Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପାକିସ୍ତାନର ନକ୍ଭି ଫେରାଇଲେ ଏସିଆ କପ୍ – ବିସିସିଆଇ ଦେଇଥିଲା ଏହି ଧମକ
ଦୁବଇ- ଚଳିତ ଥର ଭାରତ ଏସିଆ କପ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ ହୋଇଛି । ମାତ୍ର ଏସିସି ତଥା ପାକିସ୍ତାନ କ୍ରିକେଟ୍ ବୋର୍ଡର ଅଧ୍ୟକ୍ଷ ମୋହସିନ୍ ନକଭିଙ୍କଠାରୁ ଏହି କପ୍ ଗ୍ରହଣ କରିବା ପାଇଁ ଭାରତୀୟ ଟିମ୍ ମନା କରିଦେଇଥିଲା । ନକ୍ଭି ଏସିଆ କପ୍କୁ ନିଜ ସାଙ୍ଗରେ!-->…
ସମଗ୍ର ମାନବଜାତି ପାଇଁ ପ୍ରେରଣାର ଦୃଢ଼ ସ୍ୱର ଥିଲେ ମହାତ୍ମା ଗାନ୍ଧୀ: ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ତମ ଜନ୍ମବାର୍ଷିକୀର ପୂର୍ବ ସନ୍ଧ୍ୟାରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗାନ୍ଧୀ ଜୟନ୍ତୀର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଏହା ଜାତିର ପିତାଙ୍କ!-->…
ଫିଲିପାଇନ୍ସ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୬୯କୁ ବୃଦ୍ଧି, ୧୫୦ଆହତ
ନୂଆଦିଲ୍ଲୀ: ବଢ଼ିଲା ମୃତ୍ୟୁସଂଖ୍ୟା। ଫିଲିପାଇନ୍ସରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପାଇଁ ପ୍ରଥମେ ୬୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ୬୯କୁ ବୃଦ୍ଧି ପାଇଛି। ମଙ୍ଗଳବାର ଦିନ କେନ୍ଦ୍ରୀୟ ଫିଲିପାଇନ୍ସରେ ଏହି ଶକ୍ତିଶାଳୀ ଭୂକମ୍ପ ହୋଇଥିଲା। ଭୂକମ୍ପର ତୀବ୍ରତା ରିକ୍ଟର!-->…
ଅତ୍ୟାଚାରର ହେବ ବିନାଶ; ମହିଷାସୁର ସ୍ଥାନରେ ଟ୍ରମ୍ପଙ୍କୁ ବଧ କରିଛନ୍ତି ମା’
ବିହାରର: ବିହାରର ବେଗୁସରାଇରେ ଦୁର୍ଗା ପୂଜାକୁ ନେଇ ଲୋକଙ୍କ ମଧ୍ୟରେ ଖୁବ ଉତ୍ସାହ ଭରି ରହିଥାଏ। ମା’ଙ୍କ ଷଷ୍ଠୀ ପୂଜା ଦିନ ଠାରୁ ଆରମ୍ଭ କରି ଦଶମୀଦିନ ପର୍ଯ୍ୟନ୍ତ ଦେବୀଙ୍କ ଦର୍ଶନ ପାଇଁ ମନ୍ଦିରଗୁଡ଼ିକରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥାଏ।ଚଳିତଥର ବେଗୁସରାଇର ବିଷ୍ଣୁପୁର ଚାନ୍ଦନୀ ଚୌକର!-->…
୨୦୨୯ ପୂର୍ବରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ହେବେ: ରାଜନୈତିକ ଝଡ଼ ସୃଷ୍ଟି କଲା କଂଗ୍ରେସ ନେତାଙ୍କ ଦାବି
ନୂଆଜିଲ୍ଲା: ଜଣେ କଂଗ୍ରେସ ବିଧାୟକ ଏପରି ଏକ ମନ୍ତବ୍ୟ ଦେଇଛନ୍ତି ଯାହା ରାଜନୈତିକ ମହଲରେ ଝଡ଼ ସୃଷ୍ଟି କରିଛି। ସେ ଏକ ଦାବି କରି କହିଛନ୍ତି ଯେ, ରାହୁଲ ଗାନ୍ଧୀ ଖୁବ୍ ଶୀଘ୍ର ପ୍ରଧାନମନ୍ତ୍ରୀ ହେବେ। ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲା କଂଗ୍ରେସର ଦଖଲକୁ ଆସିବ, ଏବଂ ରାହୁଲ ଗାନ୍ଧୀଙ୍କୁ ୨୦୨୯!-->…
ଯେଉଁମାନେ ଭାରତ-ପାକିସ୍ତାନ ମ୍ୟାଚ ଦେଖିଛନ୍ତି ସେମାନେ ଦେଶଦ୍ରୋହୀ: ଉଦ୍ଧବ
ନୂଆଦିଲ୍ଲୀ: ଦୁବାଇରେ ଅନୁଷ୍ଠିତ ଭାରତ-ପାକିସ୍ତାନ କ୍ରିକେଟ୍ ମ୍ୟାଚକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ମ୍ୟାଚ୍ ଦେଖିଥିବା ଲୋକଙ୍କୁ ଦେଶଦ୍ରୋହୀ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି ଯେ ସେ!-->…
ଡିସେମ୍ବରରେ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ
ଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୫-୬ ରେ ଭାରତ ଗସ୍ତରେ ଆସିବେ ବୋଲି ଆଶା କରାଯାଉଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ ବୋଲି ଆଶା କରାଯାଉଛି। ଦୁଇ ନେତାଙ୍କ ମଧ୍ୟରେ ଏହି ଶିଖର ବୈଠକ ଏପରି ଏକ ସମୟରେ ହେଉଛି ଯେତେବେଳେ ଆମେରିକା ରୁଷ!-->…
ହଠାତ୍ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ : ଅସୁସ୍ଥ ହୋଇପଡ଼ିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ହଠାତ୍ ସେ ଜ୍ୱର ଓ କ୍ଲାନ୍ତ ଅନୁଭବ କରିବାରୁ ତାଙ୍କୁ ବେଙ୍ଗାଲୁରୁ ସ୍ଥିତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ଏମସ୍ ରମୈୟା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କ!-->…
ବର୍ଷକରେ ରେଳ ଦୁର୍ଘଟଣା ନେଇଛି ୨୧ ହଜାରରୁ ଅଧିକ ଜୀବନ
ନୂଆଦିଲ୍ଲୀ : ଦେଶରେ ରେଳ ଦୁର୍ଘଟଣା ଯୋଗୁ ଗୋଟିଏ ବର୍ଷରେ ୨୧ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ୨୦୨୩ ବର୍ଷରେ ଦେଶରେ ମୋଟ ୨୪,୬୭୮ଟି ରେଳ ଜନିତ ଦୁର୍ଘଟଣା ଘଟିଥିଲା। ଆଉ ଏଥିରେ ୨୧,୮୦୩ ଜଣଙ୍କ ମୃତ୍ୟୁ ହୋଇଛି। ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶରେ ସବୁଠାରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି।!-->…
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା
ନୂଆଦିଲ୍ଲୀ : ପାର୍ବଣରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ବୁଧବାର ନିଜର କର୍ମଚାରୀ ଓ ପେନସନଧାରୀଙ୍କ ମହଙ୍ଗା ଭତ୍ତାକୁ ୩% ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସଂଶୋଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ୧ରୁ ଲାଗୁ ହେବ ବୋଲି କୁହାଯାଇଛି।!-->…