Browsing Category

ଦେଶ

ଜିଏସଟି ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକଙ୍କ ଦୁର୍ଘଟଣା ପଛରେ ଷଡ଼ଯନ୍ତ୍ର !

କାନପୁର: ସ୍ୱତନ୍ତ୍ର ସରକାରୀ ଓକିଲ ତଥା ଜିଏସଟି ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଅମ୍ରିଶ ଟଣ୍ଡନ୍‌ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖନୀ ହୋଇଥିଲେ। ତେବେ ଏହି ଦୁର୍ଘଟଣା ପଛରେ ଷଡ଼ଯନ୍ତ୍ର ଥିବା ସେ ଅଭିଯୋଗ ଆଣିଛନ୍ତି। ଜିଏସଟି ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକ ଅମ୍ରିଶ ଟଣ୍ଡନ୍‌ ପୀୟୂଷ ଜୈନ କେସ୍‌ରେ…

ପୁଣି ଥରେ କେନ୍ଦ୍ର କର୍ମଚାରୀମାନଙ୍କର ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ପୁଣି ଥରେ କେନ୍ଦ୍ର କର୍ମଚାରୀମାନଙ୍କର ମହଙ୍ଗା ଭତ୍ତା (ଡିଏ) ବଢ଼ିଛି । ଚଳିତ ଥର କର୍ମଚାରୀଙ୍କ ଡିଏରେ ୪ ପ୍ରତିଶତ ବୃଦ୍ଧି ହୋଇଛି, ଫଳରେ ମହଙ୍ଗା ଭତ୍ତା ଏବେ ୩୮ ପ୍ରତିଶତରେ ପହଞ୍ଚିଛି। ଗତ ଜୁନ ମାସରେ ଶିଳ୍ପ ଶ୍ରମିକଙ୍କ…

କାଲି ଓଡ଼ିଶା ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ, ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ

କଟକ: ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଶାହାଙ୍କ ପାଇଁ ସୁରକ୍ଷାର ଛାଉଁଣି । ତେବେ ଶାହାଙ୍କ ଏହି ଗସ୍ତ ରେ ତାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,ମନ୍ତ୍ରୀ ବିଶେଶ୍ୱର ଟୁଡୁ ମଧ୍ୟ ତାଙ୍କ ସହିତ ରହିବେ ବୋଲି ଆଶା କରାଯାଉଛି ।ସୂଚନାମୁତାବକ ଓଡିଆର ଦୈନିକ ଖବର…

ଦେଶରେ କାରୋନା ସଂକ୍ରମଣ ବୃଦ୍ଧି: ସତର୍କ କଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ କାରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ୭ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ସେହି ରାଜ୍ୟ ଗୁଡିକ ହେଲା ଓଡ଼ିଶା, ଦିଲ୍ଲୀ, କେରଳ, ମହାରାଷ୍ଟ୍ର, କର୍ନାଟକ, ତାମିଲନାଡୁ, ତେଲେଙ୍ଗାନା। ଏହି ରାଜ୍ୟର…

ରକ୍ଷାବନ୍ଧନ ଉପଲକ୍ଷେ ମହିଳାମାନଙ୍କ ପାଇଁ ୪୮ଘଣ୍ଟିଆ ମାଗଣା ବସ୍‌ଯାତ୍ରା

ଲକ୍ଷ୍ନୌ: ରକ୍ଷାବନ୍ଧନ ଉପଲକ୍ଷେ ଉତ୍ତର ପ୍ରଦେଶର ଯୋଗୀ ସରକାର ବଡ଼ ଘୋଷଣା କରିଛନ୍ତି । ମହିଳାମାନଙ୍କ ପାଇଁ ୪୮ଘଣ୍ଟିଆ ମାଗଣା ବସ୍‌ଯାତ୍ରା ବ୍ୟବସ୍ଥା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପୋଷ୍ଟ୍‌…

