Browsing Category

ସ୍ୱାସ୍ଥ୍ୟ

ବିଏମସିରେ ଖୋଲିଲା ୨୫ ଟି କୋଭିଡ୍ ଟେଷ୍ଟ କେନ୍ଦ୍ର

ଭୁବେନଶ୍ୱର: କରୋନା ମହାମାରୀର ତୃତୀୟ ଲହର ପରେ ସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହେଉଥିବାବେଳେ ଏବେ ପୁଣିଥରେ ଦେଶରେ କରୋନାତ ମାହାମାରୀର ସଂକ୍ରମଣ ବଢ଼ିବାରେ ଲାଗିଛି । ରାଜ୍ୟରେ ଦେଶ ତୁଳନାରେ ସଂକ୍ରମଣ ବେଶ୍ କମ୍ ରହିଥିଲେ ବି ବିପଦକୁ ଏଡ଼ାଇ ଦିଆଯାଇନପାରେ । ତେବେ ରାଜ୍ୟରେ କୋଭିଡ୍…

ଆଜି ରାଜ୍ୟର ୧୮ ଟି ଜିଲ୍ଲାରେ ୩୪୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା । ଦିନକୁ ଦିନ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୦୨ କେସ୍ ରିପୋର୍ଟ ହୋଇଥିବା ବେଳେ ୧୪୪ ଲୋକାଲ କେସ୍ ଚିହ୍ନଟ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ କେସ୍…

ରାଜ୍ୟରେ ଆଉ ୨୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

ରାଜ୍ୟରେ ଉପର ମୁହାଁ କରୋନା, ଆଜି ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୪ ଜଣ ଅଛନ୍ତି। ତେବେ…

ସମ୍‌ କୋଭିଡ୍ ହସ୍ପିଟାଲ୍‌ରୁ ସୁସ୍ଥ ହେଲେ ଜାପାନ ନାଗରିକ

ଭୁବନେଶ୍ୱର : କୋଭିଡ୍‌ ସଂକ୍ରମିତ ହେବା ପରେ ଚିକିତ୍ସିତ ହୋଇ ସମ୍‌ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇଛନ୍ତି ଜାପାନର ନାଗରିକ ପି.ଟାକାହାରା କେଞ୍ଜି । କୋଭିଡ ସଂକ୍ରମିତ ହୋଇ ଶ୍ରୀ କେଞ୍ଜି ଗତ ଜୁନ୍‌ ୧୯ ତାରିଖ ଦିନ ସମ୍‌ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ତେବେ ସମ୍ପୂର୍ଣ୍ଣ…

ରାଜ୍ୟରେ ଆଉ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

ପୁରୀରେ ବଢାଯିବ ଆଣ୍ଟିଜେନ୍‌ ଟେଷ୍ଟ୍‌: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କାରୋନା ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଛି। କଟକ, ଭୁବନେଶ୍ୱରରେ ସ୍ଥିତି ଅଧିକ ରହୁଛି ବୋଲି ଜନସ୍ବାସ୍ଥ୍ୟ…

ଭିଡ଼ ସ୍ଥାନକୁ ଯାଆନ୍ତୁ ନାହିଁ, ଲକ୍ଷଣ ଥିଲେ ଟେଷ୍ଟ କରନ୍ତୁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ। ଏନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ସ୍ଲୋ ପ୍ରୋଗେସ୍ ଅଛି । ପୂର୍ବରୁ ୫୦ ମଧ୍ୟରେ ରହୁଥିଲା, କିଛି ଦିନ ହେବ ତାହା ୭୦କୁ ଛୁଇଁଲା । ମାତ୍ର ବର୍ତ୍ତମାନ…

ଆଜି ରାଜ୍ୟରେ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ…

ରାଜ୍ୟରେ ବଢ଼ୁଛି ସଂକ୍ରମଣ, ୧୨ଜଣ ଶିଶୁ ଙ୍କ ସମେତ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …