Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ହସପିଟାଲରୁ କ୍ୟାବିନେଟ ମିଟିଂ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ପ୍ରଭାବିତ ଚାଷୀଙ୍କ ପାଇଁ କଲେ ବଡ଼ ଘୋଷଣା
ପଞ୍ଜାବ : ପଞ୍ଜାବରେ ବନ୍ୟା ସବୁକିଛି ଛାରଖାର କରିଦେଛି । ପଞ୍ଜାବ ସରକାର ବନ୍ୟାରେ ପ୍ରଭାବିତ ଚାଷୀଙ୍କ ପାଇଁ ୨୦ ହଜାର ପ୍ରତି ଏକର କ୍ଷତିପୂରଣ ଘୋଷଣା କରିଛନ୍ତି । ଏନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ହସପିଟାଲରୁ କ୍ୟାବିନେଟ!-->…
ମନସା ଦେବୀ ପାହାଡ଼ରେ ଭୂସ୍ଖଳନ, ଟ୍ରେନ ଚଳାଚଳ ବାଧାପ୍ରାପ୍ତ
ହରିଦ୍ବାର : ଉତ୍ତରାଖଣ୍ଡ ହରିହ୍ବାର ହରକି ପୋଡି ନିକଟ ମନସା ଦେବୀ ପାହାଡ଼ରେ ଭୂସ୍ଖଳନ ହୋଇଛି । ଫଳରେ ହରିଦ୍ବାର ଡେରାଡୁନ-ରିଷିକେଶ ରେଳମାର୍ଗରେ ବାଧା ଉପୁଜିଛି । ହରିଦ୍ବାରରେ ପ୍ରବଳ ବର୍ଷା ଯୋଗୁଁ ମନସା ଦେବୀ ପାହାଡରୁ ମାଟି ଧସି ରେଳ ଟ୍ରାକରେ ପଡିଛି । ଫଳରେ ରେଳ ଚଳାଚଳରେ ବାଧା!-->…
ଆମେରିକାରେ ଭାରତୀୟ ପ୍ରବାସୀଙ୍କୁ ହତ୍ୟା
ଆମେରିକାରେ ଭାରତୀୟ ପ୍ରବାସୀଙ୍କୁ ଗୁଳିକରି ହତ୍ୟା । ସର୍ବସାଧାରଣରେ ପରିସ୍ରାକୁ ବିରୋଧ କରିବାରୁ ଯୁବକଙ୍କୁ ହୋଇଛିଗୁଳିମାଡ଼ । ଆମେରିକାର କାଲିଫର୍ଣ୍ଣିଆରେ ଘଟିଛି ଅଘଟଣ । ମୃତକ ହରିଆନା ଜିନ୍ଦ ଜିଲ୍ଲା କାଲାନ ଗାଁର କପିଲ ବୋଲି ଜଣାପଡ଼ିଛି । ୨୬ ବର୍ଷୀୟ କପିଲ ତାଙ୍କ ପରିବାରରେ ଏକ!-->…
ପ୍ରଥମ ମହଲାରେ ଫାଟିଲା ଏସି, ଦ୍ୱିତୀୟ ମହଲାରେ ଥିବା ପରିବାରର ୩ ମୃତ, ଶିଶୁ ଗୁରୁତର
ଫରିଦାବାଦ : ହରିୟାଣାର ଫରିଦାବାଦର ଗ୍ରୀନ୍ ଫିଲ୍ଡ କଲୋନୀରେ ଦୁଃଖଦ ଘଟଣା ଘଟିଛି । ଏକ ଘରେ ଏସି ବିସ୍ଫୋରଣ ହେବାରୁ ପରିବାରର ତିନି ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି । ପରିବାରର ଗୋଟିଏ ଗୁରୁତର ଭାବେ ଆହତ ହୋଇ ହସପିଟାଲରେ ଜୀବନ ସହିତ ସଂଗ୍ରାମ କରୁଛନ୍ତି ।
ଖବର ମୁତାବକ, ସୋମବାର!-->!-->!-->…
ଜମ୍ମୁ କଶ୍ମୀର କୁଲଗାମରେ ଏନକାଉଣ୍ଟର, ଜଣେ ଆତଙ୍କୀ ନିହତ, ୩ ଯବାନ ଆହତ
ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାର ଗୁଡ୍ଡାର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଛି । ସୂଚନା ଅନୁସାରେ, ସର୍ଚ୍ଚ ଅପରେସନ୍ ସମୟରେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ । ଏହାପରେ!-->…
