Browsing Category

ସ୍ୱାସ୍ଥ୍ୟ

କିମ୍‍ସରେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍‌ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍‍ଭାସିଭ୍‍

୯ କିଲୋମିଟର ଚାଲି ଚାଲି ଯାଇ ସ୍ୱାସ୍ଥ୍ୟ ପରୀକ୍ଷା ସହ ଚିକିତ୍ସା କଲେ ଝୋରୀଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର…

ଉମରକୋଟ (୩୧/୦୭/୨୦୨୩) ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକରେ ବର୍ଷା ହେବା ପରେ ପରେ ବିଭିନ୍ନ ଦୁର୍ଗମ ଗ୍ରାମ ଗୁଡିକରେ ମ୍ୟାଲେରିଆ ବ୍ୟାପିବାର ଆଶଙ୍କା କରି ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏହି ଦୁର୍ଗମ ଉପାନ୍ତ ଗ୍ରାମ ଗୁଡିକରେ ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ଅଭିଯାନ ଆରମ୍ଭ

ରାଜଧାନୀରୁ ଦିନକରେ ୪୩ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର: ମାଡିଚାଲିଛି ଡେଙ୍ଗୁ। ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଜଳାଳୟ ପାଲଟିଛି ମଶାଙ୍କ ଘର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମିରହୁଛି ପାଣି। ଏଥିଯୋଗୁଁ ଡେଙ୍ଗୁ ମଶାଙ୍କ ବଂଶ ବିସ୍ତାର ଦୃତଗତିରେ ବୃଦ୍ଧି ପାଇଚାଲିଛି। ଗତ ୨୪ ଘଣ୍ଟାରେ ରାଜଧାନୀରୁ ୪୩ ଜଣ ଡେଙ୍ଗୁ ରୋଗୀ

୨ ଦିନରେ ୨ ଜଣଙ୍କ ଜୀବନ ନେଲାଣି ଡେଙ୍ଗୁ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ନେଲା ଆଉ ଜଣଙ୍କ ଜୀବନ । ଦୁଇ ଦିନ ଭିତରେ ଡେଙ୍ଗୁରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ୬୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳାଙ୍କ ମୃତ୍ୟୁ ଡେଙ୍ଗୁଜନିତ ନୁହେଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ

ରୋଗୀକୁ ମିଳିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଗଲେ ହସ୍ପିଟାଲ

ସୋନପୁର: ଜଣେ ରୋଗୀଙ୍କୁ ଆମ୍ବୁଲାନ୍ସ ନମିଳିବାରୁ ରିକ୍ସା ଟ୍ରଲିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେବାକୁ ପଡିଛି। ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନିଜ ଜିଲ୍ଲା ବିନିକାରେ ଏହି ଘଟଣା ଘଟିଛି। ରୋଗୀ ଜଣକ ହେଲେ ହାଲୁ ନାଏକ(୩୮)। ସେ ଗୁରୁବାର କାମ କରୁଥିବା ବେଳେ ହଠାତ୍

ବ୍ୟାପୁଛି ଆଖିଧରା ରୋଗ : ଚଳିତ ମାସ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଆଖି ଧାରା ରୋଗ ଅସ୍ବାଭାବିକ ଭାବେ ବଢ଼ିବାରେ ଲାଗିଛି । ଭୁବନେଶ୍ବର, କଟକ ସମେତ ଯାଜପୁର, ବାଲେଶ୍ବର ସମେତ ଅନ୍ୟ ଜିଲ୍ଲାରେ ବହୁ ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ନଜରକୁ ଆସିଛି । ଭୟରେ ଲୋକମାନେ ହସ୍ପିଟାଲରେ ଭିଡ଼ ଜମାଉଛନ୍ତି। ଉଭୟ

ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ଅଧିକ ଓ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବହୁତ କମ୍: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ ଡେଙ୍ଗୁର ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିଥାଏ ବୋଲି ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ

ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ…

ମାଲକାନଗିରି : ମାଲକାନଗିରି ଜିଲ୍ଲା ସ୍ଵାସ୍ଥ୍ୟ ସମିତି ଓ ସରକାରୀ ପଲିଟେକନିକ୍ ଅନୁଷ୍ଠାନର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ତମାଖୁ ବର୍ଜନ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିନାଥ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ

ଏମ୍‌ସ ଭୁବନେଶ୍ୱରରେ ବିରଳ ଗଳା କର୍କଟର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ବିକିରଣ (ରେଡିଏସନ୍‌) ଏବଂ କେମୋ ପ୍ରତିରୋଧୀ ବିରଳ ଗଳା କର୍କଟ (ଆଡେନଏଡ୍‌ ସିଷ୍ଟିକ୍ କାର୍ସିନୋମା) ଭଳି କୌଣସି ବିକଳ୍ପ ଚିକିତ୍ସା ପ୍ରକ୍ରିୟା ନଥିବା ପ୍ରାଣଘାତୀ ରୋଗରୁ ଜଣେ ଯୁବତୀଙ୍କୁ ରକ୍ଷା କରିବାକୁ ଯାଇ ଏମ୍‌ସ ଭୁବନେଶ୍ୱରର ଯୁବ ଡାକ୍ତର ଗୋଷ୍ଠୀଙ୍କ ଦ୍ବାରା ଅଭିନବ