Browsing Category

ଦେଶ

ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ମଣିଲାଲ ଗାନ୍ଧିଙ୍କ ଦେହାନ୍ତ

ନୂଆଦିଲ୍ଲୀ : ଆଉ ନାହାନ୍ତି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ନାତି ଅରୁଣ ମଣିଲାଲ ଗାନ୍ଧି। ଆଜି କୋଲହାପୁରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୯୩୪ରେ ଦକ୍ଷିଣ ଆଫ୍ରିକାର ଡର୍ବାନରେ ଜନ୍ମ ଗ୍ରହଣ କରିଥିବା ଅରୁଣଙ୍କୁ ମୃତ୍ୟୁ ବେଳକୁ ୮୯ ବର୍ଷ ବୟସ ହୋଇଥିଲା।ସେ ଜଣେ ଲେଖକ ଭାବେ ବେଶ…

କାନାଡାର ମୋଷ୍ଟୱାଣ୍ଟେଡ ପଳାତକ ତାଲିକାରେ ଗୋଲ୍ଡୀ ବ୍ରାର୍‌ର ନାଁ

ନୂଆଦିଲ୍ଲୀ : କୁଖ୍ୟାତ ଗ୍ୟାଙ୍ଗଷ୍ଟର ତଥା ପଞ୍ଜାବ ସିଙ୍ଗର ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଗୋଲ୍ଡୀ ବ୍ରାରର ଅଡ଼ୁଆ ବଢ଼ିଛି। କାନାଡା ସରକାର ଜାରି କରିଥିବା ୨୫ ଜଣିଆ ମୋଷ୍ଟ ୱାଣ୍ଟେଡ ପଳାତକ ତାଲିକାରେ ତା’ର ନାଁ ରହିଛି।ଗୋଲ୍ଡୀର ନାଁକୁ ଓଟ୍ଟାୱାରରେ ଥିବା…

ଅବକାରୀ ନୀତି ଦୁର୍ନୀତି: ଚାର୍ଜଶିଟ୍‌ରେ ଆପ ସାଂସଦ ସଞ୍ଜୟ ସିଂହ ଓ ରାଘବ ଚଡ୍ଡାଙ୍କ ନାଁ

ନୂଆଦିଲ୍ଲୀ : ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱିତୀୟ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଛି। ଏଥିରେ ଆପ୍‌ ସାଂସଦ ସଞ୍ଜୟ ସିଂହ ଓ ରାଘବ ଚଡ୍ଡାଙ୍କ ନାଁ ରହିଛି। ସପ୍ଲିମେଣ୍ଟାରୀ ଚାର୍ଜଶିଟରେ ଏମାନଙ୍କ ନାଁ ରହିଥିଲେ ମଧ୍ୟ ଦୁଇ…

ବଜରଙ୍ଗବାଲୀଙ୍କୁ କଂଗ୍ରେସ ତାଲା ପକାଇ ଦେବାକୁ ଚାହୁଁଛି : ମୋଦୀ

ବେଙ୍ଗାଲୁରୁ : କର୍ଣ୍ଣାଟକାରେ କଂଗ୍ରେସ କ୍ଷମତାକୁ ଆସିଲେ ପିଏଫଆଇ ଓ ବଜରଙ୍ଗ ଦଳ ଭଳି ସାମାଜରେ ବିଦ୍ୱେଷ ସୃଷ୍ଟି କରୁଥିବା ସଂଗଠନଗୁଡ଼ିକୁ ବ୍ୟାନ କରିବ ବୋଲି କହିଛି। ଏହାକୁ ଦଳ ତା’ର ନିର୍ବାଚନୀ ହିସ୍ତାହାରରେ ମଧ୍ୟ ସାମିଲି କରିଛି। କଂଗ୍ରେସ ତା’ର ଇସ୍ତାହାରରେ ବଜରଙ୍ଗ ଦଳ କଥା କହିଥିବା…

ବିଲକିସ୍‌ ବାନୋଙ୍କ ଦୁଷ୍କର୍ମକାରୀଙ୍କୁ କାହିଁକି ଛାଡ଼ିଛନ୍ତି ସରକାର? କାଗଜ ଦେଖାଇବାକୁ ରାଜି ହେଲେ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ୨୦୦୨ ମସିହା ଗୁଜରାଟ ଦଙ୍ଗା ବେଳେ ଦୁଷ୍କର୍ମର ଶିକାର ହୋଇଥିବା ବିଲକିସ୍‌ ବାନୋଙ୍କ ୧୧ ଦୁଷ୍କର୍ମକାରୀଙ୍କୁ କେଉଁ ପରିସ୍ଥିତିରେ ସରକାର ଜେଲରୁ ଖଲାସ କରିଥିଲେ? ଏ ସମ୍ପର୍କିତ ସମସ୍ତ ଦସ୍ତାବିଜ୍‌ ସୁପ୍ରିମକୋର୍ଟଙ୍କୁ ଦେଖାଇବାକୁ ଗୁଜରାଟ ଓ କେନ୍ଦ୍ର ସରକାର…

