Browsing Category

ବିଦେଶ

ଜେଲରୁ ବାହାରିବାକୁ ବିକଳ ହେଉଛନ୍ତି ଇମ୍ରାନ

ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବେ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି। ସେ ଅଟ୍ଟୋକ ଜେଲରେ ରହି ରହି ଆକାମାକ୍ତା ହୋଇଗଲେଣି। ତାଙ୍କୁ ଆଉ ସେଠାରେ ଆଉ ଭଲ ଲାଗୁନି |ତେଣୁ ସେ ଜେଲର ଅନ୍ଧାର କୋଠରୀ ମଧ୍ୟରୁ ବାହାରିବାକୁ

X ବ୍ଲୁ ଟିକ୍‌ ଧାରୀଙ୍କୁ ମିଳିଲା ଲକ୍ଷାଧିକ ଟଙ୍କା

ନୂଆଦିଲ୍ଲୀ : ମାଲେମାଲ ହୋଇଛନ୍ତି X ବ୍ଲୁ ଟିକ ଧାରୀ। ପୂର୍ବରୁ ଏହା ଟ୍ୱିଟର୍‌ର ନାଁରେ ପରିଚିତ ଥିଲା। କିଛି ଦିନ ତଳେ ସଂସ୍ଥାର ମାଲିକ ଏଲନ ମସ୍କ ଟ୍ୱିଟର ନାଁକୁ ବଦଳାଇ X କରିଥିଲେ। ଏବେ Xର ବ୍ଲୁ ଟିକଧାରୀଙ୍କୁ ଲକ୍ଷାଧିକ ଟଙ୍କା ବିଜ୍ଞାପନ ରାଜସ୍ୱ ବାବଦରେ ମିଳିଛି। ୯୦୦ ଟଙ୍କା ଦେଇ Xର

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଇସଲାମାବାଦ ଟ୍ରାଏଲ କୋର୍ଟ ଇମ୍ରାନଙ୍କୁ ତୋଷଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଏହି ଦଣ୍ଡାଦେଇ ଶୁଣାଇଛନ୍ତି । ପାକିସ୍ତାନର ଜିଲ୍ଲା ଓ ସେସନ୍ସ କୋର୍ଟ ପାକିସ୍ତାନ

ବ୍ରିଟେନରେ ବ୍ୟାପୁଛି କରୋନାର ନୂଆ ଭାରିଏଣ୍ଟ EG.5.1

ସମଗ୍ର ବିଶ୍ୱରୁ କୋଭିଡ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ୨୦୨୦ରେ ଆରମ୍ଭ ହୋଇଥିବା ମହାମାରୀ ୩ ବର୍ଷ ହେଲାଣି ଶେଷ ହୋଇନାହିଁ । କୋଭିଡ ଭାଇରସର ଅଲଗା ଅଲଗା ଭାରିଏଣ୍ଟ ସମଗ୍ର ବିଶ୍ୱରେ ଦେଖିବାକୁ ମିଳିଛି । ଏପରି ସ୍ଥଳେ ବ୍ରିଟେନରେ ଏକ ନୂଆ ଭାରିଏଣ୍ଟ ବ୍ୟାପୁଥିବାର ଖବର ମିଳିଛି । ୟୁକେ ହେଲଥ

ଚିନିର ଅନ୍ତର୍ଜାତୀୟ ମୂଲ୍ୟରେ ରେକର୍ଡ ବୃଦ୍ଧି

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଚିନି ମୂଲ୍ୟ ଭାରତ ତୁଳନାରେ ପ୍ରାୟ ୫୦% ଅଧିକ । ଦେଶରେ ଚିନିର ହାରାହାରି ଖୁଚୁରା ମୂଲ୍ୟ କିଲୋଗ୍ରାମ ପିଛା ପ୍ରାୟ ୪୩ ଟଙ୍କା ଏବଂ ଏହା କେବଳ ସୀମା ମଧ୍ୟରେ ରହିବାର ସମ୍ଭାବନା ଅଛି । ହେଲେ ଭାରତ ସରକାର ସଫଳତାର ସହ ଦେଶରେ ଚିନିର ସ୍ଥିର ଖୁଚୁରା ମୂଲ୍ୟକୁ

