Browsing Category

ଦେଶ

ମସ୍କୋର ପ୍ରମୁଖ ତୈଳ ବିଶୋଧନାଗାରରେ ୟୁକ୍ରେନର ଆକ୍ରମଣ

ନୂଆଦିଲ୍ଲୀ : ମସ୍କୋର ପ୍ରମୁଖ ତୈଳ ବିଶୋଧନାଗାରରେ ୟୁକ୍ରେନର ଆକ୍ରମଣ । ରୁଷର ରାଜଧାନୀ ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରେ ୟୁକ୍ରେନ ବଡ଼ଧରଣର ଦୂରଗାମୀ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । ଏଥିରେ ମସ୍କୋର ଏକ ପ୍ରମୁଖ ତୈଳ ବିଶୋଧନାଗାର ଏବଂ ରୁଷର ଏକ ଲଜିଷ୍ଟିକ୍ସ କେନ୍ଦ୍ର

ଫ୍ରିଜ୍ ହୋଇଥିବା ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର ପାଇଁ ମମତାଙ୍କୁ ହାଇକୋର୍ଟରୁ ମିଳିଲା ଅନୁମତି

କୋଲକାତା: ପଶ୍ଚିମବଙ୍ଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କୋଲକାତା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। କୋର୍ଟ ତାଙ୍କ ତୃଣମୂଳ କଂଗ୍ରେସ (TMC) ଗୋଷ୍ଠୀକୁ ପୋଲିସ ଦ୍ୱାରା ଫ୍ରିଜ୍ କରାଯାଇଥିବା ତିନୋଟି ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର କରିବା ପାଇଁ ଅନୁମତି ଦେଇଛନ୍ତି।

୨୩ ରୁ ୨୫ ପର୍ଯ୍ୟନ୍ତ ଆମେରିକା ଗସ୍ତ କରିବେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ

ନୂଆଦିଲ୍ଲୀ: ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ସେପ୍ଟେମ୍ବର ୨୩ ରୁ ୨୫ ପର୍ଯ୍ୟନ୍ତ ଆମେରିକା ଗସ୍ତ କରିବେ। ଏହି ସମୟ ମଧ୍ୟରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଶିଖର ଆଲୋଚନା କରିବେ। ସୋମବାର ଚୀନ୍ ବୈଦେଶିକ ମନ୍ତ୍ରଣାଳୟ ଆନୁଷ୍ଠାନିକ ଭାବରେ ସିଙ୍କ ଗସ୍ତ ସ୍ପଷ୍ଟ କରିଛି।

ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର, ସିବିଆଇ ନିର୍ଦ୍ଦେଶକ ଓ ପୂର୍ବତନ ସେନାମୁଖ୍ୟଙ୍କୁ ଏସ୍‌ଆଇଆର ନୋଟିସ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍‌ଆଇଆର୍) ପ୍ରକ୍ରିୟା ଅଧୀନରେ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର, ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦ୍‌ ଏବଂ ପୂର୍ବତନ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସମେତ ଅନେକ ଅତି ବିଶିଷ୍ଟ ବ୍ୟକ୍ତିଙ୍କୁ ନିର୍ବାଚନ କମିସନ

କାର୍ଯ୍ୟକାଳ ପୂରଣ ପୂର୍ବରୁ ଅଗ୍ନିବୀରଙ୍କୁ ମିଳିବ ଚାକିରି: କେନ୍ଦ୍ର ସରକାରଙ୍କ ନୂଆ ଯୋଜନା

ନୂଆଦିଲ୍ଲୀ: ସେନାରେ ’ଅଗ୍ନିପଥ’ ଯୋଜନା ଅଧୀନରେ ନିଯୁକ୍ତି ପାଇଥିବା ଅଗ୍ନିବୀରମାନଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ୪ ବର୍ଷର ସୈନ୍ୟ ସେବା ପୂରଣ ହେବା ପୂର୍ବରୁ ହିଁ ଅଗ୍ନିବୀରମାନଙ୍କ ପାଇଁ ଆଗାମୀ ରୋଜଗାରର ପନ୍ଥା ସୁନିଶ୍ଚିତ କରିବାକୁ

