Browsing Category

ସ୍ୱାସ୍ଥ୍ୟ

ରାଜ୍ୟର୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି ।

ବୁଷ୍ଟର ଡୋଜ ନେବାକୁ ଆଗ୍ରହ ଦେଖାଉ ନାହାନ୍ତି ଲୋକ: ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ରାଜ୍ୟର ୮୭ ପ୍ରତିଶତ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ। ଅର୍ଥାତ ରାଜ୍ୟର ୨ କୋଟି ୮୨ ଲକ୍ଷ ଲୋକେ ନେଇ ନାହାନ୍ତି ବୁଷ୍ଟର ଡୋଜ । ବର୍ତ୍ତମାନ ସୁଦ୍ଧା କେବଳ ୪୨ ଲକ୍ଷ ୭୦ ହଜାର ୪୮୭ ଲୋକେ ବୁଷ୍ଟର ଡୋଜ ନେଇଛନ୍ତି। ଯାହାକି ମାତ୍ର ୧୩ ପ୍ରତିଶତ। ସେହିପରି

ଏଯାଏଁ କୌଣସି ମଙ୍କିପକ୍ସ କେସ ଚିହ୍ନଟ ହୋଇନି, କିନ୍ତୁ ରାଜ୍ୟ ସରକାର ପ୍ରସ୍ତୁତ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର:ମଙ୍କିପକ୍ସ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସୂଚନା । ରାଜ୍ୟରେ ଏଯାଏଁ କୌଣସି ମଙ୍କିପକ୍ସ କେସ ଚିହ୍ନଟ ହୋଇନି । କିନ୍ତୁ WHO ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ସବୁ ପ୍ରକାର ପ୍ରସ୍ତୁତି କରିଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦେଶାବଳି ଅନୁସାରେ

ରାଜ୍ୟରେ ଆଉ ୭୪୧ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ

ଅନୁମତି ମିଳିଲେ RMRCରେ ମଙ୍କିପକ୍ସ ଟେଷ୍ଟିଂ କରାଯିବ: ସଂଘମିତ୍ରା ପତି

ଭୁବନେଶ୍ୱର: ଭୁବନେଶ୍ୱରରେ ହୋଇପାରିବ ମଙ୍କିପକ୍ସ ଟେଷ୍ଟିଂ। ଏଥିପାଇଁ ଅନୁମତି ମିଳିବା ପରେ ଭୁବନେଶ୍ୱର RMRCରେ ମଙ୍କିପକ୍ସ ଟେଷ୍ଟିଂ କରାଯିବ। ଏ ନେଇ ସୂଚନା ଦେଇଛନ୍ତି RMRC ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି।ଶନିବାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ହୋଇଥିବା

କ୍ୟାପିଟାଲ ହସ୍ପିଟାଲର ୪ ଡାକ୍ତରଙ୍କୁ ଓାର୍ଣ୍ଣିଂ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ୪ ଜଣ ଡାକ୍ତରଙ୍କୁ ୱାର୍ଣ୍ଣିଂ ଦିଆଯିବା ସହ ଜଣେ ଡାକ୍ତରଙ୍କୁ ବଦଳି କରାଯାଇଛି । ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ହେବା ପରେ ହସ୍ପିଟାଲ

ରାଜ୍ୟରେ ଆଉ ୧,୦୨୯ କରୋନା ପଜିଟିଭ୍‍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧,୦୨୯ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୦୨ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪୨୭ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୭୫ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜି ରାଜ୍ୟର ୨୭ଜିଲ୍ଲା ଓ

ଓଡ଼ିଶାରେ ଆଉ ୯୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ଶିଶୁ ସଂକ୍ରମିତ ଚିହ୍ନଟ

କାଶୀପୁର ପରେ ଏବେ କଲ୍ୟାଣସିଂପୁର ଝାଡାବାନ୍ତି

ରାୟଗଡା ଜିଲ୍ଲାରେ ଝାଡାବାନ୍ତି ଥମିବାର ନାଁ ନେଉନାହିଁ । କାଶୀପୁର ବ୍ଳକ ପରେ ଏବେ କଲ୍ୟାଣସିଂପୁର ବ୍ଳକକୁ ବ୍ୟାପିଛି ଝାଡାବାନ୍ତି । ବୁଡାଗୁଡାର ଗୁରୁତଲି ଗାଁର ୮ ଜଣ ଆକ୍ରାନ୍ତ ହୋଇଛନ୍ତି । ସେମାନେ ଶିକରପାଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣା ପରେ ଜିଲ୍ଲା ମୁଖ୍ୟ

ଝାରସୁଗୁଡାକୁ ବ୍ୟାପିଲା ଝାଡାବାନ୍ତି, ବାପ-ପୁଅ ମୃତ

ଝାରସୁଗୁଡା: ଜିଲ୍ଲାନ୍ଦ ୧୩ ନମ୍ବର ୱାର୍ଡ ଦେବାଡ଼ିହି ଗାଁରେ ଝାଡା ବାନ୍ତିରେ ବାପ ପୁଅଙ୍କ ମୃତ୍ୟୁ। ଦୁଇ ଦିନ ତଳେ ଅକୁର ପ୍ରଧାନ (୪୦) ଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ଗତକାଲି ରାତିରେ ବାପା ଶ୍ରୀପ୍ରସାଦ ପ୍ରଧାନ (୬୫)ଙ୍କ ମୃତ୍ୟୁ ଘଟିଛି। ପୁଅର ଅନ୍ତ୍ୟେଷ୍ଟି