୍ଣ୍ଣ ୱେବସାଇଟ୍ରେ ଅପଲୋଡ଼ କରି ମାଲେମାଲ ହେଉଥିଲେ। ଦୀର୍ଘ ବର୍ଷ ହେଲା ଏପରି ଘୃଣ୍ୟ କାମ କରୁଥିବା ଲଣ୍ଡନର ଜଣେ ଶିକ୍ଷକଙ୍କୁ ବାନ୍ଧିଛି ପୁଲିସ୍ । ଏହି ମାମଲାରେ!-->…
ରାତି ଅଧରେ ହାଇଡ୍ରାମା; ଭାଙ୍ଗିଲା ପାକିସ୍ତାନ ସଂସଦ
ରାତି ଅଧରେ ପାକିସ୍ତାନରେ ଦେଖିବାକୁ ମିଳିଛି ହାଇଡ୍ରାମା। ପାକିସ୍ତାନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଜେଲ୍ ଚାରିକାନ୍ଥରେ ଥିବା ବେଳେ ଗତକାଲି ପାକିସ୍ତାନ ସଂସଦକୁ ଭାଙ୍ଗି ଦିଆଯାଇଛି। ସଂସଦ ଭଙ୍ଗ ହେବାର ୩ ମାସ ମଧ୍ୟରେ ପୁଣି ଥରେ ନିର୍ବାଚନ ହେବ । ତେବେ ଏବେ ଜେଲ୍ରେ!-->…
ଇକ୍ୱାଡୋରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳି କରି ହତ୍ୟା
ଇକ୍ୱାଡୋରରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚାଲିଥିବା ବେଳେ ଘଟିଛି ଅଘଟଣ । ପ୍ରଚାର ଅଭିଯାନ ବେଳେ ରାଷ୍ଟ୍ରପତି ପଦ ପାଇଁ ରେସ୍ରେ ଥିବା ପ୍ରତିଦ୍ୱନ୍ଦ୍ୱୀ ଫର୍ଣ୍ଣାଡୋ ଭିଲାଭିକେନସିଓଙ୍କୁ ଗୁଳି ମାରି ହତ୍ୟା କରାଯାଇଛି।
ସ୍ଥାନୀୟ ମିଡିଆ ସୂତ୍ରରୁ ମିଳିଥିବା!-->!-->!-->…
ବେଜିଂରେ ପ୍ରବଳ ବର୍ଷା, ୩୩ ମୃତ
ବେଜିଂ : ବେଜିଂରେ ପ୍ରବଳ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବର୍ଷାଜନିତ ବିଭିନ୍ନ କାରଣ ପାଇଁ ୩୩ ଜଣଙ୍କ ମୃତ୍ୟୁ ହୋଇଯାଇଛି ଏବଂ ୧୮ ଜଣ ଏବେ ବି ନିଖୋଜ ଅଛନ୍ତି। ଚୀନ୍ ରାଜଧାନୀ ବେଜିଂରେ ଗତ କିଛି ସପ୍ତାହ ଧରି ଲଗାତାର ବର୍ଷା ହେଉଛି। ଏଥିଯୋଗୁଁ ଅନେକ ଭିତ୍ତିଭୂମି ନଷ୍ଟ!-->…