Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ସେନା ଅଭ୍ୟାସ ବେଳେ ଯବାନ ନିଖୋଜ !
ହରିୟାଣା: ହରିୟାଣା-ହିମାଚଳ ସୀମାର ହଥନିକୁଣ୍ଡ ବ୍ୟାରେଜ ଅଞ୍ଚଳରେ ଏକ ସେନା ଅଭ୍ୟାସ ସମୟରେ ଯମୁନା ନଦୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ବନ୍ୟା ଉଦ୍ଧାର ଅଭ୍ୟାସ ବେଳେ ଯମୁନା ନଦୀର ପ୍ରବଳ ସ୍ରୋତରେ ସେନାର ଏକ ମୋଟରବୋଟ୍ ବୁଡ଼ି ଯାଇଥିବା ସୂଚନା ମିଳିଛି । ଯେଉଁଥିରେ ଜଣେ କିମ୍ବା!-->…
ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ଇରାନ ଉପରେ ଆକ୍ରମଣ କଲା ଆମେରିକା
ନୂଆଦିଲ୍ଲୀ : ଇରାନରେ ପୁଣି ଆମେରିକାର ଆକ୍ରମଣ । IRGC ଠିକଣାକୁ ଟାର୍ଗେଟ୍ । ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ ମଙ୍ଗଳବାର ଇରାନ ଉପରେ ପୁଣି ଆକ୍ରମଣ କରିଛି ଆମେରିକୀୟ ସେନା। ଇରାନର ଇସଲାମିକ୍ ରିଭଲ୍ୟୁସନାରୀ ଗାର୍ଡ କର୍ପସ୍ ବା IRGCର ବିଭିନ୍ନ!-->…
ମ୍ୟାଲେରିଆ ଔଷଧ ଖାଇ ଶିଶୁ ମୃତ: ୫୦ରୁ ଅଧିକ ଅସୁସ୍ଥ
ଅମରାବତୀ: ଆନ୍ଧ୍ରପ୍ରଦେଶର ପୋଲାଭରମ୍ ଅନ୍ତର୍ଗତ ଗୋଲ୍ଲାଗୁପ୍ପା ଗ୍ରାମରେ ମ୍ୟାଲେରିଆ ନିରୋଧକ ‘କ୍ଲୋରୋକ୍ୱିନ୍’ ବଟିକା ଖାଇବା ପରେ ଜଣେ ୭ ବର୍ଷୀୟ ସ୍କୁଲ ଛାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥମାନଙ୍କ ମଧ୍ୟରେ ୪୦ରୁ ଅଧିକ ଛୋଟ!-->…
କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ସଭାପତି ଚିରାଗ ପାଶୱାନଙ୍କୁ ହତ୍ୟା ଧମକ ମିଳିଛି । ଡାକ ଯୋଗେ କେହି ଜଣେ ଚିଠି ଲେଖି ଏହି ହତ୍ୟା ଧମକ ଦେଇଛି । ଏହି ବେନାମୀ ଚିଠିରେ ସିଧା ସଳଖ ଉଲ୍ଲେଖ ରହିଛି, ‘ତୁମକୁ ଖୁବ୍ ଶୀଘ୍ର ହାର୍ଡକୋର!-->…
ଚାକିରି ଚାଲିଯିବାରୁ ଜୀବନ ହାରିଲେ ମମତା ବାନାର୍ଜୀଙ୍କ ଝିଆରୀ!
କୋଲକତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀ ବ୍ରିଷ୍ଟି ମୁଖାର୍ଜୀ(୨୮) ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି । ବ୍ରିଷ୍ଟି ପୂର୍ବରୁ ଭୋଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନନ୍ ଟିଚିଂ ଷ୍ଟାଫ୍ ଭାବେ କାମ କରୁଥିଲେ । ତେବେ ଟଙ୍କା ଦେଇ ଚାକିରି କିଣା ଅଭିଯୋଗରେ!-->…
୧୦୦୦ ପାର୍ ହେଲା ନେପାଳ ବନ୍ୟା ମୃତ୍ୟୁ ସଂଖ୍ୟା
କାଠମାଣ୍ଡୁ:ନେପାଳରେ ଭୟାବହ ବନ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ମୃତ୍ୟୁସଂଖ୍ୟା ୧ ହଜାର ପାର୍ କରିଛି। ନେପାଳରେ ୯୮୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପଡ଼ୋଶୀ ଚୀନ୍ରେ ମଧ୍ୟ ୧୬ ଜଣଙ୍କ ମୃତ୍ୟୁ ସୂଚନା ମିଳିଛି। ଫଳରେ ଦୁଇ ଦେଶରେ ମୋଟ ମୃତ୍ୟୁସଂଖ୍ୟା ୧ ହଜାର ୩ ଜଣରେ ପହଞ୍ଚିଛି।
!-->!-->!-->…
ଚିନି ଡିଲରଙ୍କ ପାଇଁ କଟକଣା: ୨ ହଜାର କ୍ୱିଣ୍ଟାଲରୁ ଅଧିକ ଷ୍ଟକ୍ ରଖିବା ମନା
ନୂଆଦିଲ୍ଲୀ: ଚିନିର କଳାବଜାରୀ ଓ ଅତ୍ୟଧିକ ମହଜୁଦକୁ ରୋକିବା ପାଇଁ କେନ୍ଦ୍ର ସରକାର କଡ଼ା ପଦକ୍ଷେପ ନେଇଛନ୍ତି। ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ଅଧିକ ଚିନି ମହଜୁଦ ରଖିପାରିବେ ନାହିଁ। ସେପ୍ଟେମ୍ବର ୧୫ରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଡିଲରମାନଙ୍କୁ ସର୍ବାଧିକ ୪ ହଜାର!-->…
ସାମାଜିକ କର୍ମୀ ଆନ୍ନା ହଜାରେ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ପ୍ରଖ୍ୟାତ ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ବମ୍ବେ ହସ୍ପିଟାଲର ଇଣ୍ଟେନସିଭ୍ କେୟାର ୟୁନିଟ୍ (ICU)ରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ସୂତ୍ର ଅନୁସାରେ, ୮୭ ବର୍ଷୀୟ ଆନ୍ନା ହଜାରେ ପ୍ରଥମେ ତାଙ୍କ ଜନ୍ମସ୍ଥାନ ରାଲେଗାନ ସିଦ୍ଧି!-->…
ମୁମ୍ବାଇରେ ପୁଣି ବଢିଲା CNG ଓ PNG ଦର
ନୂଆଦିଲ୍ଲୀ: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ବଢିଲା CNG ଓ PNG ଦର। ମହାନଗର ଗ୍ୟାସ ଲିମିଟେଡ୍ (MGAL) ଏବଂ ମୁମ୍ବାଇ ମେଟ୍ରୋପଲିଟାନ୍ ରିଜିଅନ୍ (MR) ମଧ୍ୟ ଏହାର ମୂଲ୍ୟ ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ଇନପୁଟ୍ ଖର୍ଚ୍ଚକୁ ଉଦ୍ଧୃତ କରି କମ୍ପାନୀଗୁଡ଼ିକ CNG ମୂଲ୍ୟ ୨ ଟଙ୍କା ଏବଂ!-->…
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ଛାତ୍ରଛାତ୍ରୀଙ୍କ ବିରୋଧରେ ସମସ୍ତ FIR ରଦ୍ଦ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଗତ ଜୁଲାଇ ମାସରେ ହୋଇଥିବା ଦେଶବ୍ୟାପୀ ଆନ୍ଦୋଳନରେ ପୁଲିସ ଅନେକ ଛାତ୍ରଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା । ଏହି ସମସ୍ତ ମାମଲା ଖାରଜ କରିବାକୁ ମଙ୍ଗଳବାର ମାନ୍ୟବର ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କୁ!-->…