Browsing Category

ଦେଶ

ଆମେରିକା ଉପରେ ନାହିଁ ବ୍ରିଟେନର ଭରସା, କିଙ୍ଗ ଚାଲର୍ସଙ୍କ ପାଇଁ ଲଣ୍ଡନରୁ ଆସିବେ ଅତିରିକ୍ତ ସୈନିକ

ନୂଆଦିଲ୍ଲୀ : ଆମେରିକାରେ ସୁରକ୍ଷା କାରଣରୁ ବିଟ୍ରେନର ରାଜା କିଙ୍ଗ ଚାଲର୍ସ ୩ୟ କିଛି କାର୍ଯ୍ୟକ୍ରମ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଟ୍ରମ୍ପ ପ୍ରଶାସନ ନିଷ୍ପତ୍ତି ହ୍ବାଇଟ୍ ହାଉସ କରେନ୍ସପଣ୍ଡେଣ୍ଟରେ ହୋଇଥିବା ଗୁଳିକାଣ୍ଡ ଘଟଣା ପରେ ନିଆଯାଇଛି । ଆମେରିକା ବ୍ରିଟେନ…

ଗୁପଚୁପ୍ ଖାଇ ଜଣେ ମୃତ, ୧୮ ପିଲା ଅସୁସ୍ଥ

ଝାଡଖଣ୍ଡ : ଗୁପଚୁପ୍ ଖାଇବା ହେଲା କାଳ । ଗୁପଚୁପ୍ ଓ ଚାଟ୍ ଖାଇବା ଦ୍ୱାରା ୧୮ଜଣ ଲୋକଙ୍କ ସ୍ଥିତି ବିଗିଡ଼ି ଯାଇଛି । ଘଟଣାଟି ଗିରିଡିହର ମୁଫସିଲ୍ ଥାନା ଅଞ୍ଚଳର ବଜଟୋ ଗାଁରେ ଘଟିଛି । ଘଟଣାକୁ ନେଇ ଜଣେ ପିଲାର ମୃତ୍ୟୁ ହୋଇ ସାରିଛି । ଅନ୍ୟ ସମସ୍ତଙ୍କର ଚିକିତ୍ସା ସଦର ହସ୍ପଟାଲରେ…

ପାର୍ଟିରେ ଗୁଳି ଚଳାଇଲେ ସ୍ପେଶାଲ ସେଲ୍ ହେଡ୍ କନଷ୍ଟେବଳ: ଜଣେ ମୃତ, ଜଣେ ଗୁରୁତର

ନୂଆଦିଲ୍ଲୀ : ଦିଲ୍ଲୀର ଦ୍ବାରକା ସ୍ଥିତ ଜାଫରପୁର କଲନ ଅଞ୍ଚଳରେ ଚାଞ୍ଚଲ୍ୟକର ଘଟଣା । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲରେ ଥିବା ହେଡ୍ କନଷ୍ଟେବଳ ନୀରଜ ଗୁଳିମାଡ଼ କରିଛନ୍ତି । ଫଳରେ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଘଟଣା ବିଷୟରେ ସୂଚନା ପାଇ…

ଆପ୍ କୁ ଝଟକା, ରାଘବ ଚଢା ସମେତ ସମସ୍ତ ସାଂସଦଙ୍କୁ ରାଜ୍ୟସଭାରୁ ମଞ୍ଜୁରୀ

ନୂଆଦିଲ୍ଲୀ : ଅରବିନ୍ଦ କେଜ୍ରିୱାଲଙ୍କ ପାର୍ଟି ଆପ୍ କୁ ବଡ଼ ଝଟକା । ରାଜ୍ୟସଭା ତରଫରୁ ରାଘବ ଚଢା ସମେତ ଆପ୍ ର ସମସ୍ତ ବିଦ୍ରୋହୀ ସାଂସଦଙ୍କୁ ବିଜେପିର ମାନ୍ୟତା ମିଳିଛି । ଏହାକୁ ନେଇ ରାଜ୍ୟସଭା ସଚିବାଳୟ ତରଫରୁ ନୋଟିଫିକେସନ ଜାରି କରିଛି । ରାଜ୍ୟସଭା ସଚିବାଳୟ ଆପ୍ ରୁ ବିଜେପିରେ…

