Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
‘ମନି ଲଣ୍ଡରିଙ୍ଗ୍’ ଅଭିଯୋଗରେ ଗିରଫ ହୋଇଥିବା ତାମିଲନାଡୁ ମନ୍ତ୍ରୀଙ୍କୁ ‘ବାଇପାସ୍ ସର୍ଜରି’ ପାଇଁ ପରାମର୍ଶ
ଚେନ୍ନାଇ: ‘ମନି ଲଣ୍ଡରିଙ୍ଗ୍’ ଅଭିଯୋଗରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ଦ୍ବାରା ଗିରଫ ହେବା ପରେ ଡାକ୍ତରଖାନାକୁ ନିଆଯାଇଥିବା ତାମିଲନାଡୁ ମନ୍ତ୍ରୀ ଭି. ସେନ୍ଥିଲ୍ ବାଲାଜୀଙ୍କୁ ତୁରନ୍ତ ‘ବାଇପାସ୍ ସର୍ଜରି’ କରାଇବା ଲାଗି ଆଜି ଡାକ୍ତରମାନେ ପରାମର୍ଶ ଦେଇଛନ୍ତି।ଯେଉଁ ଡାକ୍ତରଖାନାରେ!-->…
ମୋଦୀଙ୍କ ଗସ୍ତବେଳେ ‘ଡ୍ରୋନ ଡିଲ୍’ ଚୂଡ଼ାନ୍ତ କରିବାକୁ ଚାହୁଁଛି ଆମେରିକା
ନୂଆଦିଲ୍ଲୀ: ୩୦ଟି ଲଢୁଆ ଡ୍ରୋନ କିଣିବାକୁ ଭାରତ ଗତ କିଛି ବର୍ଷ ହେଲା ଆମେରିକା ସହ ଆଲୋଚନା ଚଳାଇଛି । ଏସବୁ ଡ୍ରୋନ କିଣିବାକୁ ଭାରତ ଆଗ୍ରହୀ ଥିବାବେଳେ ଆମେରିକା ମଧ୍ୟ ବିକିବାକୁ ଆଗ୍ରହୀ ଅଛି । ଏହା ସତ୍ତ୍ବେ ଭାରତର ଧୀମା ଅମଲାତାନ୍ତ୍ରିକ ପ୍ରକ୍ରିୟା ଯୋଗୁଁ ଡିଲ୍ ଆଗେଇପାରୁ ନାହିଁ ।!-->…
ପାକିସ୍ତାନୀକୁ ଦେଇଥିବା ଜବାବକୁ ନେଇ ଓଓ୍ବେସିଙ୍କୁ ପ୍ରଶଂସା
ହାଇଦ୍ରାବାଦ : ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓଓ୍ବେସି ନିଜର ବିବାଦୀୟ ଭାଷଣ ପାଇଁ ଜଣାଶୁଣା । କିନ୍ତୁ ଆମେରିକା ଗସ୍ତରେ ଥିବା ବେଳେ ଜଣେ ପାକିସ୍ତାନୀକୁ ସେ ଦେଇଥିବା ଜବାବକୁ ନେଇ ତାଙ୍କୁ ପ୍ରସଂଶା କରାଯାଉଛି ।ଆମେରିକାର ସିକାଗୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାକିସ୍ତାନର ଜଣେ!-->…
ବିବାହ ଭୋଜିରୁ ଫେରିବା ବେଳେ ବୁଡ଼ିଲା ବୋଟ୍, ଶହେରୁ ଊର୍ଦ୍ଧ୍ୱ ମୃତ
ଲାଗୋସ : ଆଫ୍ରିକୀୟ ଦେଶ ନାଇଜେରିଆରେ ଗତ ସୋମବାର ଏକ ଭୟଙ୍କର ବୋଟ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାୟ ଶହେରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଏହି ବିବାହ ସମାରୋହରେ ଯୋଗ ଦେଇ ବୋଟରେ ପ୍ରାୟ ୩ଶହ ଲୋକ ନଦୀ ପାର୍ ହେଉଥିବା ବେଳେ ଭାରସାମ୍ୟ ହରାଇ ତାହା ବୁଡ଼ି ଯାଇଥିବା!-->…
ସରକାରୀ ବାବୁଙ୍କ ପାଇଁ Y- ବ୍ରେକ୍; ସିଟ୍ରେ ବସି କରିବେ ଯୋଗ
ନୂଆଦିଲ୍ଲୀ : ଅଫିସ୍ରେ କାମ କରି କରି ହାଲିଆ ହୋଇ ପଡ଼ୁଛନ୍ତି ଅଧିକାରୀ ଓ କର୍ମଚାରୀ। ଅତ୍ୟଧିକ କାମ ଚାପ ଯୋଗୁ ସେମାନେ ନିଜ ଶରୀରର ଯତ୍ନ ନେଇ ପାରୁ ନାହାନ୍ତି। ଫଳରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ଅକାଳରେ ଜୀବନ ହାରୁଛନ୍ତି। ଏପରି ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ସରକାର ଆଣୁଛନ୍ତି Y!-->…
