Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ରାଜସ୍ଥାନ କଂଗ୍ରେସରେ ଚାଲିଥିବା କନ୍ଦଳକୁ ନେଇ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ
ଜୟପୁର : ରାଜସ୍ଥାନ କଂଗ୍ରେସର ଦୁଇ ବରିଷ୍ଠ ନେତା ସଚିନ ପାଇଲଟ ଓ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଏହି ପ୍ରସଙ୍ଗ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନରେ ଉଠାଇବା ସହ କ୍ଷମତାସୀନ କଂଗ୍ରେସକୁ ତୀବ୍ର ସମାଲୋଚନା!-->…
ହିଂସାକାଣ୍ଡ ଓ ପୋଡ଼ାଜଳା ପାଇଁ ବିଜେପି ଓ ଆରଏସଏସ୍ ଦାୟୀ : ପାକିସ୍ତାନ
ଇସଲାମାବାଦ : ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀ ପରେ ଅଶାନ୍ତ ହୋଇ ପଡ଼ିଛି ପାକିସ୍ତାନ। ପାକିସ୍ତାନରେ ଇମ୍ରାନଙ୍କ ଦଳ ପିଟିଆଇର କର୍ମୀମାନେ ବିକ୍ଷୋଭ କରିବା ସହ ପୋଡ଼ାଜଳା କରିଛନ୍ତି। ତେବେ ଏପରି ପୋଡ଼ାଜଳା ଓ ହିଂସାତ୍ମକ ପରିସ୍ଥିତି ପାଇଁ ପାକିସ୍ତାନ ସରକାର!-->…
ଅନିର୍ଦ୍ଦିଷ୍ଟ କାଳ ପାଇଁ ପୂରା ପାକିସ୍ତାନରେ ବନ୍ଦ ହେଲା ଇଣ୍ଟରନେଟ ସେବା
ଇସଲାମାବାଦ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହେବା ପରେ ପୂରା ପାକିସ୍ତାନ ଜଳିବାରେ ଲାଗିଛି। ଇମ୍ରାନ ସମର୍ଥକମାନେ ବ୍ୟାପକ ପୋଡ଼ଜଳା କରିବାରେ ଲାଗିଛନ୍ତି। ଏହି ଘଟଣାରେ ୧୦୦୦ରୁ ଅଧିକ ପିଟିଆଇ କର୍ମୀଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ଉତ୍ତେଜନା ଥମିବାର ନାଁ ଧରୁନି।ବିଭିନ୍ନ!-->…
ଆସିଲା ଏକ୍ଜିଟ୍ ପୋଲ ଫଳାଫଳ : କର୍ଣ୍ଣାଟକରେ ହେବ ଝୁଲା ବିଧାନସଭା; ଫାଇଦାରେ ରହିବ କଂଗ୍ରେସ
ନୂଆଦିଲ୍ଲୀ: କର୍ଣ୍ଣାଟକ ରାଜ୍ୟ ବିଧାନସଭା ପାଇଁ ନିର୍ବଚନରେ ଆଜି ମତଦାନ ଶେଷ ହେବା ପରେ ସନ୍ଧ୍ୟାରେ ଏକ୍ଜିଟ୍ ପୋଲ ( ବୁଥ୍ ବାହୁଡା ମତ) ଫଳାଫଳ ପ୍ରକାଶ ପାଇଛି। ୩ଟି ଗଣମାଧ୍ୟମ ସଂସ୍ଥା ଦ୍ବାରା କରାଯାଇଥିବା ଏକ୍ଜିଟ୍ ପୋଲ୍ରେ କର୍ଣ୍ଣାଟକରେ ଝୁଲା ବିଧାନସଭା ହେବ ବୋଲି ଆକଳନ!-->…
କର୍ଣ୍ଣାଟକ ନିର୍ବାଚନ: ‘ଏଲ୍ପିଜି’ ସିଲିଣ୍ଡର୍କୁ ଫୁଲମାଳ ପିନ୍ଧାଇ ପୂଜା କଲେ କଂଗ୍ରେସ କର୍ମୀ
ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ ବିଧାନସଭା ପାଇଁ ଭୋଟ୍ ଗ୍ରହଣ ଚାଲିଥିବା ବେଳେ ବେଙ୍ଗାଲୁରୁର ରାଜରାଜେଶ୍ବରୀ ନଗର ଅଞ୍ଚଳରେ କଂଗ୍ରେସ କର୍ମୀମାନେ ଗୋଟାଏ ‘ଏଲ୍ପିଜି’ ଗ୍ୟାସ୍ ସିଲିଣ୍ଡର୍କୁ ଫୁଲହାର ପିନ୍ଧାଇ ଧୂପଦୀପ ଦେଇ ଭୋଗ ଲଗାଇଥିବା ରିପୋର୍ଟ ଆସିଛି। ଗଣମାଧ୍ୟମରେ ସିଲିଣ୍ଡର୍!-->…
