Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅନିଲ ଅମ୍ବାନୀଙ୍କ ବିରୋଧରେ ନୂଆ ଅର୍ଥ ହେରଫେର୍ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
ମୁମ୍ବଇ: ଅନିଲ ଅମ୍ବାନୀଙ୍କ ସମସ୍ୟା ଥମିବାର ନାଁ ଧରୁନି। ପୂର୍ବରୁ ସିବିଆଇ ତାଙ୍କ ୟସ୍ ବ୍ୟାଙ୍କ ମାମଲାକୁ ବନ୍ଦ କରିବା ପାଇଁ ଆବେଦନକୁ ପ୍ରତ୍ୟାଖାନ କରିଥିଲା। ଆଉ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନିଲ ଅମ୍ବାନୀ ଏବଂ ଆରକମ୍ ବିରୋଧରେ ନୂଆ ଅର୍ଥ ହେରଫେର୍ ମାମଲା ରୁଜୁ କରିଛି । ଅଗଷ୍ଟ!-->…
ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ମୃତ
ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ହୋଇଥିଲେ ମୁହାଁମୁହିଁ ।!-->…
ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଆସନ୍ତାକାଲି ଉପରାଷ୍ଟ୍ରପତି ଭାବେ ନେବେ ଶପଥ
ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ!-->…
ଚିନ୍ତା ବଢ଼ାଉଛନ୍ତି ନେପାଳି କଏଦୀ, ଅନୁପ୍ରବେଶ ବେଳେ ୩୫ ଅଟକ, ସୀମାରେ ହାଇ ଆଲର୍ଟ
ନୂଆଦିଲ୍ଲୀ : ନେପାଳରୁ ଫେରାର ହୋଇଥିବା କଏଦୀ ଏବେ ଭାରତ ପାଇଁ ବିପଦ ସାଜିଛନ୍ତି । ଭାରତରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରି ଭାରତ ସୀମାରେ ଫେରାର ହୋଇଥିବା ୩୫ କଏଦୀ ଅଟକ । ଭାରତ-ନେପାଳ ସୀମାରୁ ୩୫ କଏଦୀଙ୍କୁ ଧରିଛି ସଶସ୍ତ୍ର ସୀମା ବଳ । ସୀମାନ୍ତ ଉତ୍ତର ପ୍ରଦେଶରୁ ସର୍ବାଧିକ ୨୨!-->…
ଆଉ ୫ ବିମାନ ବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ମୋଡରେ ଉଦଘାଟନ କଲେ ଅମିତ ଶାହ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଆଜି ଆଉ ୫ଟି ବିମାନବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଛନ୍ତି । ଫାଷ୍ଟ ଟ୍ରାକ୍ ଇମିଗ୍ରେସନ – ଟ୍ରଷ୍ଟେଡ୍ ଟ୍ରାଭେଲର୍ ପ୍ରୋଗ୍ରାମ୍ (FTI-TTP) ଭାରତୀୟ ନାଗରିକ ଏବଂ ଭାରତୀୟ ନାଗରିକତା!-->…
୪ର୍ଥ କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲରେ ଯୋଗ ଦେବାକୁ ଯାଇ ନେପାଳରେ ଫସିଛନ୍ତି ୩ ଓଡ଼ିଆ
ଭୁବନେଶ୍ବରର ୩ ଜଣ କାଠମାଣ୍ଡୁ ଯାଇଥିବା ବେଳେ ସେଠାରେ ଚାଲିଥିବା ଆନ୍ଦୋଳନରେ ସେମାନେ ଫସିଛନ୍ତି । ତେବେ କାଠମାଣ୍ଡୁରେ ହେବାକୁ ଥିବା ୪ର୍ଥ କଳିଙ୍ଗ ଲିଟେରାରୀ ଫେଷ୍ଟିଭାଲ ପାଇଁ ୩ ଜଣ ଯାଇଥିବା ବେଳେ ପରିସ୍ଥିତି ପ୍ରତିକୂଳ ଥିବାରୁ ଉକ୍ତ ସାହିତ୍ୟ ମହୋତ୍ସବକୁ ବାତିଲ କରାଯାଇଛି ...
!-->!-->!-->…
ମାଆ ଆଗରେ ୩ ବର୍ଷର ଶିଶୁକୁ ଟାଣି ନେଲା ବାଘ
ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ବିଜନୌରରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଏଠାରେ ଏକ କଲରାପତରିଆ ବାଘ ଆକ୍ରମଣରେ ୮ ବର୍ଷର ଶିଶୁର ଜୀବନ ଯାଇଛି। ଘଟଣାଟି ନଜିବାବାଦ ଥାନା ଅନ୍ତର୍ଗତ ବଡିଆ ଗାଁର ବୋଲି ଜଣାପଡିଛି।
ମିଳିଥିବା ସୂଚନାନୁଯାୟୀ, ୮ ବର୍ଷୀୟ ହର୍ଷ ନିଜ ମାଆ ସହ ଘର!-->!-->!-->…
ଟାରିଫ ବିବାଦର ସମାଧାନ ପାଇଁ ଆଗ୍ରହୀ ଟ୍ରମ୍ପ, ଖୁବଶୀଘ୍ର ମୋଦିଙ୍କ ସହ କରିବେ ଆଲୋଚନା!
ନୂଆଦିଲ୍ଲୀ: ନରମିଲେ ଟ୍ରମ୍ପ । ଭାରତ ସହ ଟାରିଫ ବିବାଦର ସମାଧାନ ପାଇଁ ଆଗ୍ରହୀ । ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିବେ ଟ୍ରମ୍ପ । ଆମେରିକା-ଭାରତ ବାଣିଜ୍ୟିକ ବୁଝାମଣା ଜାରି ରହିବ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ । ଦୁଇ ଦେଶ ମଧ୍ୟରେ!-->…
ନେପାଳରେ ଫସିଥିବା ଭାରତୀୟଙ୍କ ପାଇଁ ହେଲ୍ପଲାଇନ ନଂ ଜାରି କଲେ ଯୋଗୀ
ଉତ୍ତରପ୍ରଦେଶ : ଗତ ଦୁଇଦିନ ହେଲାଣି ନେପାଳ ସ୍ଥିତି ବିଗିଡିବାରେ ଲାଗିଛି । କାଠମାଣ୍ଡୁ ଠାରୁ ଆରମ୍ଭ କରି ଛୋଟ ବସ୍ତି ଯାଏଁ ଜେନ-ଜି ବିକ୍ଷୋଭକାରୀଙ୍କ ବିରୋଧ ହିଂସାର ରୂପ ନେଇଛି । ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି । ନେପାଳରେ ଅସ୍ଥିରତାର ପ୍ରଭାବ ଉତ୍ତରପ୍ରଦେଶ!-->…
ଦୁର୍ଗା ପୂଜା ପାଇଁ ଭାରତକୁ ଆସିବ ଇଲିସି, ୧୨୦୦ ଟନ୍ ମାଛ ରପ୍ତାନି କଲା ବାଂଲାଦେଶ
କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା’ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା ସମୟରେ ଇଲିସି ମାଛର ଚାହିଦା ଅତ୍ୟନ୍ତ!-->…