ଦିଲ୍ଲୀରେ ବିଜେପି ସାଂସଦଙ୍କ ବୈଠକ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ। ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ଅଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଉପସ୍ଥିତ ଅଛନ୍ତି। ଏହି!-->…
ମିଳିଲା ଗ୍ରୀନ ସିଗନାଲ, ବିଜୟ ମାଲ୍ୟା, ନୀରବ ମୋଦିଙ୍କ ସହ ଭାରତ ଆସିବେ ଏହି ପଳାତକ
ନୂଆଦିଲ୍ଲୀ: ୟୁକେ କ୍ରାଉନ୍ ପ୍ରସିକ୍ୟୁସନ୍ ସର୍ଭିସ୍ (ସିପିଏସ୍)ର ଏକ ପ୍ରତିନିଧି ଦଳ ନିକଟରେ ଦିଲ୍ଲୀର ତିହାର ଜେଲ୍ ପରିଦର୍ଶନ କରି ଜେଲ୍ ପରିସ୍ଥିତିର ମୂଲ୍ୟାଙ୍କନ କରିଛନ୍ତି । ବିଜୟ ମାଲ୍ୟା ଏବଂ ନୀରବ ମୋଦିଙ୍କ ଭଳି ଉଚ୍ଚ-ପ୍ରୋଫାଇଲ୍ ଅର୍ଥନୈତିକ ଅପରାଧୀଙ୍କ ପ୍ରତ୍ୟର୍ପଣ ପାଇଁ ଭାରତର!-->…
ବିଶ୍ଵବିଦ୍ୟାଳୟରେ ରାଗିଂ, ଆଇନ ଛାତ୍ରଙ୍କୁ ୫୦ ଚାପୁଡ଼ା
ଉତ୍ତରପ୍ରଦେଶ: ବିଶ୍ଵବିଦ୍ୟାଳୟରେ ରାଗିଂ। ଆଇନ ଛାତ୍ରଙ୍କୁ ୫୦ ଚାପୁଡ଼ା ମାରିଲେ ସହପାଠୀ। ଉତ୍ତରପ୍ରଦେଶର ଲକ୍ଷ୍ନୌ ଅନ୍ତର୍ଗତ ଚିନହାଟ ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ଵବିଦ୍ୟାଳୟରେ ଏହି ଘଟଣା ଘଟିଛି। କ୍ୟାମ୍ପସ ଭିତରେ ଏକ ଛାତ୍ର ଗୋଷ୍ଠୀ ଉକ୍ତ ଛାତ୍ରଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ ଏବଂ!-->…
ସେପ୍ଟେମ୍ବର ୨୮ରେ ବିସିସିଆଇ କର୍ମକର୍ତ୍ତା ନିର୍ବାଚନ
ମୁମ୍ବଇ : ଚଳିତ ମାସ ୨୮ ରେ ମୁମ୍ବଇରେ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍) ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧.୩୦ରେ ଆରମ୍ଭ ହେବାକୁ ଥିବା ଏଜିଏମ୍ରେ ଅନ୍ୟ ନିଷ୍ପତ୍ତି ନେବା ସହ ବିସିସିଆଇର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ!-->…
ମୁମ୍ବାଇ ନାୟର ହସପିଟାଲ ଉପରେ ବୋମାମାଡ଼ ଧମକ
ମହାରାଷ୍ଟ୍ର : ମୁମ୍ବାଇର ନାୟର ହସପିଟାଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଧମକ ମିଳିବା ପରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଘଟଣା ବିଷୟରେ ପୋଲିସକୁ ସୂଚନା ଦିଆଯିବା ପରେ ଯାଞ୍ଚ କରୁଛି ।
ସୂଚନା ମୁତାବକ, ଧମକଭରା ଇମେଲ ନାୟର ହସପିଟାଲର ଡିନଙ୍କ ଇମେଲକୁ ଆସିଛି । ଧମକ!-->!-->!-->…