Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ସମ୍ରେ ଛ’ମାସ ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର
ଭୁବନେଶ୍ୱର ୨୨/୦୩: ସମ୍ ହସ୍ପିଟାଲ୍ରେ ମାତ୍ର ୬ ମାସ ଶିଶୁର ଶରୀରରେ ଥିବା ଜଟିଳ ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଂଚଳର ସୁବାଷ ଚନ୍ଦ୍ର ବେହେରାଙ୍କ ଛ'ମାସର ଶିଶୁ ପୁତ୍ରଟି ହୃଦ୍ ପଲ୍ମୁନାରୀ ଭାଲ୍ଭ ଷ୍ଟେନୋସିସ୍ ପୀଡିତ ଥିବାବେଳେ!-->…
ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୧୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ଶିଶୁ!-->…
ରାଜ୍ୟରେ ଆଉ ୪୦ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା!-->!-->!-->…
ରାଜ୍ୟରେ ଆଜି ୬୭ଜଣ କରୋନାରୁ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ!-->…
ରାଜ୍ୟରେ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୫ କରୋନା ପଜିଟିଭ୍
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା!-->!-->!-->…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ!-->…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରୁ ଗୁରୁବାର ଆଉ ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୭,୧୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି!-->!-->!-->…
ରାଜ୍ୟରେ ୧୦୫ କରୋନା ସଂକ୍ରମିତ ଚିହ୍ନଟ, ଜଣେ ମୃତ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ!-->…
ରାଜ୍ୟରେ ଆଜି ୧୧୧ଜଣ କରୋନାରୁ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ କରୋନାରୁ ଆଜି ୧୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଅଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨!-->…
ଟିକା ନେଲେ ୧୨ରୁ ୧୪ ବର୍ଷର ପିଲା
ଭୁବନେଶ୍ବର: ଆଜି ଜାତୀୟ ଟିକାକରଣ ଦିବସ । ଏହି ଅବସରରେ ଆଜିଠୁ ୧୨ରୁ ୧୪ ବର୍ଷର ପିଲାମାନଙ୍କ ଟିକାକରଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ବିଦ୍ୟାଳୟରେ ଟିକାକରଣ ଶୁଭାରମ୍ଭ କରାଯାଇଛି । କୁନିକୁନି ପିଲା ସ୍କୁଲକୁ ଆସି ଟିକା ନେଇଛନ୍ତି । ଟିକା ନେବା ପାଇଁ ପିଲାଙ୍କ ମଧ୍ୟରେ ଉତ୍ସାହ!-->…