Browsing Category

ଦେଶ

୩ ନୂଆ ଏୟାରଲାଇନ୍ସକୁ ମିଳିଲା ଅନୁମତି

ନୂଆଦିଲ୍ଲୀ : ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଶରେ ଚଳାଚଳ କରିବାକୁ ପ୍ରସ୍ତୁତ ହେଉଥିବା ୩ ଏୟାରଲାଇନ୍ସକୁ ଅନୁମତି ପ୍ରଦାନ କରିଛନ୍ତି। ଶଙ୍ଖ ଏୟାର, ଅଲ ହିନ୍ଦ ଏୟାର ଓ ଫ୍ଲାଇଏକ୍ସପ୍ରେସକୁ ମଞ୍ଜୁରୀ ମିଳିଛି। ଏହା ଦ୍ବାରା ଯାତ୍ରୀଙ୍କ ପାଖରେ ବିକଳ୍ପ ବଢିବା ସହିତ ବିମାନ ସେବାରେ

କ୍ୟାଥଡ୍ରାଲ୍ ଚର୍ଚ୍ଚରେ ପହଞ୍ଚି ସମସ୍ତଙ୍କୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସକାଳେ ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥଡ୍ରାଲ୍ ଚର୍ଚ୍ଚ ଅଫ୍ ଦି ରିଡେମ୍ପସନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ପହଞ୍ଚି ଖ୍ରୀଷ୍ଟିଆନ୍ ସମ୍ପ୍ରଦାୟର ପ୍ରାର୍ଥନା ସଭାରେ ଯୋଗ ଦେଇଛନ୍ତି । ଯାହାକୁ ମୋଦି ତାଙ୍କ Xରେ ପୋଷ୍ଟ କରିଛନ୍ତି । ଏହି

ୟୁନୁସଙ୍କୁ ଆମେରିକାର ଝଟକା, ଆବାମୀ ଲିଗ୍ ଉପରୁ ବ୍ୟାନ ହଟାଇବାକୁ ନିର୍ଦ୍ଦେଶ

ଢାକା ୨୪।୧୨: ବାଂଲାଦେଶରେ ଫେବୃଆରୀରେ ହେବାକୁ ଯାଉଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶେଖ ହସିନାଙ୍କ ଦେଶକୁ ଫେରିବା ରାସ୍ତା ଖୋଲୁଥିବାର ଦେଖାଯାଉଛି। ଏଥି ପାଇଁ ମହମଦ ୟୁନୁସଙ୍କ ଏକଛତ୍ରବାଦୀ ଅନ୍ତରୀଣ ସରକାରଙ୍କ ଉପରେ ଅନ୍ତର୍ଜାତୀୟ ଚାପ ବଢିବାରେ ଲାଗିଛି। ଯୁକ୍ତରାଷ୍ଟ୍ର

ବାଂଲାଦେଶରେ କେମିତି ରହୁଛନ୍ତି ହିନ୍ଦୁ; ଘରୁ ବାହାରିବା ଏବଂ ନାମ କହିବାକୁ ଡରୁଛନ୍ତି

ନୂଆଦିଲ୍ଲୀ : ବାଂଲାଦେଶରେ ହିନ୍ଦୁ ଯୁବକ ଦୀପୁ ଦାସଙ୍କ ନିର୍ମମ ଗଣହତ୍ୟା ଚାଞ୍ଚଲ୍ୟ ଖେଳାଇଛି । ଏହାସହିତ ଗତ ୭-୮ ମାସ ଧରି ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବାଂଲାଦେଶୀ ହିନ୍ଦୁମାନଙ୍କୁ ଅତ୍ୟନ୍ତ ଭୟରେ ଜୀବନଯାପନ କରିବାକୁ ବାଧ୍ୟ କରିଛି। ସେମାନେ ମୃତ୍ୟୁର ନିରନ୍ତର ଭୟରେ ବଞ୍ଚୁଛନ୍ତି। ଜଣେ

ବିକ୍ରି ହେଲା ପାକିସ୍ତାନର ଏୟାରଲାଇନ୍ସ

ଇସଲାମାବାଦ: ବାରମ୍ବାର ବଦନାମ ହେଉଛି ପାକିସ୍ତାନ । ସବୁବେଳେ ଆତଙ୍କୀ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ପୁଣି ଥରେ ଏବେ ନିଜ କାଙ୍ଗାଳପଣକୁ ନେଇ ଚର୍ଚ୍ଚାରେ ରହିଛି । କୁହାଯାଉଛି ବିଦେଶକୁ ଭିକାରୀ ପଠେଇ ପଠେଇ ନିଜେ ଭିକାରୀ ହେଇଗଲା ଦେଶ । କାରଣ ପାକିସ୍ତାନର ଆର୍ଥିକ

ଗାଁର ଜନସଂଖ୍ୟା ୧,୩୯୪, ତିନି ମାସରେ ଜନ୍ମ ନେଲେ ୨୭,୩୯୭ ପିଲା, ଯାଞ୍ଚ ଲାଗି ଗଠନ ହେଲା SIT

ମୁମ୍ବାଇ ୨୪।୧୨: ମହାରାଷ୍ଟ୍ର ୟବତମାଲ ଜିଲ୍ଲା ସେନ୍ଦୁରସାନୀ ଗାଁ ମିଛ ଜନ୍ମ ପଞ୍ଜିକରଣ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯାଞ୍ଚ ଦଳ (ଏସଆଇଟି) ଗଠନ କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ସେନ୍ଦୁରସାନୀ ଗାଁର ମୋଟ ଜନସଂଖ୍ୟା ୧,୩୯୪ ହେଲେ ସେପ୍ଟେମ୍ବର-ନଭେମ୍ବର ୨୦୨୫ ମାତ୍ର ୩

ଠାକରେ ଭ୍ରାତାଙ୍କୁ ଏକାଠି କଲା BMC ନିର୍ବାଚନ, ମେଣ୍ଟ ଘୋଷଣା କଲେ ଶିବସେନା(ୟୁବିଟି) ଓ ଏମଏନଏସ୍

ଶିବତୀର୍ଥ ୨୪।୧୨: ମହାରାଷ୍ଟ୍ରରେ ବାଲାସାହେବ ଠାକରେଙ୍କ ଶିବସେନା ପୁଣି ଥରେ ମଜଭୁତ ହେବାକୁ ଯାଉଛି। ବାଲ ଠାକରେଙ୍କ ଉତ୍ତରାଧିକାରୀ ତାଙ୍କ ପୁଅ ଉଦ୍ଧବ ଠାକରେ ଓ ପୁତୁରା ରାଜ ଠାକରେ ପାଖାପାଖି ୨୦ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ୨୦୨୬ ବୃହନ୍ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ

୪୦% ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ

ନୂଆଦିଲ୍ଲୀ : ଦିଲ୍ଲୀର ଗମ୍ଭୀର ପ୍ରଦୂଷଣ ଉପରେ ଚିନ୍ତା ପ୍ରକାଶ କରି, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସ୍ୱୀକାର କରିଛନ୍ତି ଯେ ଯାନବାହାନରୁ ନିର୍ଗତ ଧୂଆଁ ପାଇଁ ୪୦% ପ୍ରଦୂଷଣ ହୋଇଛି । ଏହାସହ ପ୍ରତିବର୍ଷ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରେ ୨୨ ଲକ୍ଷ କୋଟି ଟଙ୍କା

ଟ୍ରେନ ଇଂଜିନରେ ଧକ୍କା ହେଲା ଟ୍ରାକ୍ଟର, ଟଳିଲା ବଡ଼ ଦୁର୍ଘଟଣା

ବିହାର : ବିହାର ଭୋଜପୁର ଜିଲ୍ଲାରେ ଅଳ୍ପକେ ଟଳିଲା ବଡ଼ ରେଳ ଦୁର୍ଘଟଣା । ଆରାରୁ ସସାରାମ ଯାଉଥିବା ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ଟ୍ରାକରେ ଟ୍ରାକ୍ଟର ସହିତ ଜୋରଦାର ଧକ୍କା ହୋଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ, ଟ୍ରାକ୍ଟରର ଇଂଜିନ ଫସିଯାଇଥିଲା, ତେଣୁ ଟ୍ରେନ ପାଖାପାଖି ୫୦୦

ଲଣ୍ଡନ-ହାଇଦ୍ରାବାଦ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ

ନୂଆଦିଲ୍ଲୀ: ଲଣ୍ଡନରୁ ହାଇଦ୍ରାବାଦ ଅଭିମୁଖେ ଉଡାଣ କରୁଥିବା ଏକ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ ମିଳିଛି । ବିମାନଟି ଅବତରଣ କରିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ପ୍ରୋଟୋକଲ ଅନୁଯାୟୀ ବିମାନକୁ ପୃଥକୀକରଣ କରିବା ସହ ସାମଗ୍ରୀ ଏବଂ ଯାତ୍ରୀମାନଙ୍କର ଯାଞ୍ଚ କରିଥିଲେ । ସନ୍ଧାନୀ