Browsing Category

ଦେଶ

ବ୍ରିକ୍ସ ସମ୍ମିଳନୀ ପାଇଁ ୧୧ରେ ଦିଲ୍ଲୀର ସମସ୍ତ କେନ୍ଦ୍ରୀୟ କାର୍ଯ୍ୟାଳୟ ଛୁଟି

ନୂଆଦିଲ୍ଲୀ : ବ୍ରିକ୍ସ ସମ୍ମିଳନୀ ନିମନ୍ତେ ସେପ୍ଟେମ୍ବର ୧୧ ତାରିଖକୁ ଦିଲ୍ଲୀର ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ଏ ସମ୍ପର୍କରେ ଗୁରୁବାର କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି। ବ୍ରିକ୍ସ ସମ୍ମିଳନୀ

ଅଶୋଧିତ ତେଲ ଚୋରି ଉଦ୍ୟମ ବେଳେବିଷାକ୍ତ ଗ୍ୟାସ୍ ସଂସ୍ପର୍ଶରେ ଆସି ୩୭ ମୃତ

ନୂଆଦିଲ୍ଲୀ: ଅଶୋଧିତ ତେଲ ଚୋରି ଉଦ୍ୟମ ବେଳେ ଅଘଟଣ । ବିଷାକ୍ତ ଗ୍ୟାସ୍ ସଂସ୍ପର୍ଶରେ ଆସି ୩୭ ମୃତ । ନାଇଜେରିଆର ରିଭର୍ସ ଷ୍ଟେସ୍ ସ୍ଥିତ ଓକାରି ଜେଟି ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, କିଛି ଲୋକ ପୋର୍ଟ ହାରକୋର୍ଟ ରିଫାଇନେରୀ ଦେଇ ଯାଇଥିବା ଏକ

ଜମ୍ମୁ କଶ୍ମୀରରେ ପୋଲିସ ଓ CRPFର ମିଳିତ ଅପରେସନ, ଜଣେ ଆତଙ୍କୀ ନିହତ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର ବଡଗାମ ଅଞ୍ଚଳରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି । ଭାରତୀୟ ସେନା, ଜମ୍ମୁ-କଶ୍ମୀର ପୋଲିସ ଏବଂ ଶ୍ରୀନଗର CRPFର ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଦକ୍ଷିଣ କଶ୍ମୀରର ପୁଲୱାମା ଜିଲ୍ଲା ଏବଂ ଜମ୍ମୁ ଅଞ୍ଚଳର

CBI ତଦନ୍ତକୁ ନେଇ ସନ୍ତୁଷ୍ଟ ନାହାନ୍ତି ଆରଜି କର ପୀଡିତାଙ୍କ ମା’, ନ୍ୟାୟ ପ୍ରକ୍ରିୟାକୁ ପ୍ରଶ୍ନବାଚୀ

କୋଲକତା : ସିବିଆଇ ଯାଞ୍ଚରେ ଖୁସିନାହାନ୍ତି କୋଲକତାର ଆରଜି କର ମେଡିକାଲ କଲେଜ ପୀଡ଼ିତାଙ୍କ ମା ତଥା ବିଜେପି ବିଧାୟିକା ରତ୍ନା ଦେବନାଥ । ଆରଜି କର ଡାକ୍ତର ଛାତ୍ରୀଙ୍କ ଦୁଷ୍କର୍ମ ଓ ହତ୍ୟା ମାମଲାରେ CBI ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପୀଡ଼ିତାଙ୍କ ମା । ସେ କହିଛନ୍ତି,

ନେପାଳ ଜଳପ୍ରଳୟର ୯ ଦିନ ପରେ ସୁଡ଼ଙ୍ଗରୁ ଜୀବନ୍ତ ଉଦ୍ଧାର ହେଲେ ୨ ଶ୍ରମିକ

କାଠମାଣ୍ଡୁ : ନେପାଳ ଜଳପ୍ରଳୟର ୯ ଦିନ ପରେ ଜଳବିଦ୍ୟୁତ୍ ସୁଡ଼ଙ୍ଗରୁ ଜୀବନ୍ତ ଉଦ୍ଧାର ହେଲେ ୨ ଶ୍ରମିକ । ତ୍ରିଶୁଳି-୩A ପ୍ରକଳ୍ପରୁ ମେକାନିକାଲ ଫୋରମ୍ୟାନ୍ ଓ ସୁପରଭାଇଜରଙ୍କୁ ସୁରକ୍ଷିତ ବାହାର କଲା ସେନା । ରସୁୱା ଜିଲ୍ଲାରେ ଥିବା ଅପର୍ ତ୍ରିଶୁଳି-୩A ଜଳବିଦ୍ୟୁତ୍ ପ୍ରକଳ୍ପର ମାଟି

ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ବ୍ରେକ ସିଷ୍ଟମ ଫେଲ୍ ଯୋଗୁଁ ଦୁର୍ଘଟଣା

ଜମ୍ମୁ କଶ୍ମୀର : ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋ ବିମାନ ଲାଣ୍ଡିଂ ସମୟରେ ଦୁର୍ଘଟଣାର ଶିକାର ହୋଇଛି । ବିମାନ ପାର୍କିଂ ପାଇଁ ଯାଉଥିବା ବେଳେ ବ୍ରେକ ସିଷ୍ଟମ ଫେଲ୍ ହୋଇଯାଇଥିଲା । ଫଳରେ ବିମାନଟି ରୋକିହୋଇନଥିଲା । ପାର୍କିଂ ବେଳେ ଥିବା ଖୁଣ୍ଟରେ ଧକ୍କା ହୋଇଥିଲା । ବିମାନ

ମହାକାଶକୁ ଗଲା ଭାରତର ପ୍ରଥମ ଜିଓ-ଇମେଜିଂ ସାଟେଲାଇଟ୍ EOS-05

ନୂଆଦିଲ୍ଲୀ: ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ । ମହାକାଶ କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ବଡ଼ ସଫଳତା । ଶୁକ୍ରବାର ଭୋର ୨ଟା ୫୫ ମିନିଟ୍ ରେ ଇସ୍ରୋର GSLV-F17 ରକେଟ୍ ମହାକାଶକୁ ସଫଳତାର ସହ ଉଡ଼ାଣ ଭରିଛି । ଏହି ରକେଟ୍ ରେ ପଠାଯାଇଥିବା EOS-05 ଉପଗ୍ରହକୁ

ବେଲୁଚିସ୍ତାନରେ BLAର ଆକ୍ରମଣ, ପାକ୍ ସେନାର ୨୫ ଯବାନ ନିହତ

ନୂଆଦିଲ୍ଲୀ: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଦୁଇଟି ବଡ଼ ଆକ୍ରମଣକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଦୁଇଟି ଆକ୍ରମଣର ଦାୟିତ୍ୱ ନେଇଛି ବେଲୁଚିସ୍ତାନ ଲିବରେସନ୍ ଆର୍ମି, ଅର୍ଥାତ୍ BLA । BLAର ଦାବି ଅନୁସାରେ, ଆକ୍ରମଣରେ ୨୫ ଜଣ ପାକିସ୍ତାନୀ ସେନା କର୍ମଚାରୀ ନିହତ ହୋଇଛନ୍ତି ।

ପିଏମ୍ ମୋଦୀଙ୍କୁ ଭେଟିଲେ ବେଲଜିୟମ ପ୍ରଧାନମନ୍ତ୍ରୀ ୱେଭର; ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା

ନୂଆଦିଲ୍ଲୀ : ଭାରତ ୟୁରୋପୀୟ ସଂଘ ଏବଂ ୟୁରୋପ ସହିତ ତାର ସମ୍ପର୍କକୁ ମଜବୁତ କରୁଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭରଙ୍କୁ ଭେଟିଛନ୍ତି। ରାଜଧାନୀର ହାଇଦ୍ରାବାଦ ହାଉସରେ ଦୁଇ ନେତା ସାକ୍ଷାତ କରିଛନ୍ତି। ପୂର୍ବରୁ,

କିଭ୍‌ରେ ଜେଲେନ୍‌ସ୍କିଙ୍କୁ ଭେଟିଲେ ଏସ୍ ଜୟଶଙ୍କର: ରୁଷ-ୟୁକ୍ରେନ ଯୁଦ୍ଧର ସମାଧାନ ନେଇ ଭାରତର ପ୍ରଚେଷ୍ଟାକୁ ପ୍ରଶଂସା

କିଭ୍: ୟୁକ୍ରେନ୍‌ର ରାଜଧାନୀ କିଭ୍‌ଠାରେ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍‌ସ୍କି ଏବଂ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରୁଷ-ୟୁକ୍ରେନ ଯୁଦ୍ଧର ସମାଧାନ ଏବଂ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ପାଇଁ ଭାରତର ନିରନ୍ତର ଉଦ୍ୟମ