Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ…
ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ ଆଶ୍ୱସ୍ତି ପ୍ରକାଶ!-->…
ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜୀବନ ବଞ୍ଚାଇବାକୁ ବଗିରୁ ଡେଇଁଲେ ଯାତ୍ରୀ
ତେଲେଙ୍ଗାନା : ଆଜି ସକାଳେ ତେଲେଙ୍ଗାନାର ଆଲେର ରେଳ ଷ୍ଟେସନ ନିକଟରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ତେଲେଙ୍ଗାନାର ଭୁବନଗିରି ଜିଲ୍ଲାରେ ଥିବା ଅଲେର ରେଲୱେ ଷ୍ଟେସନ୍ ନିକଟରେ ଚାରମିନାର ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଧୂଆଁ!-->…
ବସରେ ଭୟଙ୍କର ବିସ୍ଫୋରଣ, ୧୩ ଯାତ୍ରୀ ମୃତ
କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେନା ମୁଖ୍ୟ ସ୍ପଷ୍ଟ ଭାବରେ ଏହି!-->…
ଡିନର ପାର୍ଟିରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରାଷ୍ଟ୍ରପତି ଟ୍ରମ୍ପ
ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ । ଘେରିଗଲେ ସୁରକ୍ଷାକର୍ମୀ । ରାତିରେ ୱାଶିଂଟନ ହିଲଟନ୍ ଠାରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର ସମୟରେ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣାଯିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଗୁଳି ଶବ୍ଦ ଶୁଣାଯିବା ମାତ୍ରେ!-->…
ଦୁଇ ମାସ ପରେ ତେହେରାନ ବିମାନବନ୍ଦରରୁ ପ୍ରଥମ ଥର ଉଡ଼ାଣ ଭରିଲା ବିମାନ
ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିବାର ଦୁଇ ମାସ ପରେ ଶନିବାର ପ୍ରଥମ ଥର ପାଇଁ ଇରାନ ରାଜଧାନୀ ତେହେରାନର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବାଣିଜ୍ୟିକ ବିମାନ ଉଡ଼ାଣ ଆରମ୍ଭ କରିଛି।
ଇରାନର ସରକାରୀ ଗଣମାଧ୍ୟମ ଅନୁସାରେ ଶନିବାର ଇସ୍ତାନବୁଲ, ମସ୍କଟ!-->!-->!-->…
ହିଂସାତ୍ମକ ମନ୍ତବ୍ୟ ପାଇଁ ଶାହଙ୍କ ବିରୋଧରେ “ଆଇନଗତ ମାମଲା” ରୁଜୁ କରିବେ ମମତା !
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ରାଜନୈତିକ ଉତ୍ତେଜନା ବୃଦ୍ଧି କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର କହିଛନ୍ତି ଯେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ହିଂସାତ୍ମକ ମନ୍ତବ୍ୟ ପାଇଁ “ଆଇନଗତ ମାମଲା” ରୁଜୁ କରିବାକୁ ଯାଉଛନ୍ତି।ହୁଗୁଳିରେ ଏକ!-->…
ବେଙ୍ଗାଲୁରୁରୁ ଛାଡ଼ିବେ ଅନୁପ୍ରବେଶକାରୀ: ଅମିତ ଶାହାଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ : ବେଙ୍ଗାଲୁରୁରୁ ବାହାରିବେ ଅନୁପ୍ରବେଶକାରୀ । ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା କରିଛନ୍ତି ଏ ବଡ଼ ଘୋଷଣା । ଅମିତ ଶାହା କହିଛନ୍ତି ଯେ, ମେ ୫ ତାରିଖ ପରେ ଆମେ ପୁରା ପଶ୍ଚିମବଙ୍ଗରୁ ଜଣ ଜଣ କରି ସବୁ ଅନୁପ୍ରବେଶକାରୀଙ୍କୁ!-->…
ଟ୍ରଲର ସହ ଧକ୍କା ହେଲା ସ୍କୋର୍ପିଓ, ଏକାସାଙ୍ଗରେ ଚାଲିଗଲା ଗୋଟିଏ ପରିବାରର ୫ ଜୀବନ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମଉ ଜିଲ୍ଲାର ଦୋହରୀଘାଟ ଥାନା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଜଣାପଡିଛି । ରାଞ୍ଚିର ଏକ ବିବାହ ଉତ୍ସବ ସାରି ସ୍କର୍ପିଓ ଗାଡିରେ ପରିବାର ଲୋକ ଫେରୁଥିବାବେଳେ ଭୟଙ୍କର ଦୁର୍ଘଟଣା!-->…
ପକ୍ଷପାତିତା ଅଭିଯୋଗରେ ୫ ପୋଲିସ୍ ଅଧିକାରୀ ନିଲମ୍ବିତ
କୋଲକାତା : ନିର୍ବାଚନ ଆୟୋଗ ଶୁକ୍ରବାର ଅର୍ଥାତ୍ ଗତକାଲି ଡାଇମଣ୍ଡ ହାର୍ବର ପୋଲିସ ଜିଲ୍ଲାର ୫ ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତ ହୋଇଥିବା ଅଧିକାରୀଙ୍କ ମଧ୍ୟରେ ଏଏସପି ଏବଂ ଏସଡିପିଓ ସାମିଲ ରହିଛନ୍ତି । ଏହି ଅଧିକାରୀମାନଙ୍କ ବିରୋଧରେ ନିର୍ବାଚନର ପ୍ରଥମ!-->…
ଚିତାବାଘ ସହ ଲଢ଼ି ୪ ବର୍ଷର ଝିଅକୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ବାପା
ଗୁଜରାଟ: ଗୁଜରାଟରୁ ଆସିଛି ଏକ ବଡ଼ ଖବର । ଯାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ଗୁଜରାଟର ଛୋଟା ଉଦୟପୁର ଜିଲ୍ଲାର ରାସାଲି ଗାଁରେ ଘଟିଛି ଏହି ଘଟଣା । ଜଣେ ବାପା ତାଙ୍କ ଚାରି ବର୍ଷର ଝିଅର ଜୀବନ ବଞ୍ଚାଇବା ପାଇଁ ଚିତାବାଘ ସହିତ ଲଢ଼ିଲେ । ଆଦିବାସୀ ସୁରେଶ ରାଥୱା କୌଣସି ଅସ୍ତ୍ର!-->…