Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ରାଜ୍ୟରେ ଆଉ ୨୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା!-->!-->!-->…
XE ଭ୍ୟାରିଆଣ୍ଟ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ – DMET
ଭୁବନେଶ୍ୱର ୦୭।୦୪ : କରୋନା ନୂଆ XE ଭ୍ୟାରିଆଣ୍ଟ ନେଇ ଭୟଭୀତ ହେବାର ଆଵଶ୍ୟକତା ନାହିଁ। ଭାରତରେ ଚିହ୍ନଟ ହୋଇଥିଲେ ମଧ୍ୟ କେନ୍ଦ୍ର ସରକାର ଏହାକୁ ଅସ୍ବୀକାର କରିଛନ୍ତି। ଏହା କେତେ ସଂକ୍ରାମକ ତାହା ଉପରେ ଆନାଲିସିସି ଚାଲିଛି। ଏବେ ଏହା ପ୍ରାଥମିକ ଷ୍ଟେଜରେ ଅଛି। ସେ ଆହୁରୀ ମଧ୍ୟ କହିଛନ୍ତି!-->…
ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କୋଭିଡ୍ ପଜିଟିଭ୍
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା!-->…
ରାଜ୍ୟରେ ଆଉ ୩୬ ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା!-->…
ଆଜି ରାଜ୍ୟରେ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ!-->…
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ
ଟାଙ୍ଗୀ: ବିଳମ୍ବିତ ରାତିରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ପୁଣି ଅସୁସ୍ଥ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ବୋଲି ଖୋର୍ଦ୍ଧା ଏସ୍ପି ସୂଚନା ଦେଇଛନ୍ତି ।
ଗିରଫ ହୋଇ ବାଣପୁର ସବ୍-ଜେଲ୍ରେ ଥିବା ବିଧାୟକ ହଠାତ୍ ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ ।!-->!-->!-->…
ରାଜ୍ୟରେ ୫୫ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା!-->…
ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ, ୭୩ ସୁସ୍ଥ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯!-->…
ରାଜ୍ୟରେ ଆଜି ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ଆଜି ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍!-->…
ଆଜି ରାଜ୍ୟରେ ୮୩ଜଣ କରୋନାରୁ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୮୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ କୋରାପୁଟ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ!-->…