Browsing Category

ସ୍ୱାସ୍ଥ୍ୟ

ଭଦ୍ରକରେ ଏକୋଇଶିଆ ଭୋଜି ଖାଇ ୪୦ ଜଣ ଅସୁସ୍ଥ

ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ବ୍ଳକ ହସନାବାଦ ପଞ୍ଚାୟତର ତଳ ଅସ୍ତକ ଗାଁରେ ଭୋଜି ଖାଇ ୪୦ ଜଣ ଅସୁସ୍ଥ । ସମସ୍ତଙ୍କୁ ପ୍ରଥମେ ଯାଜପୁର ମଙ୍ଗଳପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ

କରୋନା ନିୟମ ପାଳନ କଲେ ସଂକ୍ରମଣକୁ ରୋକିପାରିବା: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର: କୋଭିଡ ସଂକ୍ରମଣକୁ ନେଇ ପୁଣି ଲୋକଙ୍କୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯେହେତୁ ଦେଶରେ ସଂକ୍ରମଣ ବଢ଼ୁଛି, ରାଜ୍ୟରେ ସଂକ୍ରମଣ ନ ବଢ଼ିବ ବୋଲି କହିହେବନି। ସତର୍କ ରହିବାକୁ ହେବ। ଆମର କେମିତି ନ ବଢ଼ିବ, ଯଦି

 ରାଜ୍ୟରେ ଆଉ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୭୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ

ଆଗାମୀ ୩ରୁ ୪ ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୨୧।୦୪: ବର୍ତ୍ତମାନ ଓଡ଼ିଶାରେ ଉଦବେଗ ଜନକ ସ୍ଥିତି ନାହିଁ । ତଥାପି ଆଗାମୀ ୩ ରୁ ୪ ସପ୍ତାହ ଆମମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପୂର୍ବ ଲହର ଗୁଡିକରେ ଦେଖାଯାଇଛି

ଅନ୍ୟ ରାଜ୍ୟରେ ସଂକ୍ରମଣ ବଢୁଛି, ପ୍ରିକସନ୍ ଡୋଜ୍‌ ନେବା ଜରୁରୀ-ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ କରୁଥିବାରୁ ଲୋକେ ପ୍ରିକସନ ଡୋଜ ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି । ଏବେ ବାହାର ରାଜ୍ୟରେ ସଂକ୍ରମଣ ପୁଣି ବଢ଼ୁଛି । ତେଣୁ ପ୍ରିକସନ ଡୋଜ ନେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ

ସମସ୍ତେ କୋଭିଡ୍ ନିୟମ ପାଳନ କଲେ ସ୍ଥିତି ନିୟନ୍ତ୍ରଣରେ ରହିବ : ବିଜୟ ମହାପାତ୍ର

ଭୁବନେଶ୍ଵର: କିଛି ଦିନ ବ୍ୟବଧାନ ପରେ ଏବେ ଦିଲ୍ଲୀ ସମେତ ଅନ୍ୟ କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହି ମଧ୍ୟରେ ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି

ରାଜ୍ୟରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ, ୧୧ ସୁସ୍ଥ 

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ

ଆଜିଠୁ ବାଲେଶ୍ୱରରେ ଏମ୍ସରେ OPD ସେବା ଆରମ୍ଭ

ବାଲେଶ୍ୱର: ବାଲେଶ୍ୱରରେ ଏମ୍ସ ସାଟେଲାଇଟ୍ କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ ହୋଇଛି । ନିଜସ୍ୱ ବିଲ୍ଡିଂରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ଏମ୍ସ ସାଟେଲାଇଟ୍ କେନ୍ଦ୍ର । ପ୍ରତିରକ୍ଷା ବିଭାଗ କଲୋନି ବଦଳରେ ବାଲେଶ୍ବର ଜାତୀୟ ରାଜପଥ ବାମପଦାଠାରେ ନବନିର୍ମିତ ଏମ୍‌ସର ନୂତନ ବିଲ୍ଡିଂରେ ଏହି ସେବା

ରାଜ୍ୟରେ ଆଉ ୧୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ କରୋନା ପଜିଟିଭ୍‌

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା