Browsing Category

ଦେଶ

ରାଜୀବ ଗାନ୍ଧୀ ହତ୍ୟାକାରୀଙ୍କ ମୁକ୍ତି ନେଇ କଂଗ୍ରେସ କ୍ଷୁବ୍ଧ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୬ ଜଣ ଦୋଷୀଙ୍କୁ ପୂର୍ଣ୍ଣ ସମୟସୀମା ଆଗରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟରେ କଂଗ୍ରେସ ଅସନ୍ତୋଷ ପ୍ରକାଶ କରିଛି । ଏହି ରାୟ…

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଜିତେନ୍ଦ୍ର ଆୱାଦ ଗିରଫ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଜିତେନ୍ଦ୍ର ଆୱାଦଙ୍କୁ ଗିରଫ କରିଛି ପୁଲିସ। ଶିବାଜୀଙ୍କ ପ୍ରତିକୃତୀ ଉପରେ ନିର୍ମିତ ମରାଠୀ ଚଳଚ୍ଚିତ୍ରର ସ୍କ୍ରିନିଂ ବନ୍ଦ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏଥିସହ ତାଙ୍କର ନଅ ଜଣ ସମର୍ଥକଙ୍କୁ ମଧ୍ୟ ଗିରଫ କରାଯାଇଛି ବୋଲି ଜଣେ ପୁଲିସ…

ଦୈନିକ ୧୨ ଘଣ୍ଟା କାମ ସହ ମାଗଣା ଖାଇବା ଆଉ ମିଳିବ ନାହିଁ: ମସ୍କ

ନୂଆଦିଲ୍ଲୀ: ଟେସଲା ସିଇଓ ଏଲୋନ୍ ମସ୍କଙ୍କ ହାତକୁ ଟ୍ୱିଟର ଆସିବା ପରେ ଏବେ ସେ ନୂଆ ନୂଆ ନିଷ୍ପତ୍ତି ନେବାରେ ଲାଗିପଡିଛନ୍ତି | ତେବେ ମସ୍କଙ୍କ ଏହି ସବୁ ନିଷ୍ପତ୍ତି ଏବେ ଏହାର କର୍ମଚାରୀଙ୍କୁ ହରଡ଼ଘଣାରେ ପକାଇଛି | ବର୍ତ୍ତମାନ ଏଲୋନ୍ ମସ୍କ ଏପରି କିଛି ନିର୍ଦ୍ଦେଶ ଦେଇଛନ୍ତି, ଯାହା ଆଗାମୀ…

ହିନ୍ଦୀ ଭାଷାରେ ଇଂଜିନିୟରିଂ ପଢି ଇଂଜିନିୟର ହେବାକୁ ଚାହୁନାହାଁନ୍ତି ଛାତ୍ରଛାତ୍ରୀ

ଭୋପାଳ: ହିନ୍ଦୀ ଭାଷାରେ ଇଂଜିନିୟରିଂ ପଢି ଇଂଜିନିୟର ହେବାକୁ ଇଚ୍ଛାପ୍ରକାଶ କରୁନାହାନ୍ତି ଛାତ୍ରଛାତ୍ରୀ | ଆଞ୍ଚଳିକ ଭାଷାରେ ଇଂଜିନିୟରିଂ ଓ ମେଡିକାଲ ପାଠ୍ୟକ୍ରମ ପାଇଁ ସରକାର ପ୍ରୟାସ କରୁଥିବାବେଳେ ଏଥିପ୍ରତି କିନ୍ତୁ ଛାତ୍ରଛାତ୍ରୀଙ୍କର ସେତେ ଉତ୍କଣ୍ଠା ଥିବାର ପରିଲକ୍ଷିତ ହେଉନାହିଁ |…

ଆସନ୍ତା ୨୧ ତାରିଖରୁ ପ୍ରାକ୍‌‌ ବଜେଟ ବୈଠକ

ନୂଆଦିଲ୍ଲୀ: ଆସନ୍ତା ୨୧ ତାରିଖରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରାକ୍‌‌ ବଜେଟ ବୈଠକ ପର୍ଯ୍ୟାୟ ଆରମ୍ଭ କରିବେ। ଅର୍ଥମନ୍ତ୍ରୀ ଚାରିଦିନ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରର ଅଧିକାରୀଙ୍କ ସହିତ ସାତଟି ବୈଠକରେ ଯୋଗଦେବେ। ଏହାବ୍ୟତୀତ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ ସହିତ ଜିଏସ୍‌‌ଟି…

