Browsing Category

ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୧,ସଙ୍ଗରୋଧରୁ ୧୧୯ ଓ ସ୍ଥାନୀୟ ୮୪। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୫, ବରଗଡ ୧୧, ଭଦ୍ରକ ୩, ବଲାଙ୍ଗୀର ୧୪, ବୌଦ୍ଧ ୧, କଟକ

 ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ବି ଦୈନିକ କରୋନା ସଂକ୍ରମଣ ୪ଶହ ମଧ୍ୟରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୧୩୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ

କଟକରେ ଡେଙ୍ଗୁ ଜ୍ୱରରେ ଯୁବକଙ୍କ ମୃତ୍ୟୁ

କଟକ: ଡେଙ୍ଗୁରେ ପୀଡ଼ିତ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କଟକ ପୌର ନିଗମରେ ଚଳିତ ବର୍ଷ ଏହା ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ ହୋଇଛି । ୨୦୨୨ ଜାନୁଆରୀରୁ ଜୁଲାଇ ମାସ ମଧ୍ୟରେ ଜିଲ୍ଲାରେ ମୋଟ୍ ୯ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି ବୋଲି ଏସସିବି ଡାକ୍ତରଖାନା ପକ୍ଷରୁ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ଶହ ତଳେ ରହିଛି। ଗତକାଲି ୪୮୨ ଜଣ କରୋନା କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୪ ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା

ସୁନ୍ଦରଗଡ଼ ଜିଲ୍ଲାରେ ମୋବାଇଲ ମେଡିକାଲ ଭ୍ୟାନ : ଲୋକଙ୍କୁ ଦୁଆର ମୁହଁରେ ମିଳୁଛି ମାଗଣାରେ ସ୍ୱାସ୍ଥ୍ୟ ସେବା…

୨୦୧୭ ଏପ୍ରିଲରୁ ୨୦୨୨ ଜୁଲାଇ ସୁଦ୍ଧା ୧୯ ଲକ୍ଷରୁ ଅଧିକ ଲୋକଙ୍କୁ ମିଳିଛି ସେବା ସୁନ୍ଦରଗଡ଼,: ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଲୋକଙ୍କ ଦୁଆର ମୁହଁରେ ମାଗଣାରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ରହିଛି ‘ମୋବାଇଲ ମେଡିକାଲ ଭ୍ୟାନ ବା ଏମଏମଭି’। ଜିଲ୍ଲା ପ୍ରଶାସନର ଏହି

ରାଜ୍ୟରେ ଆଉ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ମଧ୍ୟ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି

ଥାଲାସେମିଆ ସଚେତନତା ଓ ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଅନୁଷ୍ଠିତ…

ବ୍ରହ୍ମପୁର : ଥାଲାସେମିଆ କେୟାର ସୋସାଇଟି ଏବଂ ବାଙ୍ଗୋଲୋର ନାରାୟଣ ହୃଦ୍ରାଳୟ ମିଳିତ ଆନୁକୂଲ୍ୟରେ ଥାଲାସେମିଆ ସଚେତନତା ଓ ସ୍ୱାସ୍ଥ୍ୟ ପରାମର୍ଶ ଶିବିର ସ୍ଥାନୀୟ  ଅଯୋଧ୍ୟା ନଗର ସ୍ଥିତ ପ୍ରାପ୍ତି କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି ।   ମୁଖ୍ୟ ଅତିଥି ଭାବେ ସାଂସଦ ଚନ୍ଦ୍ରଶେଖର

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ

ଝାରସୁଗୁଡ଼ାରେ ଝାଡ଼ାବିନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ୬୬ରେ ପହଞ୍ଚିଲା

ଝାରସୁଗୁଡା: ଲଖନପୁର ବ୍ଲକରେ ଝାଡ଼ାବିନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ୬୬ରେ ପହଞ୍ଚିଛି l ଲଖନପୁର ବ୍ଲକର ବାଦିମାଲ ଓ ପିଥିଣ୍ଡାରୁ ଅନ୍ଯ ଗ୍ରାମକୁ ବ୍ୟାପିଛି ଝାଡ଼ାବାନ୍ତି । ପିଥିଣ୍ଡା ଗାଁରେ ୧୯ ଜଣ ନୂତନ ଭାବେ ଆକ୍ରାନ୍ତ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୪୫ରେ ପହଞ୍ଚିଛି ।

ଓଡ଼ିଶାରେ ଆଉ ୫୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତ ସଂଖ୍ୟା ଧିରେ ଧିରେ କମୁଛି । ଆଜି ମଧ୍ୟ ଦୈନିକ ସଂକ୍ରମିତ ସଂଖ୍ୟା ଏକ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୦ ଜଣ କ୍ୱାରେଣ୍ଟାଇନ୍