ରାହୁଳଙ୍କ ଦଣ୍ଡାଦେଶ ଉପରେ ରୋକ୍‌ର ରାୟ ଗ୍ରୀଷ୍ମଛୁଟି ପରେ

ଅହମ୍ମଦାବାଦ : ଅପରାଧିକ ମାନହାନୀ କେସ୍‌ରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡ ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଆଉ ଏକ ଝଟକା। ସେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ ଲଗାଇବାକୁ ଦାବି କରି ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ହାଇକୋର୍ଟ ଦଣ୍ଡାଦେଶ ଉପରେ କୌଣସି…

କର୍ଣ୍ଣାଟକ ନିର୍ବାଚନ ଇସ୍ତାହାର ପ୍ରକାଶ କଲା ବିଜେପି

କର୍ଣ୍ଣାଟକ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଇସ୍ତାହାର ଜାରି । ସୋମବାର ରାଷ୍ଟ୍ରିୟ ସଭାପତି ଜେପି ନଡ୍ଡା ବେଙ୍ଗାଲୁରୁରେ ଦଳର ନିର୍ବାଚନୀ ଇସ୍ତାହାର ଜାରି କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମାଇ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପା…

ଆମ ସେନା ପାଖରେ ଏପରି ଟ୍ୟାଙ୍କ ନାହିଁ ଯାହା ଭାରତକୁ ସାମ୍ନା କରିପାରିବ: ପୂର୍ବତନ ପାକ୍ ସେନାମୁଖ୍ୟ ବାଜୱା

ନୂଆଦିଲ୍ଲୀ: ପୁଲୱାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ଭଲ ନଥିବା ବେଳେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦୁଇ ପାକିସ୍ତାନୀ ସାମ୍ବାଦିକ ପାକିସ୍ତାନର ପୂର୍ବତନ ସେନା ମୁଖ୍ୟ କମର ଜାଭେଦ୍ ବାଜୱାଙ୍କ ବିଷୟରେ କହୁଥିବା ଦେଖିବାକୁ…

ଜନ୍ତର ମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧାଙ୍କ ସହିତ ଯୋଗ ଦେଲେ ନବଜୋତ୍‌ ସିଂ ସିଦ୍ଧୁ

ନୂଆଦିଲ୍ଲୀ: ଜନ୍ତର ମନ୍ତରରେ ‘ରେସ୍‌ଲିଙ୍ଗ୍‌ ଫେଡେରେସନ୍‌ ଅଫ୍‌ ଇଣ୍ଡିଆ’ର (ଡବ୍ଲୁଏଫ୍‌ଆଇ) ମୁଖ୍ୟ ବ୍ରଜଭୂଷଣ ଶରଣ ସିଂହଙ୍କ ବିରୋଧରେ ପ୍ରତିବାଦ ଚଳାଇଥିବା କୁସ୍ତି ଖେଳାଳିଙ୍କ ସହିତ ଆଜି କଂଗ୍ରେସ ନେତା ନବଜୋତ୍‌ ସିଦ୍ଧୁ ଯୋଗ ଦେଇଛନ୍ତି। ‘ଟୁଇଟର୍‌’ରେ ଫଟୋ ସେୟାର୍‌ କରି ସିଦ୍ଧୁ…

ସଂପର୍କ ସ୍ଥାପନାର ଆଶା ନଥିଲେ ହୋଇପାରିବ ଛାଡପତ୍ର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ :ବିବାହ ସମ୍ପର୍କ ଏବଂ ଛାଡପତ୍ରକୁ ନେଇ ଏକ ବଡ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ । କୌଣସି ବୈବାହିକ ସମ୍ପର୍କରେ ଯଦି ସୁଧାର ହେବା ନେଇ ଆଶା ନଥାଏ, ତେବେ ଛାଡପତ୍ରକୁ ଅନୁମତି ମିଳିପାରିବ । ଏକ ମାମଲାର ଶୁଣାଣି କରିବା ସମୟରେ ଏ ନେଇ ରାୟ ଦେଇଛନ୍ତି ମାନ୍ୟବର…