Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: କ୍ରମାଗତ ଦୁଇ ଦିନ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହଜାର ତଳକୁ ଖସିଥିବାବେଳେ ଆଜି ପୁଣି ୧୨ଶହ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ!-->…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଆଜି ମଧ୍ୟ ହଜାରେ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୭୫ ଜଣ ସ୍ଥାନୀୟ ସଂକ୍ରମିତ ।
ସେହିଭଳି!-->!-->!-->…
ରାଜ୍ୟରୁ ଆଉ ୧୦୦୬ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର: ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨,୯୧,୬୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ!-->…
ମଙ୍କିପକ୍ସ ନେଇ ସମସ୍ତ ମେଡିକାଲ କଲେଜକୁ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ମଙ୍କିପକ୍ସକୁ ନେଇ ଏବେ ସାରା ବିଶ୍ୱରେ ଚିନ୍ତା ବଢିଯାଇଛି । ତେବେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ମେଡିକାଲ କେଲଜ, ମୁଖ୍ୟ ଚିକିତ୍ସାଧିକାରୀ, ବିଶେଷଜ୍ଞ ଡାକ୍ତରମାନଙ୍କୁ ମଙ୍କିପକ୍ସ!-->…
ରାଜ୍ୟରେ ଆଜି ଆଉ ୭୩୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ!-->…
ଜନ ଆରୋଗ୍ୟ ସମିତି ସଦସ୍ୟଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିର ଉଦଘାଟିତ…
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ର କୁକୁଡାଖଣ୍ଡି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଓ କେ. ଏସ. ନଗର ଠାରେ ଗୋଷ୍ଠୀ ପ୍ରକ୍ରିୟା ସାଧନ କେନ୍ଦ୍ର ଜାତୀୟ ସ୍ୱାସ୍ଥ୍ୟ ମିଶନ ଓଡିଶା ସହାୟତା ଓ ଗଞ୍ଜାମ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ର ସହଯୋଗ ରେ ଜନ ଆରୋଗ୍ୟ ସମିତି ର ଦକ୍ଷତା ବୃଦ୍ଧି ତାଲିମ ଶିବିର!-->!-->!-->…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର:ଆଜି ମଧ୍ୟ ଦୈନିକ କରୋନା ସଂକ୍ରମଣ ୧ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ!-->…
ଓଡିଶାରେ ଆଉ ୧୧୩୦ ନୂଆ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଜି ମଧ୍ୟ ୧୧ଶହ ପାର କରିଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୩୦ ନୂଆ ସଂକ୍ରମିତ। ଜନ୍ମରୁ ୧୮ ବର୍ଷରୁ ମଧ୍ୟରେ ୧୪୩,ସଙ୍ଗରୋଧରୁ ୬୬୨,ସ୍ଥାନୀୟ ୪୬୮।
୩୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୨୫, ବରଗଡ!-->!-->!-->…
ଆଜି ରାତି ସୁଧା ସବୁ ଜିଲ୍ଲାକୁ ପଠାଯିବ ଟିକା- ପରିବାର କଲ୍ୟାଣ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜ୍ୟରେ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା ବେଳେ ବିଭିନ୍ନ ଜିଲ୍ଲାରେ ବ୍ୟାପକ ପରିମାଣର ଟିକା ମହଜୁଦ୍ କରି ରଖାଯାଉଛି । କେନ୍ଦ୍ରରୁ ଆଜି ସକାଳେ ପୁଣି ୪.୮ ଲକ୍ଷ କୋଭିସିଲଡ଼ ଟିକା ଆସି ପହଞ୍ଚିଛି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ!-->…
କାଶୀପୁର ଗସ୍ତ କରି ସ୍ଥିତି ସମୀକ୍ଷା କଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ରାୟଗଡ଼ା: ରାୟଗଡ଼ା ଜିଲାରେ ଭିବ୍ରିଓ କଲେରା ବ୍ୟାପି ୭ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଜିଲାର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ତେବେ ଏହାରି ମଧ୍ୟରେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା.ନିରଞ୍ଜନ ମିଶ୍ର ଗୁରୁବାର କାଶୀପୁର ଗସ୍ତ କରିଛନ୍ତି। ତାଙ୍କ!-->…