Browsing Category

ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ 

ଭୁବନେଶ୍ୱର: ଲଗାତର ଦୁଇ ଦିନ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଏକ ହଜାର ଉପରେ ରହୁଥିଲା ବେଳେ ଆଜି ଏହା ଏକ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଶନିବାର ଆଉ ୫୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି

କାଶୀପୁରରେ ଝାଡ଼ାବାନ୍ତିରେ ୬ ଜଣଙ୍କ ମୃତ୍ୟୁ, ସ୍ଥିତି ଅନୁଧ୍ୟାନ କରିବାକୁ ପହଞ୍ଚିଲେ ଡାକ୍ତରୀ ଟିମ୍

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ଅଞ୍ଚଳରେ ଝାଡ଼ାବାନ୍ତିକୁ ନେଇ ଆତଙ୍କ ଦେଖାଦେଇଛି। ୨୪ ଘଣ୍ଟା ମଧ୍ୟରେ ଝାଡ଼ାବାନ୍ତି ଯୋଗୁଁ ୬ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ବିଭିନ୍ନ ଚିକିତ୍ସାଳୟରେ ପ୍ରାୟ ୪୦ ଜଣ ଚିକିତ୍ସାଧୀନ ରହିଛନ୍ତି। ଝାଡ଼ାବାନ୍ତିର କାରଣ ଜଣାପଡ଼ିନଥିବାବେଳେ ସ୍ଥିତି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଆଜି ବି ଦୈନିକ ସଂକ୍ରମଣ ସଂଖ୍ୟା ୧ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୧୪ ଜଣ ସ୍ଥାନୀୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧରେ କାୟା ବିସ୍ତାର କରୁଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ

ଠିକ୍ ସମୟରେ ସ୍କୁଲ ଓ କଲେଜ ବନ୍ଦ ନିଷ୍ପତ୍ତି ନେବେ ସରକାର : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ କୋଭିଡ ସଂକ୍ରମଣ ନେଇ ମତ ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, କୋଭିଡ ସଂକ୍ରମଣ ଯେତେବେଳେ ବଢୁଛି ତା ସହ ପଜିଟିଭ୍ ରେଟ୍ ବି ବଢୁଛି, ଏହା ଗ୍ରହଣ କରିବାକୁ ପଡ଼ିବ। କିନ୍ତୁ ପୂର୍ବ ଲହରଗୁଡ଼ିକ ଅପେକ୍ଷା ବଢିବା ହାର କମ୍ ରହିଛି।

ରାୟଗଡାରେ ଝାଡାବାନ୍ତି ଆତଙ୍କ: ୪ ମୃତ, ୨୦ରୁ ଅଧିକ ଆକ୍ରାନ୍ତ

ରାୟଗଡାରେ ଝାଡାବାନ୍ତି ଆତଙ୍କ । ୪ ମୃତ, ୨୦ରୁ ଅଧିକ ଆକ୍ରାନ୍ତ । ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ଝାଡାବାନ୍ତି ଆତଙ୍କ । ସମସ୍ତଙ୍କୁ ନିକଟ ମେଡିକାଲରେ ଭର୍ତ୍ତି କରାଯାଇଛି । କାଶୀପୁର ବ୍ଳକର ଟିକିରି, ଗୋବରିଘାଟି, ଜଲାକୁରା, ଦୁଡୁକାବାହାଲ, ବଡମାରିଭଟା, କାକୁଡିପଦର, ରାଉତଘାଟି

ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ଵର : ୧୮ ରୁ ୫୯ ବର୍ଷ ବୟସ ବର୍ଗଙ୍କ ପ୍ରିକସନ ଡୋଜ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ କୁମାର ପାଣିଗ୍ରାହୀଙ୍କ ସୂଚନା । ଆଜି ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ । ଏ ବୟସ ବର୍ଗରେ ୨ କୋଟି ୬୫ ଲକ୍ଷରୁ ଅଧିକ ଲୋକ ଅଛନ୍ତି । ଭୁବନେଶ୍ୱରରେ ଏହି ବୟସ

ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖେର୍ଦ୍ଧାରୁ

ରାଜ୍ୟରେ ଆଉ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ।