Browsing Category

ଦେଶ

ଇଣ୍ଡିଗୋ ବିମାନ ଇଞ୍ଜିନରେ ତ୍ରୁଟି: ଦିଲ୍ଲୀରେ କଲା ଜରୁରୀ ଅବତରଣ, ୧୬୧ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ମଝି ଆକାଶରେ ଇଞ୍ଜିନ ତ୍ରୁଟି । ଇଣ୍ଡିଗୋ ବିମାନର ଏମରଜେନ୍ସି ଲ୍ୟାଣ୍ଡିଂ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନ ବନ୍ଦରରେ ଇଣ୍ଡିଗୋ 6E 579ର ଜରୁରୀ ଅବତରଣ କରିଛି । ୧୬୧ ଜଣ ଯାତ୍ରୀଙ୍କୁ ନେଇ ବିମାନଟି ଆନ୍ଧ୍ରପ୍ରଦେଶର…

ଲଦାଖରେ ହିମସ୍ଖଳନ: ୭ ମୃତ, ୫ ଗୁରୁତର

ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ ବହୁ ଗାଡି ଫସି ରହିଛି। ଉଦ୍ଧାର କାର୍ଯ୍ୟ ଏବେ ବି ଜାରି ରହିଥିବାରୁ…

୨୩ଟି ଦେଶକୁ ମାଡ଼ିଲାଣି କରୋନା ଭୂତାଣୁର ନୂଆ ଭାରିଆଣ୍ଟ ‘ସିକାଡ଼ା’

ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର ଏକ ଅଂଶ। ଏଥିରେ ଅନେକ ପରିବର୍ତ୍ତନ…

ସାଉଦି US ଘାଟିକୁ ଇରାନର ଆକ୍ରମଣ, ୧୦ ସୈନ୍ୟ ଆହତ

ନୂଆଦିଲ୍ଲୀ: ସାଉଦି US ଘାଟିକୁ ଇରାନର ଆକ୍ରମଣ! । ସାଉଦି ଆରବର ‘ପ୍ରିନ୍ସ ସୁଲତାନ ଏୟାର ବେସ୍’ ଉପରେ ବଡ଼ ଧରଣର ମିସାଇଲ ଏବଂ ଡ୍ରୋନ ଆକ୍ରମଣ କରିଛି ଇରାନ । ଆକ୍ରମଣରେ ଅତିକମରେ ୧୦ ଜଣ ଆମେରିକୀୟ ସୈନ୍ୟ ଆହତ ହୋଇଛନ୍ତି, ଯେଉଁଥିରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି ।…

ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଗିରଫ

କାଠମାଣ୍ଡୁ: ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ଗିରଫ କରାଯାଇଛି। ପ୍ରଧାନମନ୍ତ୍ରୀ ହେବା ପରେ ବାଲେନ ଶାହ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ଗଠନ କରିବା ପରେ ସେ ତୁରନ୍ତ ବିରୋଧୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ପ୍ରଥମ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ଏପର୍ଯ୍ୟନ୍ତ ଗଲାଣି ୭ ଭାରତୀୟଙ୍କ ଜୀବନ, ଜଣେ ନିଖୋଜ, ସୁରକ୍ଷିତ ଫେରିଛନ୍ତି ୪.୭୫ ଲକ୍ଷ ନାଗରିକ

ନୂଆଦିଲ୍ଲୀ: ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଭାରତରେ ଗ୍ୟାସ ଏବଂ ତୈଳ ଅଭାବର ରିପୋର୍ଟ ଉଠୁଛି। ତଥାପି, ସରକାର ଦାବି କରୁଛନ୍ତି ଯେ ତେଲ ଏବଂ ଗ୍ୟାସର କୌଣସି ଅଭାବ ନାହିଁ। ଏହି ସମୟରେ,…

ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ

ଆହ୍ଲାବାଦ: ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ । ଆହ୍ଲାବାଦ ହାଇକୋର୍ଟ ଏକ ବଡ଼ ଶୁଣାଣି କରି କହିଛନ୍ତି ଯେ, ଯଦି ଜଣେ ବିବାହିତ ପୁରୁଷ ଅନ୍ୟ ଜଣେ ଯୁବତୀଙ୍କ ସହ ସହମତିରେ ‘ଲିଭ୍-ଇନ୍’ ସମ୍ପର୍କରେ ରହୁଛନ୍ତି, ତେବେ କୌଣସି ଅପରାଧ ନୁହେଁ। କୋର୍ଟ କହିଛନ୍ତି ଯେ…

ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ, ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ । ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ । ଦେଶରେ ପୁଣିଥରେ ‘ଲକଡାଉନ୍’ ଲାଗୁ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କେନ୍ଦ୍ର ସରକାର ନିଜର ନୀରବତା ଭାଙ୍ଗିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସ୍ପଷ୍ଟ କରିଛନ୍ତି, ଲକଡାଉନ୍…

ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ

ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା ଏକ ପ୍ରକାଶମୟ…

ଜନଗଣନା ବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଯିବାକୁ ପଡ଼ିବ ଜେଲ, ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଭାରତର ରେଜିଷ୍ଟରିଅର୍ ଜେନେରାଲଙ୍କ ଦ୍ବାରା ଜାରି ହୋଇଥିବା ଏକ ସର୍କୁଲାର ଅନୁଯାୟୀ, ଯଦି କୌଣସି ଜନଗଣନା ଅଧିକାରୀ ଜାଣିଶୁଣି ଅପମାନଜନିକ ତଥା ଅନୁଚିତ୍ ପ୍ରଶ୍ନ ପଚାରିବେ…