Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ବାଂଲାଦେଶ ଉପରୁ ଶୁଳ୍କ ହ୍ରାସ କଲା ଆମେରିକା
ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଆମେରିକା ଏବେ!-->…
ମଣିପୁରରେ ପୁଣି ହିଂସା ; ଜାଳିଦେଲେ ଏକାଧିକ ଘର
ମଣିପୁର: ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି । ନାଗା ସମ୍ପ୍ରଦାୟର ଜଣଙ୍କ ଉପରେ ଆକ୍ରମଣ ପରେ ପରସ୍ପର ଉପରେ ଆକ୍ରମଣ ସହ ଘରପୋଡ଼ି ପରିସ୍ଥିତି ସୃଷ୍ଟି ହୋଇଛି ।
ମଣିପୁରର ଉଖ୍ରୁଳ ଜିଲ୍ଲାରେ ହିଂସା ଉଗ୍ର ରୂପ ନେଇଛି । ସଶସ୍ତ୍ର ହିଂସାକାରୀ ଅନେକ ଘରେ ନିଆଁ ଲଗାଇ ଦେଇଥିବା!-->!-->!-->…
ଆଇନ କଲେଜରେ ଗୁଳିକାଣ୍ଡ, ଛାତ୍ରୀ ମୃତ
ପଞ୍ଜାବ : ଆଇନ କଲେଜରେ କ୍ରାଇମ । ପଞ୍ଜାବ ତରନତାରନ ଜିଲ୍ଳାର ଉସମା ଆଇନ କଲେଜରେ ଗୁଳିକାଣ୍ଡ । କ୍ଲାସରୁମ୍ ଭିତରେ ସହପାଠୀ ଛାତ୍ରୀଙ୍କୁ ଗୁଳିମାଡ଼ । ସହପାଠୀ ଛାତ୍ରର ଗୁଳିମାଡ଼ରେ ଜଣେ ଛାତ୍ରୀ ମୃତ । ଗୁଳିମାଡ଼ ପରେ ଅଭିଯୁକ୍ତ ନିଜକୁ ଗୁଳି କରି ଜୀବନ ଶେଷ କରିବାକୁ ଉଦ୍ୟମ କରିଥିଲେ!-->…
ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
ମୁମ୍ବାଇ : ବିଗିଡ଼ିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା । ପୁଣେର ଏକ ଘରୋଇ ହସପିଟାଲରେ ଶରଦ ପାୱାର ଭର୍ତ୍ତି ହୋଇଛନ୍ତି । ଅଜିତ ପାୱାରଙ୍କ ନିଧନ ପରେ ନିର୍ବାଚନ ପାଇଁ ଗତ କିଛିଦିନ ହେଲାଣି ଶରଦ ପାୱାର ମୁମ୍ବାଇ, ପୁଣେ ଏବଂ ବାରାମତି ଗସ୍ତ କରୁଥିଲେ । ପାର୍ଟିର କାର୍ଯ୍ୟକର୍ତ୍ତା!-->…
ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !
ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର ପ୍ରବଳ ହୋହଲ୍ଲାରେ ଗୃହ!-->…
ନାଇଜେରିଆରେ ସଡକ ଦୁର୍ଘଟଣା, ୩୦ ମୃତ
ନାଇଜେରିଆ: ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ ଯାଇ ହାଇୱେରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି!-->…
ଜାପାନ ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୋଦି
ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ରବିବାର ଏକ ଐତିହାସିକ ବିଜୟ ହାସଲ କରିଛନ୍ତି । ଭୋଟ୍ ଶେଷ ହେବାର ଦୁଇ ଘଣ୍ଟା ମଧ୍ୟରେ ତାକାଇଚିଙ୍କ ମେଣ୍ଟ ବହୁମତ ପାଇଁ ଆବଶ୍ୟକ ୨୩୩ ଆସନ ଅତିକ୍ରମ କରିଛି । ତାଙ୍କ ଲିବରଲ୍ ଡେମୋକ୍ରାଟିକ୍ ପାର୍ଟି (LDP) ଏକ ବିଶାଳ ବିଜୟ ହାସଲ କରିଛି,!-->…
ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ । ସଂସଦ ଭବନ ସହ ଆଉ ୯ଟି ସ୍କୁଲକୁ ବି ଆସିଛି ବୋମା ଧମକ।
!-->!-->!-->…
କାରରୁ ମିଳିଲା ୩ ମୃତଦେହ
ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ପିରାଗଢ଼ୀ ଫ୍ଲାଏଓଭରରେ ପାର୍କିଂ ହୋଇଥିବା ଏକ କାର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ପୁଲିସ ସୂଚନା ଅନୁଯାୟୀ, ଅପରାହ୍ନ ୩.୫୦ ସମୟରେ ଏକ PCR କଲ୍ ଆସିଥିଲା ଯେ, ପିରାଗଢ଼ୀ ଫ୍ଲାଏଓଭରରେ ଏକ ଧଳା ଟାଟା ଟିଆଗୋ ଗାଡ଼ିରେ ତିନି ଜଣ ଯାତ୍ରୀ କୌଣସି!-->…
ମାଲେସିଆରୁ ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର କୁଆଲାଲମ୍ପୁରରୁ ତାଙ୍କର ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମାଲେସିଆ ଗସ୍ତ ସାରି ସ୍ୱଦେଶ ଫେରିଛନ୍ତି । ଏହି ଗସ୍ତ ସମୟରେ ସେ ପ୍ରତିରକ୍ଷା ଏବଂ ସୁରକ୍ଷା!-->…