Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ରାଜ୍ୟରେ ଆଉ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି। ଦିନକରେ ଆଉ ୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ!-->…
ଥଣ୍ଡା, କାଶ ହେଲେ ତୁରନ୍ତ ଆଇସୋଲେଟ୍ ହୁଅନ୍ତୁ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର : ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର। ସେ କହିଛନ୍ତି ଯେ, ଥଣ୍ଡା, କାଶ ଓ ଜ୍ୱର ହେଲେ ଲୋକମାନେ ତୁରନ୍ତ ନିଜକୁ ଆଇସୋଲେଟ କରନ୍ତୁ, ଟେଷ୍ଟିଂ କରାନ୍ତୁ। ତାହାହେଲେ ଯାଇ ସେମାନେ ନିଜ ପରିବାର ଲୋକଙ୍କୁ!-->…
ବିବାହ ପାଇଁ ସବ ରେଜିଷ୍ଟାରରେ ପ୍ରେମିକା, ଆସିଲେନି ବିଧାୟକ ବର
ଜଗତସିଂହପୁର: ବିବାହ ପାଇଁ ସବ ରେଜିଷ୍ଟାରରେ ପହଞ୍ଚିଲେ ପ୍ରେମିକା। ଅଫିସରେ ପ୍ରେମିକର ବାଟକୁ ଚାହିଁ ରହିଥିଲେ। ହେଲେ ସକାଳ ଯାଇ ସଞ୍ଜ ହେଲା ଆସିଲେନି ପ୍ରେମିକ। ଏ ହେଉଛି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ମାମଲା। ନିଜ ପ୍ରେମକୁ ନେଇ ଖୁବ୍ ଚର୍ଚ୍ଚାରେ ବିଜୟ। ପ୍ରେମିକା!-->…
ବଢୁଛି କରୋନା ସଂକ୍ରମଣ, ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ଆବଶ୍ୟକ!-->…
ରାଜ୍ୟରେ ଆଉ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
!-->!-->!-->…
ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ! ପ୍ରତିକାର ବ୍ୟବସ୍ଥା ପାଇଁ ସଫେଇ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ…
ଭୁବନେଶ୍ୱରରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ। ମୃତକ ଜଣକ ଅବସରପ୍ରାପ୍ତ ପୋଲିସ ଅଧିକାରୀ । ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତକାଲି ସନ୍ଧ୍ଯା ୬ ଟା ୩୦ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା।!-->…
ଦୁର୍ଗମ ଅଞ୍ଚଳ ଟିକରପଡା ରେ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ…
ମାଲକାନଗିରି ଜିଲ୍ଲା ପ୍ରତିନିଧି // ନିସର୍ତ୍ତ ନିୟୁଜ
ମାଲକାନଗିରି : କୁଡୁମୁଲୁଗୁମ୍ମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦୁର୍ଗମ ପାହାଡିଆ ଅଞ୍ଚଳ ଟିକରପଡା ଗ୍ରାମରେ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କୁଡୁମୁଲୁଗୁମ୍ମା!-->!-->!-->…
ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟର!-->…
ସହଯୋଗ ଟିମ୍’ର ନିସ୍ୱାର୍ଥପର ସହଯୋଗରେ ସୁସ୍ଥ ହେଲେ ଦୈମତି…
ବାଲିମେଳା ପ୍ରତିନିଧି // ନିସର୍ତ୍ତ
ବାଲିମେଳା:- ୧୦ ବର୍ଷୀୟ ଝିଅ ଦୈମତି କବାସି ବାପା ବୁଦ୍ରା କବାସୀ ଓ ମାଆଙ୍କ ସହ କୋରୁକୋଣ୍ଡା ବ୍ଲକ୍ ତାର୍ଲାକୋଟା ପଞ୍ଚାୟତ ଅନ୍ତର୍ଗତ ରଗେଇ ପୁଷ୍ପାଲ୍ଲି ଗାଁ ରେ ରୁହନ୍ତି । ଗତ ପ୍ରାୟ ୨ବର୍ଷ ତଳେ ଝିଅଟିର ଭୀଷଣ ପେଟ ବ୍ୟଥା କାରଣରୁ ବାପା ତାକୁ!-->!-->!-->…
ବ୍ୟାପିଲାଣି ମଙ୍କି ପକ୍ସ, ରାଜ୍ୟ ସରକାରଙ୍କ ପକ୍ଷରୁ ଆଲର୍ଟ ଜାରି
ଭୁବନେଶ୍ୱର: କରୋନା ମହାମାରୀର ଆତଙ୍କ ସରିନଥିବା ବେଳେ ମଙ୍କିପକ୍ସ ନେଇ ସାରା ବିଶ୍ୱରେ ଆତଙ୍କ ଦେଖିବାକୁ ମିଳିଛି । ବର୍ତ୍ତମାନ ସୁଦ୍ଧା ୩୦ଟି ଦେଶକୁ ବ୍ୟାପିସାରିଲାଣି ମଙ୍କିପକ୍ସ । ତେବେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶ ନିରଞ୍ଜନ ମିଶ୍ର ।
ସେ!-->!-->!-->…