Browsing Category

ସ୍ୱାସ୍ଥ୍ୟ

ଓଡ଼ିଶାରେ କମିଛି କୋଭିଡ ସଂକ୍ରମଣ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଆମ ପଡ଼ୋଶୀ ରାଜ୍ୟରେ କୋଭିଡ ସଂକ୍ରମଣ ବଢିଛି। ଅପରପକ୍ଷେ ଗତ ଦୁଇ ଦିନ ହେବ ରାଜ୍ୟରେ କୋଭିଡ ସଂକ୍ରମଣ କମିଛି। ଆଜି ସୁଦ୍ଧା ରାଜ୍ୟରେ କୋଭିଡ ରୋଗୀଙ୍କ ସଂଖ୍ୟା ୩୦୮୬ରେ ପହଞ୍ଚିଛି। ଏଥିରୁ  ମାତ୍ର ୪୩ ଜଣ ଡାକ୍ତରଖାନାରେ ଅଛନ୍ତି। ଅର୍ଥାତ ୨ ପ୍ରତିଶତରୁ କମ ରୋଗୀ ଡାକ୍ତରଖାନାରେ

ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ବର: ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସିଛି ନିର୍ଦ୍ଦେଶନାମା। ସବୁ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର କର୍ମଚୀରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ ପିନ୍ଧିବେ। କୋଭିଡ୍‌

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ରେ ୭୧, କଟକ ୬୫,

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ୬୬୧୬ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥରୁ ୫୦୨ଟି ପଜିଟିଭ ଆସିଛି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୨୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ଆଉ ୨୭୩ ଜଣ

ରାଜ୍ୟରେ ୨୪ ଘଣ୍ଟାରେ ୪୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୯ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୭୭୨ କୋଭିଡ୍‌ ଟେଷ୍ଟ ହୋଇଛି । ତେବେ କୋଭିଡରେ କେହି ପ୍ରାଣ ହରାଇ ନାହାନ୍ତି । ସୁସ୍ଥ ହୋଇଛନ୍ତି ୨୦୩ ଆକ୍ରାନ୍ତ । ରାଜ୍ୟରେ ମୋଟ ଆକ୍ଟିଭ କେସ

ଦେଶରେ ଗତ ୨୪ ଘଣ୍ଟାରେ ୧୨୧୯୩ କରୋନା ପଜିଟିଭି ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ମାଡୁଛି କରୋନା, ନେଉଛି ଜୀବନ । ଦୈନିକ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍‌ । ପୁଣି ଥରେ ୧୨ ହଜାର ପାର କରିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୧୯୩ ପଜିଟିଭି । ଆଉ ୪୨

ଛତିଶଗଡ ସୀମାନ୍ତ ଜିଲ୍ଲାରେ ବଢୁଛି କୋଭିଡ ସଂକ୍ରମଣ, ସତର୍କ ରହିବା ପରାମର୍ଶ ଦେଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ଛତିଶଗଡ ସୀମାନ୍ତ ଜିଲ୍ଲାରେ ବଢୁଛି କୋଭିଡ ସଂକ୍ରମଣ। ନବରଙ୍ଗପୁର ମାଲକାନଗିରି ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କଲେ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ନବରଙ୍ଗପୁର, ସମ୍ବଲପୁର, ନୂଆପଡାରେ କୋଭିଡ କେଶ ବଢୁଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୩୧ ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୩୧ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୯୫୬ କୋଭିଡ୍‌ ଟେଷ୍ଟ ହୋଇଛି । ତେବେ କୋଭିଡରେ ଆଉ କେହି ପ୍ରାଣ ହରାଇ ନାହାନ୍ତି । ସୁସ୍ଥ ହୋଇଛନ୍ତି ୧୯୭ ଆକ୍ରାନ୍ତ । ରାଜ୍ୟରେ ମୋଟ ସଂକ୍ରମିତଙ୍କ

ଓଡ଼ିଶାରେ ୨୪ ଘଣ୍ଟାରେ ୩୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦୮ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨୦୪ । ଏହି ସମୟରେ ମୋଟ୍‌ ୫ହଜାର ୯୩୧ କୋଭିଡ୍‌ ଟେଷ୍ଟ ହୋଇଛି । ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌ । ମୃତ ୭୦ ବର୍ଷୀୟ ବୃଦ୍ଧ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ ବି ବଢୁଛି କରୋନା ସଂକ୍ରମଣ । କିନ୍ତୁ ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତକାଲି ଅପେକ୍ଷା ସଂକ୍ରମଣ କମିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୨୦୪ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨୫୮ । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍‌ ୫ହଜାର ୮୨୪