ରାଜରାସ୍ତାରେ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ସହ ମାରପିଟ୍ କଲେ IAS-IPS ଅଫିସର, ଏବେ ହେଲେ ନିଲମ୍ବିତ
ଜୟପୁର : ରାଜସ୍ଥାନର ଜୟପୁର-ଆଜମେର ଜାତୀୟ ରାଜପଥରେ ଥିବା ଗୋଟିଏ ରେଷ୍ଟୁରାଣ୍ଟ କର୍ମଚାରୀଙ୍କ ସହ ମାରପିଟ କରିଛନ୍ତି ଜଣେ ଆଇଏସ ଓ ଜଣେ ଆଇପିଏସ ଅଫିସର। ଘଟଣାର ଭିଡିଓ ଭାଇରାଲ ହେବାପରେ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ ସହ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି।ରବିବାର ରାତିରେ ପୂରା ଘଟଣା!-->…
ଲୁଙ୍ଗି ଓ ନାଇଟୀ ପିନ୍ଧି ବୁଲିବା ଉପରେ ଲାଗିଲା କଟକଣା, ଲୋକଙ୍କ ଭିତରେ ଅସନ୍ତୋଷ
ନୋଏଡା : ସର୍ବସାଧାରଣ ସ୍ଥାନରେ ଲୋକଙ୍କ ପାଇଁ ଡ୍ରେସ କୋଡ୍ର ବ୍ୟବସ୍ଥା କରିଛି ଗ୍ରେଟର ନୋଏଡା ସୋସାଇଟୀର ମାଲିକ ସଂଘ। ଗ୍ରେଟର ନୋଏଡା ଫେଜ ୨ରେ ଥିବା ହିମସାଗର ଆପାର୍ଟମେଣ୍ଟରେ ରହୁଥିବା ଲୋକଙ୍କ ପାଇଁ ଜାରି ହୋଇଥିବା ନୋଟିସରେ ଲୁଙ୍ଗି ଓ ନାଇଟୀ ପିନ୍ଧିବା ଉପରେ କଟକଣା ଲାଗିଛି।ଏଣିକି!-->…
ଲଣ୍ଡନରେ ଭାରତୀୟ ଯୁବତୀଙ୍କୁ ହତ୍ୟା କଲା ବ୍ରାଜିଲ ଯୁବକ, ଗିରଫ କଲା ପୁଲିସ୍
ଲଣ୍ଡନ : ଲଣ୍ଡନର ୱେମ୍ବଲିରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଉଚ୍ଚଶିକ୍ଷା ପାଇଁ ଲଣ୍ଡନ ଯାଇଥିବା ହାଇଦ୍ରାବାଦର ଜଣେ ୨୭ ବର୍ଷୀୟା ଛାତ୍ରୀଙ୍କୁ ବ୍ରାଜିଲର ଜଣେ ଯୁବକ ଛୁରି ଭୁସି ହକ୍ୟା କରିଛି । ମୃତ ଭାରତୀୟ ଯୁବତୀଙ୍କ ନାମ ତେଜସ୍ୱିନୀ ରେଡ୍ଡୀ ବୋଲି ଜଣାପଡ଼ିଛି । ତେଜସ୍ୱିନୀ!-->…
ହ୍ବାଟ୍ସଆପରେ ମିଳିବ ଭିଡିଓ ମେସେଜ୍ ସୁବିଧା
ନୂଆଦିଲ୍ଲୀ : ଲୋକପ୍ରିୟ ମେସେଜିଂ ଆପ ହ୍ୱାଟସଆପରେ ଚାଟିଂ କରିବାର ଶୈଳୀ ଏବେ ସମ୍ପୂର୍ଣ୍ଣ ବଦଳିବାକୁ ଯାଉଛି । ହ୍ୱାଟସଆପ ଏକ ଆଶ୍ଚର୍ଯ୍ୟଜନକ ଫିଚର ଆଣିବାକୁ ଯାଉଛି । ଏହି ଫିଚରକୁ ୟୁଜର୍ସମାନେ ଦୀର୍ଘ ଦିନ ଧରି ଅପେକ୍ଷା କରିଥିଲେ । ଏକ ରିପୋର୍ଟ ଅନୁଯାୟୀ, ହ୍ୱାଟ୍ସଆପ୍ କିଛି ବଛା ବଛା!-->…
ଗୋଟିଏ ଦିନରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବେ ମୋଦୀ
ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଭାରତୀୟ ରେଳ ଦେଶରେ ଏକାସାଙ୍ଗରେ ୫ଟି ବନ୍ଦେ ଭାରତ ଟ୍ରେନର ଉଦଘାଟନ କରିବାକୁ ନିଷ୍ପତ୍ତି ନେଇଛି । ଏହି ୫ଟି ବନ୍ଦେ ଭାରତ ଟ୍ରେନର ରୁଟ୍ ସ୍ଥିର କରାଯାଇଛି ଏବଂ ଉଦଘାଟନ ତାରିଖ ମଧ୍ୟ ଚୂଡ଼ାନ୍ତ ହୋଇଛି। ରେଳ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ମେ ୨୬ ରେ!-->…