ରୁଷ ଉପରେ ଏକାଥରକେ ୧୦୦୦ରୁ ଅଧିକ ଡ୍ରୋନ୍ ମାଡ଼ କଲା ୟୁକ୍ରେନ

ରୁଷ: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପୁଣିଥରେ ବଡ଼ ଧରଣର ଡ୍ରୋନ୍ ଆକ୍ରମଣକୁ ନେଇ ଚର୍ଚ୍ଚା ବଢ଼ିଛି । ରୁଷୀୟ ଅଧିକାରୀଙ୍କ ଅନୁସାରେ, ରାତିରେ ୟୁକ୍ରେନ ପକ୍ଷରୁ ରୁଷର ବିଭିନ୍ନ ଅଞ୍ଚଳ ଆଡ଼କୁ ଏକ ହଜାରରୁ ଅଧିକ ଡ୍ରୋନ୍ ପଠାଯାଇଥିଲା । ରୁଷର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ, ଦେଶର

ପୋଲ ତଳକୁ ଖସିଲା BMW, ୩ ମୃତ ଓ ଜଣେ ଗୁରୁତର

ମୁମ୍ବାଇ: ମୁମ୍ବାଇ କୋଷ୍ଟାଲ ରୋଡରେ ଭୟାବହ ଦୁର୍ଘଟଣା ଘଟିଛି । ବ୍ରିଜରୁ ଖସିଲା ଦ୍ରୁତଗାମୀ BMW । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ସମ୍ପୂର୍ଣ୍ଣ ଘଟଣା ସିସିଟିଭି ଫୁଟେଜରେ କଏଦ ହୋଇରହିଛି । ସୂଚନାନୁଯାୟୀ, ପ୍ରାୟ ୫ଟା ୨୦ ମିନିଟ୍ ରେ ଲାଲା

ସୁପର ଏଲ୍ ନିନୋ ସଙ୍କଟ ନେଇ ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍

ନୂଆଦିଲ୍ଲୀ: ସୁପର ଏଲ୍ ନିନୋ ସଙ୍କଟ । ପରିବେଶବିତଙ୍କ ଚେତାବନୀ । ଭାରତକୁ ମହାବାତ୍ୟା-ଉତ୍ତାପ ଭୟ । ଆସୁଛି ବଡ଼ ବିପତ୍ତି । ନଭେମ୍ବର ୨୦୨୬ ରୁ ୨୦୨୭ ପ୍ରାରମ୍ଭିକ ମାସଗୁଡ଼ିକ ମଧ୍ୟରେ ଭାରତକୁ ଏକ ଭୟଙ୍କର “ସୁପର” ଏଲ୍ ନିନୋ (Super El Nino) ପ୍ରଭାବିତ କରିବାକୁ ଯାଉଛି । ଏହାକୁ ନେଇ

ପୂର୍ବତନ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଭଉଣୀ ଗିରଫ

ଲାହୋର: ପାକିସ୍ତାନ ତେହେରିକ୍-ଏ-ଇନସାଫ୍ (ପିଟିଆଇ) ଦ୍ୱାରା ସେପ୍ଟେମ୍ବର ୨୭ ତାରିଖରେ ହେବାକୁ ଥିବା ଦେଶବ୍ୟାପୀ ପ୍ରତିବାଦ ଶୋଭାଯାତ୍ରା ପୂର୍ବରୁ ଲାହୋର ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ରବିବାର ଦିନ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କ

୨୮ ରୁ ପୁଣି ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡକରା

ନୂଆଦିଲ୍ଲୀ: ପାଞ୍ଚ ଦିନ ବ୍ୟାଙ୍କିଂ ସପ୍ତାହ, ପେନସନ୍ ଅପଡେଟେସନ୍, ଖାଲି ପଦବୀ ପୂରଣ ଏବଂ PLI ପେମେଣ୍ଟ ଭଳି ଦାବି ପାଇଁ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ସେପ୍ଟେମ୍ବର ୨୮ ରୁ ୩୦ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି । ଧର୍ମଘଟ ଯୋଗୁଁ