Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଅଟୋକୁ ଧକ୍କା ଦେଲା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି । ସ୍କର୍ପିଓ ଏବଂ ଅଟୋର ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସମସ୍ତ ମୃତକ ଗୋଟିଏ ପରିବାରର ସଦସ୍ୟ ହୋଇଥିବା ସୂଚନା!-->…
ପେଟ୍ରୋଲ୍ ଓ ଡିଜେଲ୍ ଉପରୁ କମିଲା ଏକ୍ସସାଇଜ୍ ଡ୍ୟୁଟି
ନୂଆଦିଲ୍ଲୀ: ତେଲ ଟିକସ କମାଇଲେ କେନ୍ଦ୍ର ସରକାର । ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି । ଏହାର ପ୍ରଭାବରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାର ପେଟ୍ରୋଲ!-->…
ବସ୍-ପିକ ଅପ୍ ଧକ୍କା; ୧୦ ମୃତ
ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ ବସ୍ ଓ ପିକଅପ ଗାଡ଼ି!-->…
୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି
ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ କରିବନି ପେଣ୍ଟାଗନ । ଇରାନ ସହ ଆଲୋଚନା ଭଲ ଚାଲିଛି । ଇରାନର!-->…
ନେପାଳ ପ୍ରଧାନମନ୍ତ୍ରୀ ଭାବେ ହିନ୍ଦୁ ରୀତିନୀତିରେ ଶପଥ ନେଲେ ବାଲେନ୍ ଶାହ, ଅଭିନନ୍ଦନ ଜଣାଇଲେ ମୋଦୀ
କାଠମାଣ୍ଡୁ: ନେପାଳ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାସନାଲ ଇଣ୍ଡିପେଣ୍ଡେଣ୍ଟ ପାର୍ଟି ନେତା ବାଲେନ ଶାହ ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ନେପାଳର ୪୭ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ସମ୍ବିଧାନର ଧାରା!-->…
୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ।
ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ ଦ୍ବିବେଦୀ!-->!-->!-->…
ବସ୍-ଟ୍ରକ ମୁହାଁମୁହିଁ : ଜଳିଗଲା ବସ୍, ୧୩ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି।
ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍ଟି ତେଲେଙ୍ଗାନାର ନିର୍ମଳରୁ ନେଲୋର ଅଭିମୁଖେ!-->!-->!-->…
ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଜରୁରୀ ସୂଚନା: ବିନା KYCରେ ଚାଲିବନି ଫେସବୁକ୍-ଇନଷ୍ଟାଗ୍ରାମ !
ନୂଆଦିଲ୍ଲୀ: ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ ବିରୋଧରେ ସାଇବର ଅପରାଧ ଗମ୍ଭୀର ଚିନ୍ତାର କାରଣ ପାଲଟିଛି। ଏହି!-->…
ପଦ୍ମା ନଦୀକୁ ଖସିଲା ବସ୍, ୨୩ ମୃତ
ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ ଥିବା ଜଣାପଡିଛି। ସୂଚନାନୁଯାୟୀ, ଗତକାଲି ସନ୍ଧ୍ୟା ସମୟରେ!-->…
ଆବୁଧାବିରେ ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ, ୩ ଆହତ
ନୂଆଦିଲ୍ଲୀ: ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ । ୟୁଏଇର ରାଜଧାନୀ ଆବୁଧାବିରେ ଏକ ବଡ଼ ଧରଣର ମିସାଇଲ୍ ଆକ୍ରମଣ । ଏକ ବାଲିଷ୍ଟିକ ମିସାଇଲକୁ ଆକାଶମାର୍ଗରେ ଧ୍ୱଂସ କରାଯାଇଥିଲା, କିନ୍ତୁ ଏହାର ଭଙ୍ଗା ଅଂଶ ସ୍ୱେହାନ ଷ୍ଟ୍ରିଟ୍ ରେ ପଡ଼ିବାରୁ ଜଣେ ଭାରତୀୟ ଏବଂ ଜଣେ ପାକିସ୍ତାନୀ!-->…