Browsing Category

ସ୍ୱାସ୍ଥ୍ୟ

ବଢ଼ୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା, କ୍ୟାପିଟାଲ ହସ୍ପିଟାଲରେ ସ୍ଥିତି ଅଣାୟତ୍ତ

ଭୁବନେଶ୍ୱର ୧୫/୦୯: ରାଜ୍ୟରେ ବଢ଼ୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ଖୋର୍ଦ୍ଧା ଜିଲ୍ଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ହଜାର ପାର୍‌ । ଗତକାଲି ସୁଦ୍ଧା ଜିଲ୍ଲାରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୦୪୧ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୩୯ଜଣ ଡେଙ୍ଗୁ ରୋଗୀ ।

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୪।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୩।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ

ରାଜ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇ ଥିବା ବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୦୫/୦୯: ରାଜ୍ୟରେ ଉପର ତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା

ପୁଣି ବ୍ୟାପିଲା ଝାଡ଼ାବାନ୍ତି; ଆଈ-ନାତି ମୃତ, ୨୫ରୁ ଅଧିକ ଆକ୍ରାନ୍ତ

ପାଟଣାଗଡ଼: ପୁଣି ବ୍ୟାପିଲା ଝାଡ଼ାବାନ୍ତି । ଝଡ଼ାଇ ନେଲା ୨ ପ୍ରାଣ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଦେଦର୍ହ ଗାଁରେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ଆଇ, ନାତିଙ୍କ ମୃତ୍ୟୁ ହୋଇଛି । ଗାଁର ଏକାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨୫ରୁ ଅଧିକ ଜଣଙ୍କୁ ପାଟଣାଗଡ଼

ନବରଙ୍ଗପୁର ଚନ୍ଦାହାଣ୍ଡି ବ୍ଲକରେ ଝାଡା ବାନ୍ତି ଆତଙ୍କ, ଗୋଟିଏ ପରିବାରରେ ତିନି ଜଣଙ୍କ ମୃତ୍ୟୁ

ଚନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଗମ୍ବାରୀଗୁଡା ପଞ୍ଚାୟତରେ ଝାଡା ବାନ୍ତି ଆତଙ୍କ। ଗୋଟିଏ ପରିବାରରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନାବାଳିକା ଗୁରୁତର ହୋଇଛନ୍ତି।ମୃତକ ମାନେ ହେଲେ ୬୦ ବର୍ଷିୟ ଲକ୍ଷିଧର ପାରାଭୋଇ, ସ୍ତ୍ରୀ ୫୫ ବର୍ଷିୟ ଦେମତୀ

ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି

ଭୁବନେଶ୍ୱର: ଟିକା ପାଇଁ ବାଜିଲା ସ୍ବାସ୍ଥ୍ୟ ବିଭାଗର ଘଣ୍ଟି । ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଦେଇଛନ୍ତି ଗୁରୁତ୍ଵପୂର୍ଣ୍ଣ ସୂଚନା । ତାଙ୍କ କହିବା ମୁତାବକ, ସେପ୍ଟେମ୍ବର ୩୦ରେ ସରୁଛି ମାଗଣା ଟିକାର ଅବଧି । ମାଗଣା ଟିକାର ଅବଧି ଆଉ ମାତ୍ର ୨୭ ଦିନ ରହିଲା । ତେବେ ୬

୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୮୭ କୋଭିଡ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୮ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ

ଭୁବନେଶ୍ବର: ଆଜି ରାଜ୍ୟରେ ୩ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