ଲାଲୁ ଯାଦବଙ୍କୁ କିଡ୍‌ନୀ ଦେବେ ଝିଅ ରୋହିଣୀ

ପାଟନା: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ଝିଅ ରୋହିଣୀ ଆଚାର୍ଯ୍ୟ। ଦୀର୍ଘ ବର୍ଷ ହେଲା ଲାଲୁ ପ୍ରସାଦ କିଡ୍‌ନୀ ଓ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏବେ ତାଙ୍କ ଅବସ୍ଥା ଅଧିକ ବିଗୁଡ଼ୁ ଥିବାରୁ ତାଙ୍କୁ ନୂଆ ଜୀବନ ଦେବାକୁ…

ପୁଣି ଆପ ବିରୋଧରେ ଉପ ରାଜ୍ୟପାଳଙ୍କୁ ଚିଠି ଲେଖିଲା ମହାଠକ ସୁକେଶ

ନୂଆଦିଲ୍ଲୀ: ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ଗୋଟିଏ ପରେ ଗୋଟିଏ ଚିଠି ଦିଲ୍ଲୀ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଲେଖି ନାନା ପ୍ରକାରର ଅଭିଯୋଗ କରିବାରେ ଲାଗିଛି। ପୂର୍ବରୁ ଆପ୍‌ ବିରୋଧରେ ଚାନ୍ଦା ଆଦାୟ ଅଭିଯୋଗ ଆଣିଥିବା ମହାଠକ ସୁକେଶ ଏବେ ଜେଲରେ ନିର୍ଯାତନା ଦିଆଯାଉଥିବା…

ମୈନପୁରୀ ସଂସଦୀୟ ଆସନରୁ ଲଢିବେ  ମୁଲାୟମଙ୍କ ବୋହୁ ଡିମ୍ପଲ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ଗୁରୁବାର ମୈନପୁରୀ ସଂସଦୀୟ ଆସନ ପାଇଁ ଡିମ୍ପଲ ଯାଦବଙ୍କ ନାମ ଘୋଷଣା କରିଛି। ଦଳର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡିଛି। ଡିସେମ୍ବର ୫ରେ ଏଠାରେ ଉପନିର୍ବାଚନ ହେବ। ଡିମ୍ପଲ ଯାଦବ ହେଉଛନ୍ତି ସମାଜବାଦୀ ପାର୍ଟି ମୁଖ୍ୟ…

ଗୌତମ ନବଲଖାଙ୍କୁ ଗୃହବନ୍ଦୀ ପାଇଁ ସୁପ୍ରିମକୋର୍ଟ ରାଜି

ନୂଆଦିଲ୍ଲୀ: ଏଲଗାର ପରିଷଦ ମାଓବାଦୀ ଲିଙ୍କ ନେଇ ସାମାଜିକ କର୍ମୀ ଗୌତମ ନବଲଖାଙ୍କୁ ଗୃହବନ୍ଦୀ ପାଇଁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ନିର୍ଦ୍ଦିଷ୍ଟ ସର୍ତ୍ତରେ ସୁପ୍ରିମକୋର୍ଟ ଗୌତମଙ୍କୁ ଗୃହବନ୍ଦୀ ପାଇଁ ରାଜି ହୋଇଛନ୍ତି। ଅନ୍ୟପଟେ ପ୍ରାଥମିକ ପ୍ରମାଣରୁ ଗୌତମଙ୍କ…

ଚୀନ ପାକିସ୍ତାନ ସୀମା ଉତ୍ତେଜନାକୁ ନେଇ ତିନି ସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ରାଜନାଥ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭାରତର ତିନି ସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ଚୀନକୁ ଲାଗିଥିବା ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଭାରତୀୟ ସେନାର ପ୍ରସ୍ତୁତିର ସମୀକ୍ଷା କରିବାକୁ ସେ ମିଲିଟାରି କମାଣ୍ଡରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…