Browsing Category

ଦେଶ

ତରଭୁଜ ଖାଇ ନାବାଳକ ମୃତ, ୩ ଅସୁସ୍ଥ

ଛତିଶଗଡ଼ : ଛତିଶଗଡ଼ ଜାଞ୍ଜିଗିରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ତରଭୁଜ ଖାଇ ଜଣେ ୧୫ ବର୍ଷୀୟ ବାଳକର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟ ୩ ଜଣ ଅସୁସ୍ଥ ଅବସ୍ଥାରେ ରହିଥିବା ଜଣାପଡିଛି । ସେମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ…

୧୫ ଦିନ ମଧ୍ୟରେ ମଦ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ: ଆକ୍ସନ ମୋଡରେ ଥାଲପତି

ତାମିଲନାଡୁ : ଥାଲପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଧାର୍ମିକ ସ୍ଥଳ, ଶିକ୍ଷାନୁଷ୍ଠାନ ଏବଂ ବସ୍ ଷ୍ଟପ୍ ଠାରୁ ୫୦୦ ମିଟର ଦୂରତା ମଧ୍ୟରେ ଥିବା ୭୧୭ଟି ସରକାରୀ TASMAC ମଦ ଦୋକାନକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ…

ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ, ୧୨ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରାଜଗଢ ଜିଲ୍ଲାର ପଚୋରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୮ଟା ୩୦ ମିନିଟ ସମୟରେ ସହର ମଝିରେ ଥିବା ଏକ ଭାରତ ପେଟ୍ରୋଲିୟମ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୧୨ ଜଣ ଲୋକ ଗୁରୁତର ଭାବେ ଜୀବନ୍ତ ଦଗ୍ଧ…

ଯୁଦ୍ଧ ପରିସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ: ‘ବର୍ଷେ ଯାଏଁ କିଣନି ସୁନା, ପେଟ୍ରୋଲ୍ ଡିଜେଲ୍ ସଞ୍ଚୟ କର’

ନୂଆଦିଲ୍ଲୀ: ବୈଦେଶିକ ମୁଦ୍ରା ସଞ୍ଚୟ ପାଇଁ ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ । ଏହାପରେ, ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । କିଛି ସ୍ଥାନରେ ପେଟ୍ରୋଲ ବିକ୍ରି କାଣ୍ଟଛାଣ୍ଟ…

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ନିତିନ ନବୀନ ବିଜେପି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ । ଜଟଣୀରେ ଆୟୋଜିତ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରରେ ଉଦଘାଟନୀ ସହ ନିଜର ଅଭିଭାଷଣ…

ଆକ୍ସନ ମୋଡରେ ଶୁଭେନ୍ଦୁ ସରକାର, କ୍ୟାବିନେଟରେ ୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କଲକତା:ଆକ୍ସନ ମୋଡରେ ଶୁଭେନ୍ଦୁ। ନବନିଯୁକ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୋମବାର ତାଙ୍କର ପ୍ରଥମ କ୍ୟାବିନେଟ୍ ବୈଠକର ଅଧ୍ୟକ୍ଷତା କରି ଛଅଟି ନିଷ୍ପତ୍ତି ନେଇଛନ୍ତି।ଏହି ବୈଠକରେ ଅନେକ ଗୁଡିଏ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟ ଓ କେନ୍ଦ୍ର…

ଜୁଲାଇ ପହିଲାରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ, ମିଳିବ ୧୨୫ ଦିନର ରୋଜଗାର ଗ୍ୟାରେଣ୍ଟି

ନୂଆଦିଲ୍ଲୀ:ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଅଧିନିୟମ ମନରେଗା…

ବାଂଲାଦେଶ ସୀମାରେ ଲାଗିବ ତାରବାଡ଼, ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି…

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ; ୩ ସାର୍ପ ସୁଟର ଗିରଫ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟାକାଣ୍ଡ ଘଟଣାରେ ବିହାରର ବକ୍ସରରୁ ୩ଜଣଙ୍କୁ ଅଟକ ରଖାଯାଇଛି। ଏନେଇ ବିହାର ପୁଲିସ ସୂଚନା ଦେଇଛି। ସୂଚନା ଅନୁସାରେ ପଶ୍ଚିମବଙ୍ଗ ଏସଟିଏଫ ବକ୍ସରରୁ କୁଖ୍ୟାତ ଅପରାଧୀ ସାର୍ପ ସୁଟର ବିଶାଲ…

ସୋମନାଥ ମନ୍ଦିରର ଅମୃତ ମହୋତ୍ସବରେ ଧ୍ବଜାରୋହଣ କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଗୁଜରାଟ ଗସ୍ତ କରିଛନ୍ତି । ଏଠାରେ ଆଜି ସୋମନାଥରେ ଭବ୍ୟ ରୋଡ ଶୋ କରିଛନ୍ତି । ରୋଡ୍ ଶୋ କରିବା ପରେ ପ୍ରଧାନମନ୍ତ୍ରୀ ସୋମନାଥ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ସୋମନାଥ ମନ୍ଦିରର ପୁନଃନିର୍ମାଣ ପରେ ଏହାର ଉଦଘାଟନକୁ ୭୫…