Browsing Category

ସ୍ୱାସ୍ଥ୍ୟ

ସୁନ୍ଦରଗଡରେ ପୁଣି ୧୪ ନୂଆ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଳାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍  । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । କମିବାର ନାଁ ଧରୁନି  । ପୁଣି ୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଯାହାକି ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୪୪ରେ ପହଞ୍ଚିଛି । ୮୬…

ସୁନ୍ଦରଗଡ଼ରେ ପୁଣି ୧୦ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୨୨୧କୁ ବୃଦ୍ଧି…

ସୁନ୍ଦରଗଡ଼ : ସୁନ୍ଦରଗଡରେ ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । ଗତକାଲି ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୧୦ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ମୋଟ୍ ସଂଖ୍ୟା ବର୍ତ୍ତମାନ ୨୨୧କୁ ବୃଦ୍ଧି…

ସୁନ୍ଦରଗଡ଼ରେ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି…

ସୁନ୍ଦରଗଡ଼: ରାଜ୍ୟରେ ଦିନକୁ ଦିନ ଭୟ ବଢାଉଛି ସ୍କ୍ରବ୍ ଟାଇଫସ୍ । ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସ୍କ୍ରବ ଟାଇଫସ୍ ର ହବ୍ ପାଲଟିଛି ସୁନ୍ଦରଗଡ । ଆଜି ପୁଣି ସୁନ୍ଦରଗଡ଼ରୁ ୫ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ପଜିଟିଭ…

ସୁନ୍ଦରଗଡ଼ରେ ଆଜି ପୁଣି ୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡରେ ଦିନକୁ ଦିନ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ରୋଗୀ । ଆଜି ପୁଣି ୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇଲେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି ।…

ପଶ୍ଚିମବଙ୍ଗରୁ ଚିହ୍ନଟ ହେଲେ ନିପା ଭାଇରସ୍ ଆକ୍ରାନ୍ତ…

କୋଲକାତା: ଥମୁନି ନିପା ଭାଇରସ୍ ଆତଙ୍କ । ଦେଶରେ କାୟା ବିସ୍ତାର କରୁଛି ନିପା ଭାଇରସ୍  । ଦିନକୁ ଦିନ ବୃଦ୍ଧି ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ଭିତରେ ଓଡିଶାରେ ବାଜିଛି ସତର୍କ ଘଣ୍ଟି । ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗରୁ ଚିହ୍ନଟ ହୋଇଛନ୍ତି ଜଣେ ନିପା ଭାଇରସ୍ ଆକ୍ରାନ୍ତ ।…

ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଲା…

ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା…

ସୁନ୍ଦରଗଡ଼ରେ ପୁଣି ୧୦ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ…

ସୁନ୍ଦରଗଡ଼ : ପୁଣି ଥରେ ସୁନ୍ଦରଗଡ଼କୁ ଘାଇଲା କଲାଣି ସ୍କ୍ରବ ଟାଇଫସ ଭାଇରସ । ସ୍କ୍ରବ ଟାଇଫସ ଭାଇରସ ଜିଲ୍ଲାବାସୀଙ୍କ ଚିନ୍ତା ବଢାଇଥିବା ବେଳେ ଅ।ଜି ପୁଣି ୧୦ ଅ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୧୯୩ରେ ପହଞ୍ଚିଛି। ତେବେ ସମସ୍ତ ଅ।କ୍ରାନ୍ତ…

ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ, ବରଗଡରେ ସ୍ୱତନ୍ତ୍ର ଡାକ୍ତରୀ ଦଳ…

ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…

ସୁନ୍ଦରଗଡକୁ ସ୍କ୍ରବ ଟାଇଫସ୍ ଚିନ୍ତା; ପୁଣି ୩ ପଜିଟିଭ ଚିହ୍ନଟ, ସମୁଦାୟ ସଂଖ୍ୟା ୧୮୩…

ସୁନ୍ଦରଗଡ: ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍ରେ ଲାଗୁନି ଲଗାମ। ଗତକାଲି ୧୧ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ଚିହ୍ନଟ ହୋଇଛନ୍ତି ୩ଜଣ। ଏହା ସହ ସଂଖ୍ୟା ୧୮୩ରେ ପହଞ୍ଚିଛି। ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍…

ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍…

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧…