Browsing Category

ଦେଶ

ପୂର୍ବତନ ସ୍ପେଶାଲ ପୁଲିସ ଡିଜି ରାଜେଶ ଦାସଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଜରିମାନା

ଚେନ୍ନାଇ: କନିଷ୍ଠ ମହିଳା ପୁଲିସ ଅଧିକାରୀଙ୍କୁ ଯୌନଉତ୍ପୀଡ଼ନ ଦେଇଥିବା ମାମଲାରେ ଆଜି ତାମିଲ୍‌ନାଡୁର ପୂର୍ବତନ ପୁଲିସ ମହାନିର୍ଦେଶକ ରାଜେଶ ଦାସଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ୨୦୨୧ ଫେବ୍ରୁଆରିରେ ଉକ୍ତ କନିଷ୍ଠ ମହିଳା ପୁଲିସ ଅଧିକାରୀ…

ଫୋନ୍‌ରେ ଅନ୍ୟ ବ୍ୟକ୍ତିଙ୍କ ସହିତ କଥା ହେଉଥିବାରୁ ପ୍ରେମିକାର ତଣ୍ଟିଚିପି ହତ୍ୟା କଲା ପ୍ରେମିକ

ଫରିଦାବାଦ: ହରିୟାଣାର ଫରିଦାବାଦସ୍ଥିତ ଏକ ହୋଟେଲ୍‌ରେ ଜଣେ ବ୍ୟକ୍ତି ତାଙ୍କ ପ୍ରେମିକାର ତଣ୍ଟିଚିପି ହତ୍ୟା କରିଥିବା ଜଣାପଡିଛି । ଗତ ମଙ୍ଗଳବାର ଦିନ ‘ହୋଟେଲ୍‌ ଲାଇମ୍‌ଷ୍ଟୋନ୍‌’ରେ ଘଟିଥିବା ଏହି ମାମଲାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେକ୍ଟର୍‌ ୩୧…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ନିହତ

ଜାମ୍ମୁ :ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ଆଜି ଭୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ମିଳିତ ଭାବେ ଏହି ଏନ୍‌କାଉଣ୍ଟର କରାଯାଇଥିଲା। ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ…

ବାତ୍ୟା ‘ବିପର୍ଯ୍ୟୟ’ଜନିତ ବନ୍ୟାରୁ ଛେଳିଙ୍କୁ ରକ୍ଷା କରିବାକୁ ଯାଇ ବାପପୁଅ ମୃତ

ଭାବନଗର: ସାମୁଦ୍ରିକ ବାତ୍ୟା ‘ବିପର୍ଯ୍ୟୟ’ ଯୋଗୁଁ ପ୍ରବଳ ବର୍ଷା ହୋଇ ଆସିଥିବା ବନ୍ୟାଜଳରୁ ଛେଳିମାନଙ୍କୁ ରକ୍ଷା କରିବାକୁ ଯାଇ ଗୁରୁବାର ଦିନ ଗୁଜୁରାଟର ଭାବନଗର ଜିଲ୍ଲାରେ ଜଣେ ବ୍ୟକ୍ତି ଓ ତାଙ୍କ ପୁଅର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଗୁଜରାଟର କଚ୍‌ ଜିଲ୍ଲାରେ…

ଜଖାୟୁ ପୋର୍ଟ ନିକଟରେ ସ୍ଥଳଭାଗ ଛୁଇଁଲା ବାତ୍ୟା ‘ବିପର୍ଯ୍ୟୟ’: ୨ ମୃତ

ନିଃସର୍ତ୍ତ : ବାତ୍ୟା ‘ବିପର୍ଯ୍ୟୟ’ ଗତକାଲି ଗୁଜରାଟର ଲ୍ୟାଣ୍ଡଫଲ କରିଥିବା ବେଳେ ଏଥିଯୋଗୁ ସେଠାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ରାଜ୍ୟର ୧୦ଟି ଜିଲ୍ଲାର ଲୋକେ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ୨୦ରୁ ଅଧିକ ପ୍ରାଣୀଧନଙ୍କ ଜୀବନ…

ପ୍ରେମିକ ସଙ୍ଗେ ‘ବ୍ରେକ୍‌ଅପ୍‌’ ହେବାରୁ ହଷ୍ଟେଲ୍‌ରେ ଫାଶୀ ଲଗାଇ ମଲେ ‘ଏମ୍‌ବିବିଏସ୍‌’ ଛାତ୍ରୀ

ମୋଦିନଗର: ଗୁରୁବାର ଦିନ ଉତ୍ତର ପ୍ରଦେଶର ମୋଦିନଗରସ୍ଥିତ ଏକ ହଷ୍ଟେଲ୍‌ରେ ଜଣେ ‘ଏମ୍‌ବିବିଏସ୍‌’ ଛାତ୍ରୀ ‘ସିଲିଙ୍ଗ୍‌’ ଫ୍ୟାନ୍‌ରେ ଫାଶୀ ଲଗାଇ ମରିଥିବା କଥା ପୁଲିସ କହିଛି। ମୃତା ତୃତୀୟବାର୍ଷିକୀ ଡାକ୍ତରୀ ଛାତ୍ରୀ ହେଉଛନ୍ତି ୨୪ ବର୍ଷୀୟ ଦିବ୍ୟାଜ୍ୟୋତି। କନ୍ନୌଜ ଜିଲ୍ଲାରୁ ଆସି…