ଇଡି କାର୍ଯ୍ୟାଳୟରେ ହାଜର ହେଲେ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ପତ୍ରା ଚାଲ୍ ସ୍କାମ ଅଭିଯୋଗର ସମ୍ମୁଖୀନ ହେଉଥିବା ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ଜେରା ପାଇଁ ଇଡି ଡକାଇଥିଲା। ଇଡି…

ନୌସେନା ପାଇଁ ନିର୍ମାଣ ହେଲା ଭାରତର ପ୍ରଥମ ଯାତ୍ରୀବାହୀ ଡ୍ରୋନ ‘ବରୁଣ’

ନୂଆଦିଲ୍ଲୀ : ପୁଣେର ଏକ ଷ୍ଟାର୍ଟଅପ ସାଗର ଡିଫେନ୍ସ ଇଂଜିନିୟରିଂ କମ୍ପାନି ଭାରତୀୟ ନୌସେନା ପାଇଁ ନିର୍ମାଣ କରିଛି ଦେଶର ପ୍ରଥମ ଯାତ୍ରୀବାହୀ ଡ୍ରୋନ ବରୁଣ । ଏହାର ବିଶେଷତା ହେଉଛି ଏଥିରେ ଜଣେ ଯାତ୍ରୀ ବସି ପାରିବେ, କିନ୍ତୁ କେହି ପାଇଲଟ ରହିବେ ନାହିଁ । ଅର୍ଥାତ ଜଣେ ବ୍ୟକ୍ତି ଏଥିରେ…

ସଂସଦରେ ମହିଳାଙ୍କ ୩୩ ପ୍ରତିଶତ ସଂରକ୍ଷିତ ମହିଳା ଆସନ ପାଇଁ ରାଜ୍ୟସଭାରେ ଦାବି କଲେ ସସ୍ମିତ ପାତ୍ର

ଭୁବନେଶ୍ୱର: ରାଜ୍ୟସଭାରେ ବିଜେଡି ସାଂସଦ ସସ୍ମିତ ପାତ୍ର ସଂସଦରେ ମହିଳାଙ୍କ ସଂରକ୍ଷଣ ବିଲ୍ ପାଇଁ ଦାବି ଉପସ୍ଥାପନ କରିଛନ୍ତି । ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ୍ ପାଇଁ ସସ୍ମିତ ରାଜ୍ୟସଭାରେ ଦାବି ଉପସ୍ଥାପନ କରିଛନ୍ତି । ସସ୍ମିତ ଦାବି ରଖିଥିଲେ ଯେ, ଉଭୟ ବିଧାନସଭା ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ହଟିବା ପରେ ଏବେ ଖବରକାଗଜ ସମ୍ଭାଳିବେ ଉଦ୍ଧବ

ମୁମ୍ବାଇ: ପତ୍ରା ‘ଚଲ୍‌’ ଜମି ଦୁର୍ନୀତି ମାମଲାରେ ଦୀର୍ଘ ସମୟ ଜେରା କରିବା ପରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ତାଙ୍କୁ ପ୍ରଥମେ ଅଗଷ୍ଟ ୪ପର୍ଯ୍ୟନ୍ତ ଇଡିର ହେପାଜତକୁ ପଠାଯାଇଥିବା ବେଳେ ପୁଣି ତାଙ୍କର ହେପାଜତର ଅବଧି ଅଗଷ୍ଟ…

ଭାରତର ତେଜସ୍ ବିମାନ ପ୍ରତି ଆମେରିକାର ଆଗ୍ରହ

ନୂଆଦିଲ୍ଲୀ : ଭାରତରେ ନିର୍ମିତ ଲଢୁଆ ବିମାନ ତେଜସ୍ ବା ଏଲସିଏର ଚାହିଦା ଅନ୍ତର୍ଜାତୀୟ ସ୍ତରରେ ବଢିବାରେ ଲାଗିଛି । ବିଶ୍ବର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ବି ଭାରତର ତେଜସ ବିମାନ ପ୍ରତି ଆଗ୍ରହ ଦେଖାଇଛି ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।ଆଜି ଲୋକସଭାରେ ଏକ…