Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ, ଶାହାଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ବିଜେପିର ବ୍ଲୁ-ପ୍ରିଣ୍ଟ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶା ନେତାଙ୍କ ରୁଦ୍ଧଦ୍ୱାର ବୈଠକ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ବିଜେପି ଏହାର ରଣନୀତିକୁ ଜୋରଦାର!-->…
ସଂସଦ ପରିସରରେ ଗାଡ଼ିରୁ ଓହ୍ଲାଇ ରାହୁଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ସଂସଦ ପରିସରରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ । ଗାଡ଼ିରୁ ଓହ୍ଲାଇ ରାହୁଲ ଗାନ୍ଧୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଓ ରାହୁଲଙ୍କ ମଧ୍ୟରେ କ’ଣ ହେଲା କଥାବାର୍ତ୍ତା ? ନୂଆଦିଲ୍ଲୀରେ ଦୁଇ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ!-->…
ବୃନ୍ଦାବନ ଡଙ୍ଗା ବୁଡ଼ିରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ମୋଦି
ଉତ୍ତରପ୍ରଦେଶ : ବୃନ୍ଦାବନରେ ଡଙ୍ଗା ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କୁ ସେ ସମବେଦନା ଜଣାଇବା ସହ ଆର୍ଥିକ ସହାୟତାର ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାର ଏକ ଭିଡିଓ ସାମ୍ନାକୁ ଆସିଛି ।!-->…
ସଫଳ ହେଲା ଆର୍ଟେମିସ୍-୨ ମିଶନ, ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ
ନୂଆଦିଲ୍ଲୀ : ଚନ୍ଦ୍ରରୁ ଫେରିଲେ ନାସାର ୪ ମହାକାଶଚାରୀ । ସଫଳ ହେଲା ଆର୍ଟେମିସ୍-୨ ଚନ୍ଦ୍ର ଅଭିଯାନ । ୪ ଲକ୍ଷ କିଲୋମିଟର ଦୂରରୁ ଫେରିଲେ ୪ ମହାକାଶଚାରୀ । ୯ ଦିନର ରୋମାଞ୍ଚକର ଯାତ୍ରା ଶେଷ । ଆଜି ଭୋରୁ ପ୍ରଶାନ୍ତ ମହାସାଗରର ସାନ ଡିଏଗୋ ଉପକୂଳରେ ସଫଳତାର ସହ ଅବତରଣ କଲା ଓରିଅନ!-->…
୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବ: ଓଡ଼ିଶାର ୧୭ଟି ପ୍ରକଳ୍ପ ପୁରସ୍କୃତ
ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବି.ଆର୍. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ!-->…
ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ପୀଡ଼ିତାଙ୍କ ମା’ଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ
ନୂଆଦିଲ୍ଲୀ: ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ଘଟଣାର ପୀଡ଼ିତାଙ୍କ ମାଙ୍କୁ ଟିଏମସିର କିଛି କର୍ମୀ ହଇରାଣ କରିଥିବା ଅଭିଯୋଗ ଆଣିଛନ୍ତି ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତ୍ରୀ ସ୍ମୃତି ଇରାନୀ। ଯାହାର ଏକ ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ!-->…
ଇମେଲ୍ ମାଧ୍ୟମରେ ବିହାର ବିଧାନସଭାକୁ ବୋମା ଧମକ
ପାଟନା: ଶୁକ୍ରବାର ବିହାର ବିଧାନସଭାକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି। ଘଟଣାକୁ ନେଇ ବିଧାନସଭା ପରିସରରେ ବ୍ୟାପକ ପୁଲିସ ମୃତୟନ କରାଯାଇଛି।
ଘଟଣାକୁ ନେଇ ସଚିୱାଲେ-୧ ସବଡିଭିଜନାଲ୍ ପୁଲିସ ଅଧିକାରୀ (SDPO) ଅନୁ କୁମାରୀ କହିଛନ୍ତି, ଆମେ ସୂଚନା ପାଇଲୁ ଯେ ବିହାର ବିଧାନସଭା!-->!-->!-->…
ପ୍ରତି ମାସରେ ମହିଳାଙ୍କୁ ମିଳିବ ୩ ହଜାର, ବସ୍ରେ ମାଗଣା ଯାତ୍ରା ସୁବିଧା
ନୂଆଦିଲ୍ଲୀ : ମହିଳାଙ୍କୁ ପ୍ରତି ମାସର ୧ ରୁ ୫ ତାରିଖ ମଧ୍ୟରେ ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ସିଧାସଳଖ ସ୍ଥାନାନ୍ତର କରାଯିବ।ସମସ୍ତ ସରକାରୀ କର୍ମଚାରୀ ଏବଂ ବେତନଭୋଗୀ ବ୍ୟକ୍ତିବିଶେଷଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ସୁନିଶ୍ଚିତ କରାଯିବ। ୪୫!-->…
ଯମୁନାରେ ଡଙ୍ଗା ବୁଡି ୧୦ ମୃତ, ଅନେକ ନିଖୋଜ
ଉତ୍ତରପ୍ରଦେଶ : ବୃନ୍ଦାବନ ଯମୁନା ନଦୀରେ ଓଲଟିଲା ଡଙ୍ଗା । ଡଙ୍ଗା ବୁଡ଼ିବାରୁ ୧୦ ଜଣକ ମୃତ୍ୟୁ ହୋଇଥିବା ବେଳେ ଅଧିକ ନିଖୋଜ ରହିଛନ୍ତି । ନଦୀରେ ନିର୍ମିତ ହୋଇଥିବା ପୀପା ପୋଲ ନିକଟରେ ଶ୍ରଦ୍ଧାଳୁଙ୍କ ଡଙ୍ଗା ବୁଡିଥିବା ସୂଚନା ମିଳିଛି । ସ୍ଥାନୀୟ ଲୋକ ଏବଂ ପ୍ରଶାସନ ତରଫରୁ ଉଦ୍ଧାର!-->…
କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ବ୍ରିଗେଡିୟର ପଦୋନ୍ନତି
ନୂଆଦିଲ୍ଲୀ : ଭାରତୀୟ ସେନାର କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ପଦୋନ୍ନତି ମିଳିଛି । କର୍ଣ୍ଣେଲରୁ ବ୍ରିଗେଡିୟର ପଦବୀକୁ ପଦୋନ୍ନତି ହୋଇଛନ୍ତି ଭାରତୀୟ ସେନା ଅଧିକାରୀ ଶ୍ରୀକାନ୍ତ ପୁରୋହିତ । ବହୁଚର୍ଚ୍ଚିତ ମହାରାଷ୍ଟ୍ର ମାଲେଗାଓଁ ବ୍ଲାଷ୍ଟ ମାମଲାରେ ଫସିଥିଲେ ଶ୍ରୀକାନ୍ତ ପୁରୋହିତ!-->…