ଭୂମିକମ୍ପରେ ଦୋହଲିଲା ଜାପାନର ହୋକାଇଡୋ ଦ୍ୱୀପ, ତୀବ୍ରତା ୬.୨

ଜାପାନ: ଜାପାନର ହୋକାଇଡୋ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ । ଭୋର ସମୟରେ ୬.୨ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି । ଏହି ଭୂକମ୍ପ ଜାପାନ ସମୟ ସକାଳ ୫:୨୪ ରେ ପ୍ରାୟ ୮୩ କିଲୋମିଟର ଗଭୀରତାରେ ସଂଗଠିତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ହୋକାଇଡୋର ଦକ୍ଷିଣ ଭାଗର ସାରାବେତ୍ସୁ ସହର ନିକଟରେ…

ଟିଏମସି ପାଇଁ ପ୍ରଚାର କଲେ ଅରବିନ୍ଦ କେଜରିୱାଲ

ନୂଆଦିଲ୍ଲୀ: ଆପ ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ପଶ୍ଚିମବଙ୍ଗର ବାଲିଗଞ୍ଜରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି। କିଛି ନିର୍ଦ୍ଦିଷ୍ଟ ବିଧାନସଭାରେ ନିର୍ବାଚନ ସମୟରେ ସୁରକ୍ଷା ବାହିନୀ ମୁତୟନ ଉପରେ ପ୍ରଶ୍ନ ଉଠାଇ ଏହାକୁ…

ପଞ୍ଜାବ ସରକାରଙ୍କ ସୁରକ୍ଷା ପ୍ରତ୍ୟାହାର ପରେ ହରଭଜନଙ୍କୁ ସିଆରପିଏଫ୍ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରଣାଳୟ ପୂର୍ବତନ କ୍ରିକେଟର ଓ ରାଜ୍ୟସଭା ସାଂସଦ ହରଭଜନ ସିଂହଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ସରକାରଙ୍କ ଦ୍ବାରା ସୁରକ୍ଷା ପ୍ରତ୍ୟାହାର କରାଯିବାର କିଛି ଘଣ୍ଟା ପରେ କେନ୍ଦ୍ର ସରକାର ହରଭଜନ ସିଂହଙ୍କୁ ସିଆରପିଏଫ୍ ସୁରକ୍ଷା ପ୍ରଦାନ…

ବାଇକକୁ ୫ କିମି ଘୋଷାଡ଼ି ନେଲା ବସ୍, ୩ ସାଙ୍ଗ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଭିଣ୍ଡ ଜିଲ୍ଲାର ଗୋପାଳପୁରା ଷ୍ଟେଟ ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଠାରେ ଏକ ଦ୍ରୁତଗାମୀ ବସ୍ ବାଇକରେ ଥିବା ୪ ସାଙ୍ଗକୁ ଚାପି ଦେଇଥିଲା । ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ଜୀବନ ଚାଲିଯାଇଥିଲା । ଜଣେ ଗୁରୁତର ଭାବେ ଆହତ ହୋଇ…

ବିଜେପିରେ ମିଶିଲା ପରେ ହରଭଜନ ସିଂଙ୍କ Z+ ସୁରକ୍ଷା ହଟାଇଲେ ପଞ୍ଜାବ ସରକାର

ପଞ୍ଜାବ : ଆମ୍ ଆଦମୀ ପାର୍ଟି ଛାଡିବା ପରେ ରାଜ୍ୟସଭା ସାଂସଦ ହରଭଜନ ସିଂଙ୍କୁ ବଡ଼ ଝଟକା ଦେଇଛନ୍ତି ପଞ୍ଜାବ ସରକାର । ପଞ୍ଜାବ ସରକାର ହରଭଜନ ସିଂଙ୍କ Z+ ସୁରକ୍ଷାକୁ ହଟାଇ ଦେଇଛନ୍ତି । ହରଭଜନ ସିଂଙ୍କ ପିଏକୁ ତାଙ୍କ ସୁରକ୍ଷା ଫେରାଇ ନେବା ବିଷୟରେ ସୂଚନା ଦେଇଛନ୍ତି । ହରଭଜନ…

ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା ପରେ…