Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ରାଜ୍ୟରେ ଆଉ ୧୧୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର:ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଏବେ ଦୈନିକ ସଂକ୍ରମଣ ସଂଖ୍ୟା ୧୨ ଶହ ମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୯୭ ଜଣ ସ୍ଥାନୀୟ!-->…
ରାଜଧାନୀର ବିଭିନ୍ନ ସପିଂ ମଲରେ କୋଭିଡ ବୁଷ୍ଟର୍ ଡୋଜ ପ୍ରଦାନ
ଭୁବନେଶ୍ବର: ଆଜିଠାରୁ ସ୍ମ୍ମା୍ମାସିିଟିି ଭୁବନେଶ୍ୱରର ମହାନଗର ନିଗମ ତରଫରୁ ବିଭିନ୍ନ ସପିଂ ମଲରେ କୋଭିଡ ବୁଷ୍ଟର୍ ଡୋଜ ପ୍ରଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଏମସି ମେୟର ସୁଲୋଚନା ଦାସ ଓ ବିଏମସି କମିସନର ବିଜୟ ଅମୃତ କୁଲାଙ୍ଗେ ଏହି ପ୍ରକ୍ରିୟାର ଉଦଘାଟନ କରିଛନ୍ତି। ପାତ୍ରପଡା ସ୍ଥିତ ଡି!-->…
ରାୟଗଡା ଜିଲ୍ଲା ପରେ କୋରାପୁଟକୁ ବ୍ୟାପିଲା ହଇଜା !
କୋରାପୁଟ : ରାୟଗଡା ଜିଲ୍ଲା କାଶୀପୁର ପରେ କୋରାପୁଟକୁ ବ୍ୟାପିଲା ହଇଜା । କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକର ହାତୀମୁଣ୍ଡା ଗାଁରେ ଝାଡାବାନ୍ତିରେ ଜଣକର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆକ୍ରାନ୍ତ ହୋଇଛନ୍ତି ।
ବର୍ତ୍ତମାନ ଦଶମନ୍ତପୁର ବ୍ଲକର ଛତାଆମ୍ବରେ ୧୧ ଜଣ ଝାଡାବାନ୍ତିରେ!-->!-->!-->…
କାଶୀପୁରରେ ପାଣି ଉତ୍ସରୁ ହୋଇଛି ସଂକ୍ରମଣ, ସ୍ଥିତି ନିୟନ୍ତ୍ରଣ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
କାଶୀପୁର: ରାୟଗଡା ଜିଲ୍ଲା କାଶୀପୁର ଓ ଦଶରଥପୁରରେ ହଇଜା ସଂକ୍ରମଣ ଘଟଣା । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି କାସଈପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ଯାହା ଫଳରେ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି!-->…
ରାଜଧାନୀରେ ବଢ଼ିଲା ଟିକାକରଣ କେନ୍ଦ୍ର
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍ ଡୋଜ୍ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇଛି। ପୂର୍ବରୁ ଏହା ୧୯!-->…
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି!-->…
ରାଜ୍ୟରୁ ଆଜି ୯୪୫ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ ୩୭୧
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୯୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୧୦ ଆକ୍ରାନ୍ତ ଥିବା ଜଣାପଡିଛି ।!-->…
ଆଉ ୨ ଦିନ ପର୍ଯ୍ୟନ୍ତ ହୋଇପାରିବ ଟିକାକରଣ, ସରିଆସିଲାଣି ଷ୍ଟକ୍
ଭୁବନେଶ୍ବର : ପ୍ରିକସନ୍ ଡୋଜ୍ ନେଇ ପ୍ରତିକ୍ରିୟା ରଖିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ପାଣିଗ୍ରାହୀ । ସେ କହିଛନ୍ତି, ୧୮ରୁ ୫୯ ବର୍ଷ ବୟସ୍କ ଲୋକଙ୍କୁ ଜୁଲାଇ ୧୫ ତାରିଖରୁ ମାଗଣାରେ ପ୍ରିକସନ୍ ଡୋଜ୍ ଦିଆଯାଉଛି । ୧୫ ତାରିଖ ପର୍ଯ୍ୟନ୍ତ ୧ ଲକ୍ଷ ୫୨ ହଜାର ପ୍ରିକସନ୍!-->…
ରାଜ୍ୟରେ ୨୪ ଘଣ୍ଟାରେ ୮୧୬ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ନୂଆ କେସ୍
ଭୁବନେଶ୍ବର: ଗତକାଲି ତୁଳନାରେ ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତକାଲି ୮୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା!-->…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି!-->!-->!-->…