କୋର୍ଟରେ ହାଜର ହେଲେ ଇମ୍ରାନ, ୧୪ ଦିନ ରିମାଣ୍ଡରେ ନେବାକୁ ଏନଏବିର ଆବେଦନ
ଇସ୍ଲାମାବାଦ: ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବୁଧବାର କଡ଼ା ପୁଲିସ ସୁରକ୍ଷା ମଧ୍ୟରେ ରାଜଧାନୀ ଇସ୍ଲାମାବାଦର ଏକ ସ୍ୱତନ୍ତ୍ର ଅଦାଲତରେ ହାଜର କରାଯାଇଛି । ଇମ୍ରାନଙ୍କୁ ୧୪ ଦିନିଆ ରିମାଣ୍ଡରେ ନେବାକୁ ଦାବି କରିଛି ଦୁର୍ନୀତି!-->…
ବ୍ରିଗେଡିୟର ଓ ଉପର ରାଙ୍କ ଅଧିକାରୀ ପିନ୍ଧିବେ ସମାନ ୟୁନିଫର୍ମ
ନୂଆଦିଲ୍ଲୀ: ଏଣିକି ଭାରତୀୟ ସେନାରେ ବ୍ରିଗେଡିୟର୍ ଏବଂ ତଦୁର୍ଦ୍ଧ୍ୱ ଅଧିକାରୀଙ୍କ ପାଇଁ ସମାନ ୟୁନିଫର୍ମ ଆଣିବାକୁ ନିଷ୍ପତ୍ତି ନିଆଯାଇଛି। ସୂତ୍ରରୁ ପ୍ରକାଶ ଯେ ନିକଟରେ ଶେଷ ହୋଇଥିବା ସେନା କମାଣ୍ଡର ସମ୍ମିଳନୀରେ ବିସ୍ତୃତ ବିଚାର ପରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ କର୍ଣ୍ଣେଲ ପଦବୀ!-->…
ଜଳୁଛି ପାକିସ୍ତାନ, ସେନା ମୁଖ୍ୟାଳୟରେ ପଶିଲେ ଆନ୍ଦୋଳନକାରୀ
ଇସ୍ଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ-ଏ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ୍ ଖାନଙ୍କୁ ମଙ୍ଗଳବାର ଗିରଫ କରାଯିବା ପରେ ସମଗ୍ର ପାକିସ୍ତାନରେ ହିଂସା ବ୍ୟାପିବାରେ ଲାଗିଛି । ଇସ୍ଲାମାବାଦ, ଲାହୋର, କରାଚି, ରାଓ୍ବଲପିଣ୍ଡି ଆଦି ପାକିସ୍ତାନର ବିଭିନ୍ନ!-->…
ଗିରଫ ପୂର୍ବରୁ ଭିଡିଓବାର୍ତ୍ତା ଦେଲେ ଇମ୍ରାନ
ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ରାଜନୈତିକ ଦଳ ପାକିସ୍ତାନ ତେହେରିକ-ଏ ଇନସାଫ (ପିଟିଆଇ) ନେତା ଇମ୍ରାନ ଖାଁଙ୍କୁ ମଙ୍ଗଳବାରଦିନ ଗିରଫ କରାଯାଇଛି । ତାଙ୍କୁ ଇସଲାମାବାଦ ହାଇକୋର୍ଟ ନିକଟରୁ ଗିରଫ କରାଯାଇଛି । ଇମ୍ରାନ ଏକ ମାମଲାର ଶୁଣାଣିରେ ଯୋଗ ଦେବାକୁ ହାଇକୋର୍ଟ!-->…
କର୍ଣ୍ଣାଟକାରେ ବଜରଙ୍ଗ ଦଳ ବିବାଦ: ହନୁମାନଙ୍କ ଶରଣ ପଶିଲେ ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ଅଧ୍ୟକ୍ଷ
ବେଙ୍ଗାଲୁରୁ : ଆସନ୍ତାକାଲି କର୍ଣ୍ଣାଟକାରେ ପଡ଼ିବ ଭୋଟ । ଏଥର ବଜରଙ୍ଗ ଦଳ ବିବାଦକୁ ନେଇ କର୍ଣ୍ଣାଟକା ରାଜନୀତି ସରଗରମ ରହିଛି। ବଜରଙ୍ଗ ଦଳକୁ ନେଇ ଉଭୟ କଂଗ୍ରେସ ଓ ବିଜେପି ମୁହାଁମୁହିଁ ହୋଇଥିବା ବେଳେ ୨ ଦଳର ତୁଙ୍ଗ ନେତା ଆଜି ହନୁମାନଙ୍କ ଶରଣରେ ପଶିଛନ୍ତି।କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ!-->…