ମଧୁମେହକୁ ମାତ୍ ଦେଇପାରିବ ଏହି ପାନୀୟ, ଖୁଲାସା କଲେ ବୈଜ୍ଞାନିକ

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ମାତ୍ ଦେବାପାଇଁ ପରୀକ୍ଷା-ନିରୀକ୍ଷା ଜାରି ରଖିଛନ୍ତି ବୈଜ୍ଞାନିକ। ଏହାରି ମଧ୍ୟରେ ଟାଇପ୍-୨ ମଧୁମେହ ପରିଚାଳନା କ୍ଷେତ୍ରରେ ଅନୁସନ୍ଧାନକାରୀଙ୍କୁ ମିଳିଛି ନୂଆ ସୁରାକ। କୋମ୍ବୁଚା ଭଳି ଏକ ପାନୀୟ ରହିଛି,

୧୨ ଲକ୍ଷ ଖର୍ଚ୍ଚ କରି ମଣିଷରୁ କୁକୁର ହୋଇଥିବା ବ୍ୟକ୍ତି ପ୍ରଥମଥର ପାର୍କରେ ଚାଲିଲେ

ନୂଆଦିଲ୍ଲୀ : ମଣିଷରୁ କୁକୁର ହେବାକୁ ସ୍ୱପ୍ନ ଦେଖିଥିବା ଜାପାନିଜ ବ୍ୟକ୍ତି ଏହାକୁ ଶେଷରେ ପୂରଣ କରିପାରିଛନ୍ତି। ଟୋକୋ ନାମକ ଏହି ବ୍ୟକ୍ତି ୨ ମିଲିୟନ ୟେନ ବା ପ୍ରାୟ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରି ମଣିଷରୁ କୁକୁର ହେବାକୁ ସକ୍ଷମ ହୋଇଛନ୍ତି।ଜାମାନିଜ କମ୍ପାନୀ ଜେପ୍ପେଟ ହିଁ ଟୋକୋଙ୍କ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରତିଦ୍ବନ୍ଦ୍ବିତାରେ ସାମିଲ ହେଲେ ଭାରତୀୟ-ଆମେରିକୀୟ ହର୍ଷବର୍ଦ୍ଧନ ସିଂହ

ୱାସିଂଟନ୍‌: ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଭାରତୀୟ-ଆମେରିକୀୟ ଇଞ୍ଜିନିୟର ହର୍ଷବର୍ଦ୍ଧନ ସିଂହ ପ୍ରତିଦ୍ବନ୍ଦିତା କରିବେ ବୋଲି ଘୋଷଣା କରିଛନ୍ତି। ଟୁଇଟର୍‌ରେ ପୋଷ୍ଟ୍‌ କରିଥିବା ଭିଡିଓ ବାର୍ତ୍ତାରେ ୩୮ ବର୍ଷିୟ ସିଂହ କହିଛନ୍ତି ଯେ, ସେ ହେଉଛନ୍ତି ‘ଲାଇଫ୍‌ଲଙ୍ଗ୍‌

ୟୁକ୍ରେନ୍‌ ଡ୍ରୋନ୍‌ ଆକ୍ରମଣରେ ନଷ୍ଟ ହୋଇଗଲା ୨ଟି କୋଠା

ମସ୍କୋ: ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨ଟି କୋଠା ନଷ୍ଟ ହୋଇଯିବାରୁ ଗତରାତିରେ ମସ୍କୋସ୍ଥିତ ଏକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ସ୍ବଳ୍ପ ସମୟ ପାଇଁ ବନ୍ଦ ରଖାଯାଇଥିବା କଥା ରୁଷ୍‌ ପ୍ରତିରକ୍ଷା ମନ୍ତ୍ରାଳୟ କହିଛି। ପ୍ରତିରକ୍ଷା ମନ୍ତ୍ରାଳୟ କହିବା ଅନୁସାରେ, ମସ୍କୋ ଆକାଶରେ ଉଡୁଥିବା

କାନାଡାର ଆଲ୍‌ବର୍ଟାରେ ବିମାନ ଦୁର୍ଘଟଣା: ୬ ମୃତ

କ୍ୟାନ୍‌ମୋର: ଶନିବାର ଦିନ ଆଲବର୍ଟା ପ୍ରଦେଶ ଅନ୍ତର୍ଗତ କାଲ୍‌ଗେରିର ପଶ୍ଚିମପ୍ରାନ୍ତରେ ଗୋଟାଏ କ୍ଷୁଦ୍ର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା କଥା କାନାଡାର ପୁଲିସ କହିଛି। ‘ଦି ରୟାଲ୍‌ କାନାଡିୟାନ୍‌ ମାଉଣ୍ଟେଡ୍‌ ପୋଲିସ୍‌’ କହିଛି, ଜଣେ ପାଇଲଟ୍‌ ଓ ୫ଜଣ