Browsing Category

ସ୍ୱାସ୍ଥ୍ୟ

ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ଵର : ୧୮ ରୁ ୫୯ ବର୍ଷ ବୟସ ବର୍ଗଙ୍କ ପ୍ରିକସନ ଡୋଜ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ କୁମାର ପାଣିଗ୍ରାହୀଙ୍କ ସୂଚନା । ଆଜି ରାଜ୍ୟରେ ୨୩୨୦ କେନ୍ଦ୍ରରେ ଚାଲିଛି ଟିକାକରଣ । ଏ ବୟସ ବର୍ଗରେ ୨ କୋଟି ୬୫ ଲକ୍ଷରୁ ଅଧିକ ଲୋକ ଅଛନ୍ତି । ଭୁବନେଶ୍ୱରରେ ଏହି ବୟସ

ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖେର୍ଦ୍ଧାରୁ

ରାଜ୍ୟରେ ଆଉ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ।

ସମସ୍ତେ ଆସନ୍ତୁ ଟିକା ନିଅନ୍ତୁ ଏବଂ ଚତୁର୍ଥ ଲହରରୁ ରକ୍ଷା ପାଆନ୍ତୁ : କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ଭୁବନେଶ୍ବର ୧ ୪ । ୭ : ବର୍ତ୍ତମାନ ହସ୍ପିଟାଲରେ ଟିକାକରଣ ଚାଲିଛି । ୧୮ରୁ ୫୯ ବୟସ ବର୍ଗର ଲୋକଙ୍କୁ ଦୈନିକ ୫ ଶହରୁ ୬ଶହ ଲୋକଙ୍କୁ ଟିକାକରଣ କରାଯିବ ବୋଲି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି ।

ଆସନ୍ତାକାଲିଠୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ : ବିଜୟ ପାଣିଗ୍ରାହୀ

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ୧୮ ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ଟିକାକରଣ। ଏନେଇ ପ୍ରତିକ୍ରିୟା ରଖିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି ଯେ, ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ଘଟୁଛି। ତେଣୁ ସମସ୍ତ ବର୍ଗର ଲୋକଙ୍କୁ ଟିକାକରଣ ଉପରେ ଗୁରୁତ୍ଵ

ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଭଲ ସ୍ଥିତିକୁ ଆସିପାରେ ଓଡ଼ିଶା : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର, ୧୩/୦୭ : ସରିଛି ରଥଯାତ୍ରା, ବଢ଼ିପାରେ ସଂକ୍ରମଣ। ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ। ତେଣୁ ତାକୁ ନଜର ରଖାଯାଇଛି l କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ୍ ରହିଛି। ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି l

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭୪୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ । ୭ ଶହ ପାର୍‌ କଲା ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ୭୪୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ, ଜନ୍ମରୁ ୧୮ ବର୍ଷ ବୟସ ମଧ୍ୟରେ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ

ରାଜ୍ୟରେ ଆଉ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରୁ ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୧,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ

ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀରେ କୋଭିଡ ସଂକ୍ରମଣ ବଢୁଛି: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତିକୁ ନେଇ ନିଜର ମତ ରଖିଛନ୍ତି ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ। ସେ ତାଙ୍କର ମତ ରଖି କହିଛନ୍ତି କି 'ଭୁବନେଶ୍ୱର, କଟକ, ରାଉରକେଲା ଓ ପୁରୀରେ କୋଭିଡ ସଂକ୍ରମଣ ବଢୁଛି। ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟରେ ସକ୍ରିୟ ମାମଲା ପ୍ରାୟ ୩୨୦୦ ରହିଛି। ମାତ୍ର ୧