Browsing Category

ସ୍ୱାସ୍ଥ୍ୟ

ରଥ ଯାତ୍ରା ପାଇଁ ପୁରୀରେ କରାଯିବ ବ୍ୟାପକ ଟିକାକରଣ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଆଗକୁ ରଥ ଯାତ୍ରା ଆସୁଛି । ପୁରୀରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି । ତେଣୁ ପୁରୀରେ ଅଧିକ ଟୀକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଛି । ଯେଉଁମାନେ ଦ୍ୱିତୀୟ ଡୋଜ ବା ପ୍ରିକସନ ଡୋଜ ନେଇନାହାନ୍ତି ସେମାନଙ୍କୁ ଏକ ସ୍ୱତନ୍ତ୍ର କ୍ୟାମ୍ପ କରି ଟୀକା

ସୁନ୍ଦରଗଡ଼ : ଗମ୍ଭାରିଡ଼ିହି-ବଡବାହାଲପରା ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ…

ନିରୋଗ ଓ ଚିନ୍ତାମୁକ୍ତ ଜୀବନଧାରଣ ନିମନ୍ତେ ଯୋଗ ଅପରିହାର୍ଯ୍ୟ... ସୁନ୍ଦରଗଡ଼ ଜିଲ୍ଲା ପ୍ରତିନିଧି // ନିସର୍ତ୍ତ ନିୟୁଜ ସୁନ୍ଦରଗଡ଼ : “ଯୋଗ” - ମନୁଷ୍ୟର ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟ ପାଇଁ ଏକାନ୍ତ ଆବଶ୍ୟକ। ଏହି ଅମୂଲ୍ୟ ପ୍ରାଚୀନ ପରମ୍ପରା ମାନବ ସମାଜକୁ ନିରୋଗ ଓ

ରାଜ୍ୟରେ ଆଜି ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫ଜଣ

କୋଭିଡ୍ ଚିହ୍ନଟ ପାଇଁ ଆରମ୍ଭ ହୋଇଛି ଡୋର୍ ଟୁ ଡୋର୍ ସର୍ଭିଲାନ୍ସ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ଉପର ମୁହାଁ ହେଉଛି କରୋନା ମିଟର। ଏନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ ସର୍ଭିଲାନ୍ସ ଆରମ୍ଭ ହୋଇଛି । କୋଭିଡ ସଂକ୍ରମଣ ସହ ଟିଭି, ଫାଇଲେରିଆ, ମ୍ୟାଲେରିଆ, ଡାଇରିଆ, ଡେଙ୍ଗୁ

ଘରକୁ ଘର ବୁଲି କରୋନା ରୋଗୀଙ୍କୁ ଚିହ୍ନଟ କରାଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଏବେ ପୁଣି ଥରେ ଉପର ମୁହାଁ ହୋଇଛି ସଂକ୍ରମଣ । ରାଜ୍ୟରେ ଏବେ ୫୦ ମୁହାଁ ଦୈନିକ ସଂକ୍ରମଣ । ତେବେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି । ପୁରୁଣା

ରାଜ୍ୟରେ ଆଉ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ରହିଛନ୍ତି । ଚିହ୍ନଟ

ତିନିବର୍ଷ ପରେ ଏମ୍ସରେ ହେବ ଜଗାର ଅପରେସନ

କଟକ: ଯୋଡାମୁଣ୍ଡ ଶିଶୁ ଜଗାକୁ ଦେଖିଛନ୍ତି ଦିଲ୍ଲୀ ଏମସ୍ ଡାକ୍ତର ଦୀପକ ଗୁପ୍ତା । ଜଗାକୁ ପରୀକ୍ଷା କଲା ପରେ ଡ଼କ୍ଟରଙ୍କ ସୂଚନା ଯେ, ଜଗା ଭଲ ଅଛି, ଖେଳୁଛି ଓ ଚିହ୍ନୁଛି । ତାର ଥ୍ରୀଡି ସିଟି ସ୍କାନ କରାଯାଇଛି । ରିପୋର୍ଟ ସଂପର୍କରେ ପରେ ଦିଲ୍କୀର ଡାକ୍ତରୀ ଟିମ ତର୍ଜମା କରିବେ ।

ରାଜ୍ୟରେ ଆଜି ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ

SCBରେ ଭର୍ତ୍ତି ହେଲା ଜଗା: ୨ ଦିନ ଧରି ହେବ ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ

କଟକ: SCBରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା । ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଜଗାକୁ କଟକ ଏସ୍‌ସିବି ମେଡିକାଲକୁ ଅଣାଯାଇଛି । ଏସ୍‌ସିବି ମେଡିକାଲର କାଜୁଆଲିଟି ଟ୍ରମା କେୟାର ୟୁନିଟର ସ୍ୱତନ୍ତ୍ର ପ୍ରକୋଷ୍ଠରେ ଜଗାକୁ ରଖାଯାଇଛି। ପ୍ରାୟ ଦେଢ଼ ବର୍ଷ ବ୍ୟବଧାନରେ ଜଗା ସ୍ୱାସ୍ଥ୍ୟାବସ୍ଥା

ରାଜ୍ୟରେ ଆଉ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି। ଦିନକରେ ଆଉ ୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