Browsing Category

ସ୍ୱାସ୍ଥ୍ୟ

ଆଦିତ୍ୟବାହିନୀ ଦ୍ୱାରା ଶଙ୍କରଆଚାର୍ଯ୍ୟ ମଠରେ ନିଃଶୁଳ୍କ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ…

ପୁରୀ:-ଆଦିତ୍ୟବାହିନୀ ଦ୍ଵାରା ନିଃଶୁଳ୍କ ଏକ ଦିବସୀୟ ଦନ୍ତ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ମହାରାଜାଙ୍କ ନିଜସ୍ଵ ସଚିବ ସ୍ଵାମୀ ନିର୍ବିକଳ୍ପାନନ୍ଦ ସରସ୍ଵତୀ ମହାରାଜଙ୍କ ଶୁଭ କରକମଳରେ ମଠ ପରି ସରସ୍ଥିତ ଭାଗବତ କକ୍ଷରେ

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା

ଦୂଷିତ ପାଣିପିଇ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ୧୨ ଜଣ ଝାଡା ବାନ୍ତିରେ ଆକ୍ରାନ୍ତ…

ମାଲକାନଗିରି ୧୧/୦୭ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ କର୍ତ୍ତନପାଲ୍ଲୀ ପଂଚାୟତ କୋପ୍ରା ଗ୍ରାମର ମାଡ଼ି ସାହିରେ୧୨ ଜଣ ଝାଡା ବାନ୍ତି ରେ ଆକ୍ରାନ୍ତ ହୋଇଥିବା ବେଳେ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ଚିକିତ୍ସିତ ହେଉଛନ୍ତି ।ଏବଂ ମାଥିଲି ଉପଖଣ୍ଡ ଚିକିତ୍ସାଧିକାରୀ

ପୁଣି ଡରାଇଲାଣି ଜାପାନିଜ୍ ଏନସେଫାଲାଇଟିସ୍, ଅନୁଗୁଳରୁ ୪ ଆକ୍ରାନ୍ତ ଚିହ୍ନଟ

ଅନୁଗୁଳ: ଓଡ଼ିଶାରେ ପୁଣି ଜାପାନିଜ୍ ଏନ୍‌ସେଫାଲିଟିସ୍ (ଜେଇ) ଆତଙ୍କ ଦେଖା ଦେଇଛି । ଏହି ଜେଇ ରୋଗରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ପୀଡ଼ିତ ଥିବା ଜଣାପଡ଼ିଛି । ଏ ନେଇ ସ୍ବାସ୍ଥ୍ୟ ବିଭାଗ ତନାଘନା ଆରମ୍ଭ କରିଛି । ଅନୁଗୁଳରେ କେଉଁ ପରିସ୍ଥିତିରେ ଜେଇ ବ୍ୟାପିଲା ଓ ଏହାର ପ୍ରକୃତ କାରଣ କ’ଣ

ମାନସିକ ସ୍ୱାସ୍ଥ୍ୟ ସମ୍ପର୍କୀତ ଆଲୋଚନା ଚକ୍ର…

ଫୁଲବାଣୀ ; ମାନସିକ ଅସୁସ୍ଥତା ସମାଜ ଅଗ୍ରଗତି ରେ ଏକ ପ୍ରତିବନ୍ଧକ ହୋଇଥିବାରୁ ସରକାରଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଛି । ଏହାକୁ ଗ୍ରମ୍ୟସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ବିଗତ ଦୁଇ ବର୍ଷ ହେବ ବାଙ୍ଗାଲୋର ସ୍ଥିତ ବେସିକ ନିଡ୍ସ ଇଣ୍ଡିଆ ଓ

ଡିପଥେରିଆ ସଂକ୍ରମଣ: ଆଜିଠୁ ରାୟଗଡ଼ାରେ ଆରମ୍ଭ ହେଲା ବୁଷ୍ଟର ଡୋଜ

ରାୟଗଡ଼ା: ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ । ଯାହା ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ ନେଇଛି । ଆଜିଠୁ ରାୟଗଡ଼ାର କାଶୀପୁରରେ ବୁଷ୍ଟର ଡୋଜ ଆରମ୍ଭ ହୋଇଛି । ୮୦ଟି ଗାଁରେ ବୁଷ୍ଟର ଡୋଜ୍ ଦିଆଯିବାର କାର୍ଯ୍ୟକ୍ରମ ରହିଛି ।

କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ : “ମାନବ ଶୃଙ୍ଖଳ ମାଧ୍ୟମରେ ତମାଖୁ ମୁକ୍ତ ଭାରତ ପାଇଁ ବଜ୍ର…

ବ୍ରହ୍ମପୁର ତା:୩୧.୦୫.୨୦୨୪ ରିଖ ସ୍ଥାନୀୟ ବ୍ରହ୍ମାନଗର ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ସରକାରୀ ଆଇ ଟି ଆଇ ମିଳିତ ସହଯୋଗରେ ବିଶ୍ବ ତମାଖୁ ବର୍ଜନ ଦିବସ ସଚେତନତା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇ ଯାଇଛି। ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ପରିସରରେ

ବିଶ୍ଵ ଋତୁସ୍ରାବ ସ୍ବଚ୍ଛତା ଦିବସ ଅନୁଷ୍ଠିତ :ଗାଁ ରେ ନାପକିନ ବାଣ୍ଟି ସଚେତନ କଲେ ଗାନ୍ଧୀ ଫେଲୋସିପ…

ଉମରକୋଟ( ୨୯/୦୫/୨୦୨୪) ନବରଙ୍ଗପୁର ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ଏବଂ ସ୍ବେଛାସେବୀ ଅନୁଷ୍ଠାନ ପିରାମଲ ସ୍ବାସ୍ଥ୍ୟ ଓ ଏଲଡବ୍ଲୁଏସ ଆଇଟିର ମିଳିତ ଆନୁକୁଲ୍ୟରେ ଗତକାଲି ୨୮/୦୫/୨୦୨୪ ରିଖ ତେନ୍ତୁଳିଖୁଣ୍ଟି ବ୍ଲକ କୁକୁଡ଼ାବାଇ ପଞ୍ଚାୟତ ଅନ୍ତର୍ଗତ ବିଜ୍ରାଗୁଡା ଗ୍ରାମ ଠାରେ ସ୍ଥାନୀୟ କିଶୋରୀ

ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ । ସେଥିପାଇଁ ଯେଉଁ ଗର୍ଭବତୀଙ୍କ ଠାରେ ଏପରି ଲକ୍ଷଣ ଥିବ ସେମାନଙ୍କୁ ତୁରନ୍ତ