Sign in
Sign in
Recover your password.
A password will be e-mailed to you.
Browsing Category
ସ୍ୱାସ୍ଥ୍ୟ
ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର: ରୁବେଲା ଭାଇରସକୁ ନେଇ ଗର୍ଭବତୀ ମହିଳାଙ୍କୁ ସତର୍କ କଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଗର୍ଭବତୀଙ୍କୁ ରୁବେଲା ହେଲେ ଜନ୍ମରୁ ସନ୍ତାନ କ୍ଷେତ୍ରରେ ଭାଇରସ୍ ଦେଖାଦିଏ । ସେଥିପାଇଁ ଯେଉଁ ଗର୍ଭବତୀଙ୍କ ଠାରେ ଏପରି ଲକ୍ଷଣ ଥିବ ସେମାନଙ୍କୁ ତୁରନ୍ତ!-->…
ନବରଙ୍ଗପୁରରେ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା
ନବରଙ୍ଗପୁର: ନବରଙ୍ଗପୁରରୁ ୨ ରୁବେଲା ରୋଗୀ ଚିହ୍ନଟ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା । ଆକ୍ରାନ୍ତ ୨ ଶିଶୁ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ଗାଁର । ସେମାନଙ୍କ ବୟସ ଯଥାକ୍ରମେ ୭ ଓ ୨ ବର୍ଷ । ବର୍ତ୍ତମାନ ରୁବେଲାର ସ୍ଥିତି ଯାଞ୍ଚ ପାଇଁ ଗାଁରେ ‘ହୁ’ଓ ଜିଲ୍ଲା!-->…
ପୁରୀରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ଶତାଧିକ ଆକ୍ରାନ୍ତ
ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଆଉ କିଛି ମାସ ପରେ ପୁରୀ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା । ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ କାଲି ଝାଡ଼ାବାନ୍ତି ରେ ଆକ୍ରାନ୍ତ ହୋଇ ୨ ଜଣ ଆଖି ବୁଜି ସାରିଥିବା!-->…
ନିଷ୍କ୍ରିୟ ବିଜୁ ସ୍ୱାସ୍ଥ୍ୟ କାର୍ଡ ଦେଇ ସାଧାରଣ ଲୋକଙ୍କ ଭୁଆଁ ବୁଲାଉଛି ସରକାର..
ସରକାରୀ ଯୋଜନା ଏଠାରେ ଧର୍ମକୁ ଆଖି ଠାର...!!
ରାଜ୍ୟରେ ପ୍ରଥମ: ଏମ୍ସ ଭୁବନେଶ୍ୱରରେ ଲୋ ଭିଜନ୍ କ୍ଲିନିକ୍ ଉଦ୍ଘାଟିତ
ଭୁବନେଶ୍ୱର: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ କାରଣରୁ ନିରାଶ ହୋଇପଡ଼ିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏମ୍ସ ଭୁବନେଶ୍ୱର ଆଣିଦେଇଛି ଆଶାର କିରଣ। ଦୃଷ୍ଟି ଶକ୍ତି ଦୁର୍ବଳ ହେତୁ ପ୍ରାୟ ଆଶା ହରାଇଥିବା ରୋଗୀଙ୍କ ଜୀବନକୁ!-->…
ଓଡ଼ଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ରାଜ୍ୟ କାୟକଳ୍ପ ଟିମ୍ ର ପରିଦର୍ଶନ…
ଓଡ଼ଗାଁ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ରାଜ୍ୟ କାୟକଳ୍ପ ଟିମ୍ ପରିଦର୍ଶନ କରି ଫେରିଛନ୍ତି। ସ୍ୱଚ୍ଛତା, ପରିମଳ ବ୍ୟବସ୍ଥା, ଉତ୍ତମ ରୋଗୀସେବା ଆଦିରେ ଦାୟିତ୍ୱବୋଧ ପୂରଣ କରିବାରେ ଏହି ସ୍ବାସ୍ଥ୍ୟ କେନ୍ଦ୍ର କେତେ ପରିମାଣରେ ଅଗ୍ରଗତି କରିଛି ତାର ମୂଲ୍ୟାଙ୍କନ!-->!-->!-->…
୨୪ ଘଣ୍ଟାରେ ଦେଶରେ ୮୪୧ ନୂଆ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ: ଆଜି ଦେଶରେ ୮୪୧ଜଣ ନୂଆ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ କରାଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ୱେବ୍ସାଇଟ୍ ସୂଚନାରୁ ଜଣାପଡ଼ିଛି। ଗତ ୨୨୭ ଦିନ ବା ୭ ମାସରେ ଏହା ହେଉଛି ସର୍ବାଧିକ ସଂକ୍ରମଣ ବୃଦ୍ଧି ରିପୋର୍ଟ।
ଶନିବାର ଦିନ ସକ୍ରିୟ…
ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା…
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୫ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ। ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ ରେ ପହଞ୍ଚିଲା। ୧୯ ସଂକ୍ରମିତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ରାଜ୍ୟର ସକ୍ରିୟ ସଂକ୍ରମିତ ସଂଖ୍ୟା ୧୮।
ଏଣେ…
ପୁଣି ଫେରିଲା କଟକଣା, ୭ ଦିନ କ୍ୱାରେଣ୍ଟାଇନ୍ରେ ରହିବେ କରୋନା ସଂକ୍ରମିତ
ଦେଶରେ ପୁଣି ଥରେ କଡ଼ ଲେଉଟାଇଛି କରୋନା। ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। କରୋନାର ନୂଆ ଭାରିଏଣ୍ଟ ଜେଏନ୍.୧ ମାମଲା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କର୍ଣ୍ଣାଟକରେ କରୋନାର ସବ୍ ଭାରିଏଣ୍ଟ ଜେଏନ୍.୧ରେ ଶତାଧିକ ଲୋକେ ସଂକ୍ରମିତ ହୋଇଛନ୍ତି। ଏହାକୁ ନେଇ ଏବେ ସରକାର…
ଗଞ୍ଜାମରେ ୨ କୋରୋନା ଆକ୍ରାନ୍ତ ଚିହ୍ନଟ…
ଭୁବନେଶ୍ବର: ପୁଣି ଡରାଇଲାଣି କୋରୋନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି ।
ନୂଆ…