ଇମ୍ଫାଲ୍‌ରେ କେନ୍ଦ୍ରମନ୍ତ୍ରୀ ଆର୍‌. କେ. ରଞ୍ଜନ ସିଂହଙ୍କ ଘର ପୋଡ଼ିଦେଲେ ଉତ୍ତ୍ୟକ୍ତ ଜନତା

ଇମ୍ଫାଲ୍‌: ଗୁରୁବାର ବିଳମ୍ବିତ ରାତ୍ରରେ ମଣିପୁରର ଇମ୍ଫାଲ୍‌ରେ ପ୍ରାୟ ୧୦୦୦ରୁ  ଅଧିକ ଉତ୍ତ୍ୟକ୍ତ ଜନତା କେନ୍ଦ୍ରମନ୍ତ୍ରୀ ଆର୍‌. କେ. ରଞ୍ଜନ ସିଂହଙ୍କ ଘର ପୋଡ଼ି ପକାଇଥିବା କଥା ସରକାରୀ ଅଧିକାରୀମନେ କହିଛନ୍ତି। ଇମ୍ଫାଲ୍‌ରେ କର୍ଫ୍ୟୁ ସତ୍ତ୍ବେ ଉତ୍ତ୍ୟକ୍ତ ଜନତା କ‌ୋଙ୍ଗ୍‌ବାସ୍ଥିତ…

ରାଜପଥରେ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୧୫ ବରିଷ୍ଠ ନାଗରିକ ମୃତ, ୧୦ ଆହତ

ମଣ୍ଟ୍ରିଆଲ୍‌: ଗୁରୁବାର ଦିନ କାନାଡାର ମାନିତୋବା ପ୍ରଦେଶରେ ବରିଷ୍ଠ ନାଗରିକମାନେ ଯାତ୍ରା କରୁଥିବା ଗୋଟାଏ ମିନି ବସ୍‌କୁ ଗୋଟାଏ ଟ୍ରଲର୍‌-ଟ୍ରକ୍‌ ଧକ୍କା ଦେବାରୁ ଅନ୍ୟୂନ ୧୫ଜଣଙ୍କର ମୃତ୍ୟୁ ଘଟିଛି ଓ ଆହୁରି ୧୦ଜଣ ଆହତ ହୋଇଥିବା କଥା ସରକାରୀ କର୍ତ୍ତୃପକ୍ଷମାନେ କହିଛନ୍ତି। ମାନିତୋବା…

କୋଚିଂ ସେଣ୍ଟରରେ ଲାଗିଗଲା ନିଆଁ

ନୂଆଦିଲ୍ଲୀ : ଉତ୍ତର-ପଶ୍ଚିମ ଦିଲ୍ଲୀର ମୂଖାର୍ଜୀ ନଗରରେ ଏକ କୋଚିଂ ସେଣ୍ଟରରେ ଆଜି ନିଆଁ ଲାଗିଯାଇଛି। ଏଥିରେ ୪ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ନେଇ ଦିଲ୍ଲୀ ଅଗ୍ନିଶମ ସେବା ନିର୍ଦ୍ଦେଶକ ଅତୁଲ ଗର୍ଗ ସୂଚନା ଦେଇଛନ୍ତି। ଉଦ୍ଧାର କାର୍ଯ୍ୟ ବେଳେ ସେମାନେ ଆହତ ହୋଇଥିଲେ।ପ୍ରାଥମିକ ସୂଚନା…

ସାଇରନ ବଜାଇ ୪୦୦ ଗାଡ଼ି ଧରି କଂଗ୍ରେସକୁ ଗଲେ ବିଜେପି ନେତା

ଭୋପାଲ : ମଧ୍ୟପ୍ରଦେଶରେ ଆଜି ଗୋଟିଏ ଅଜବ ଘଟଣା ଘଟିଛି। ବେଶ ରାଜକୀୟ ଷ୍ଟାଇଲରେ କଂଗ୍ରେସକୁ ଫେରିଛନ୍ତି ଜଣେ ବିଜେପି ନେତା। ସେ ଏହି ଘର ବାହୁଡ଼ାକୁ ଅଧିକ ଆକର୍ଷଣୀୟ ତଥା ସ୍ମରଣୀୟ କରିବା ପାଇଁ ଦୀର୍ଘ ୩୦୦ କିମି ବାଟ ୪୦୦ ଗାଡ଼ିର କନଭୟ ମଧ୍ୟରେ ଯାତ୍ରା କରିଛନ୍ତି।ଏଥିସହ ପୂରା ୩ ଶହ କିମି…