Browsing Category

ସ୍ୱାସ୍ଥ୍ୟ

ବାଗ୍ଚୀ ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ର ନିର୍ମାଣର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଓଡ଼ିଶାରେ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଅନ୍ୟଏକ ମାଇଲ୍ଖୁଣ୍ଟ ଭାବେ ଗଢ଼ିଉଠୁଥିବା ବାଗ୍ଚୀ-ଶଙ୍କର କ୍ୟାନ୍ସର୍ ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ରର ନିର୍ମାଣ କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ଓଡ଼ିଶା କୌଶଳ ବିକାଶ

ରାଜ୍ୟରେ ଆଜି ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି

ରାଜ୍ୟରେ ଆଉ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ

ବିଏମ୍‌ସିକୁ ଛାଡ଼ି ସବୁ କୋଭିଡ ହସ୍ପିଟାଲ ବନ୍ଦ

ଭୁବନେଶ୍ବର : ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ସବୁ କୋଭିଡ ହସ୍ପିଟାଲକୁ ରାଜ୍ୟ ସରକାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ବୈଷୟିକ କମିଟିର ସୁପାରିସକୁ ବିଚାର କରିବା ପରେ ରାଜ୍ୟ ସରକାର କୋଭିଡ ଚିକିତ୍ସା ଯୋଗାଉଥିବା ସବୁ ଘରୋଇ ହସ୍ପିଟାଲ ସହିତ ବୁଝାମଣା ସମାପ୍ତ କରିଛନ୍ତି।

କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥତା କାରଣରୁ ମେଡିକାଲରେ ଭର୍ତ୍ତ ହୋଇଛନ୍ତି। ନିରଞ୍ଜନଙ୍କ ପେଟରେ ଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଆଜି ସନ୍ଧ୍ୟାରେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ଚିକିତ୍ସା ଜାରି ରହିଛି। ଏ ନେଇ ସୂଚନା ଦେଇଛନ୍ତି

ରାଜ୍ୟରେ ୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା,ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ

ଓଡ଼ିଶାରେ ଆଉ ୧୪୫ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୭୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା

ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର : ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ ୨