Browsing Category

ଦେଶ

ପଙ୍କ କାଦୁଅ ତଳୁ ଉଦ୍ଧାର ହେଲାଣି ୧୨୨୨ ମୃତଦେହ, ପ୍ରାୟ ୫ ହଜାର ନିଖୋଜ

କାଠମାଣ୍ଡୁ : ନେପାଳରେ ଆସିଥିବା ଜଳପ୍ରଳୟ ପରେ ମୃତଦେହ ଉଦ୍ଧାର କାର୍ଯ୍ୟ ଲଗାତାର ଜାରି ରହିଛି । ନେପାଳ ପୋଲିସ ତାଜା ରିପୋର୍ଟ ଅନୁଯାୟୀ, ଦେଶରେ ଏଯାଏଁ ୧୨୨୨ ମୃତଦେହ ଜବତ କରାଯାଇଥିବା ବେଳେ ୪୮୭୫ ନିଖୋଜ ରହିଛନ୍ତି । ନିଖୋଜ ଥିବାଙ୍କ ମଧ୍ୟରେ ୬୦୧ ଜଣ ବିଦେଶୀ ନାଗରିକ ସାମିଲ

STP ଦୁର୍ନୀତି ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ସରକାରର ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ୨ ଲକ୍ଷ ଟଙ୍କାର ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ଜଳ ବୋର୍ଡର ସିୱେଜ୍ ଟ୍ରିଟମେଣ୍ଟ

ବସ୍ ଓ ଟ୍ରକ ମୁହାଁମୁହିଁ ଧକ୍କା, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ରିୱା-ସିଧି ଜାତୀୟ ରାଜପଥ-୩୯ର ବଦବାର ଷ୍ଟାଣ୍ଡ ନିକଟରେ ଏକ ଯାତ୍ରୀବାହୀ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଅନେକଙ୍କ

ମଝି ଆକାଶରେ ଅସୁସ୍ଥ ହେଲେ ପାଇଲଟ, ମସ୍କଟରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ବେଙ୍ଗାଲୁରୁ : ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନର ଜରୁରୀ ଅବତରଣ । ମସ୍କଟରେ ବିମାନଟି ଜରୁରୀ ଅବତରଣ କରିଛି । ଉଡ଼ାଣ ସମୟରେ ବିମାନ ପାଇଲଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ବିମାନକୁ ମସ୍କଟ ଡାଇଭର୍ଟ କରାଯାଇ ଜରୁରୀ ଅବତରଣ କରାଯାଇଥିଲା । ଖବର ମୁତାବକ, ଦୋହାରୁ

ତେହେରାନ–ଦିଲ୍ଲୀ ସିଧାସଳଖ ବିମାନ ସେବା ନେଇ ଭାରତକୁ ଇରାନର ପ୍ରସ୍ତାବ

ନୂଆଦିଲ୍ଲୀ: ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ଉତ୍ତେଜନା ଓ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇରାନ ଭାରତକୁ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପ୍ରସ୍ତାବ ଦେଇଛି। ତେହେରାନରୁ ନୂଆଦିଲ୍ଲୀ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ ଇରାନ ସରକାର ଭାରତ ଆଗରେ ନୂଆ ଯୋଜନା ରଖିଛନ୍ତି।

ବାୟୁସେନା ଛାଡ଼ିଲେ ଅଭିନନ୍ଦନ, ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଆରମ୍ଭ କରିବେ ନିଜର ନୂଆ ଇନିଂସ

ନୂଆଦିଲ୍ଲୀ : ୨୦୧୯ର ଭାରତ-ପାକିସ୍ତାନ ଆକାଶ ଲଢ଼େଇ ପରେ ସାରା ଦେଶରେ ପରିଚିତ ହୋଇଥିବା ଗ୍ରୁପ୍ କ୍ୟାପଟେନ୍ ଅଭିନନ୍ଦନ ବର୍ଦ୍ଧମାନ ଏବେ ଭାରତୀୟ ବାୟୁସେନାରୁ ବିଦାୟ ନେଇଛନ୍ତି। ପ୍ରାୟ ୨୨ ବର୍ଷର ସେବା ପରେ ସେ ୨୦୨୬ ମାର୍ଚ୍ଚ ୩୧ରେ ସମୟ ପୂର୍ବରୁ ଅବସର ନେଇଥିଲେ। ଏବେ ସେ ବେସାମରିକ

ସନ୍ଦିଗ୍ଧ ରୋଗରେ ୧୦ ଦିନରେ ଚାଲିଗଲା ଗୋଟିଏ ପରିବାରର ୪ ଶିଶୁଙ୍କ ଜୀବନ

ଭୋପାଳ: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲା ସଇସପୁରା ଅଞ୍ଚଳରେ ଶୋକକୂଳ ପରିବେଶ। ମାତ୍ର ୧୦ ଦିନ ମଧ୍ୟରେ ଗୋଟିଏ ପରିବାରର ୩ ଭାଇଙ୍କ ସମେତ ୪ ଜଣ ଶିଶୁଙ୍କ ସନ୍ଦିଗ୍ଧ ରୋଗରେ ମୃତ୍ୟୁ ଘଟିଛି। ସମସ୍ତଙ୍କଠାରେ ପ୍ରାୟ ସମାନ ଲକ୍ଷଣ ଦେଖାଯାଇଥିଲା। ପ୍ରବଳ ଜ୍ୱର, ପେଟରେ ଅସହ୍ୟ

ଇନ୍ଧନ ରପ୍ତାନି ଉପରେ ବଢ଼ିଲା ଟିକସ, ପେଟ୍ରୋଲ ୧.୫, ଡିଜେଲ ୧ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ କେନ୍ଦ୍ର ସରକାର ଟିକସ ବୃଦ୍ଧି କରିଛନ୍ତି। ଏବେ ପେଟ୍ରୋଲ ରପ୍ତାନିରେ ଲିଟର ପିଛା ଅଧିକ ୧.୫ ଟଙ୍କା ୱିଣ୍ଡଫଲ୍ ଟ୍ୟାକ୍ସ (ଆକସ୍ମିକ ଲାଭ ଉପରେ ଟିକସ) ଲଗାଇଛନ୍ତି। ପୂର୍ବରୁ ଏହା ଉପରୁ କୌଣସି ଟିକସ ଆଦାୟ କରାଯାଉ ନ ଥିଲା। ସେହିପରି ଡିଜେଲ

ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ରାମ ମନ୍ଦିର ନୂଆ ସିଇଓ ମନୋନୀତ

ଉତ୍ତରପ୍ରଦେଶ: ଶ୍ରୀ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଏହାର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ମିଳିଛନ୍ତି । ସୂତ୍ର ଅନୁସାରେ, ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ରଙ୍କ ନାମରେ ମୋହର ଲାଗିଛି । ଟ୍ରଷ୍ଟର ପ୍ରେସ୍ ସମ୍ମଳନୀରେ ଏନେଇ ଆନୁଷ୍ଠାନିକ ଘୋଷଣା କରାଯିବ ।

ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ : ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ । ତଦନ୍ତରେ ମୁମ୍ବାଇ ପୋଲିସ ଅବହେଳା କରିଥିବା ଅଭିଯୋଗ ଆଣିଥିଲେ ଦିଶାଙ୍କ ବାପା । ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