Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
୪୦% ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ
ନୂଆଦିଲ୍ଲୀ : ଦିଲ୍ଲୀର ଗମ୍ଭୀର ପ୍ରଦୂଷଣ ଉପରେ ଚିନ୍ତା ପ୍ରକାଶ କରି, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସ୍ୱୀକାର କରିଛନ୍ତି ଯେ ଯାନବାହାନରୁ ନିର୍ଗତ ଧୂଆଁ ପାଇଁ ୪୦% ପ୍ରଦୂଷଣ ହୋଇଛି । ଏହାସହ ପ୍ରତିବର୍ଷ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରେ ୨୨ ଲକ୍ଷ କୋଟି ଟଙ୍କା!-->…
ଟ୍ରେନ ଇଂଜିନରେ ଧକ୍କା ହେଲା ଟ୍ରାକ୍ଟର, ଟଳିଲା ବଡ଼ ଦୁର୍ଘଟଣା
ବିହାର : ବିହାର ଭୋଜପୁର ଜିଲ୍ଲାରେ ଅଳ୍ପକେ ଟଳିଲା ବଡ଼ ରେଳ ଦୁର୍ଘଟଣା । ଆରାରୁ ସସାରାମ ଯାଉଥିବା ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ଟ୍ରାକରେ ଟ୍ରାକ୍ଟର ସହିତ ଜୋରଦାର ଧକ୍କା ହୋଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ, ଟ୍ରାକ୍ଟରର ଇଂଜିନ ଫସିଯାଇଥିଲା, ତେଣୁ ଟ୍ରେନ ପାଖାପାଖି ୫୦୦!-->…
ଲଣ୍ଡନ-ହାଇଦ୍ରାବାଦ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ
ନୂଆଦିଲ୍ଲୀ: ଲଣ୍ଡନରୁ ହାଇଦ୍ରାବାଦ ଅଭିମୁଖେ ଉଡାଣ କରୁଥିବା ଏକ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ ମିଳିଛି । ବିମାନଟି ଅବତରଣ କରିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ପ୍ରୋଟୋକଲ ଅନୁଯାୟୀ ବିମାନକୁ ପୃଥକୀକରଣ କରିବା ସହ ସାମଗ୍ରୀ ଏବଂ ଯାତ୍ରୀମାନଙ୍କର ଯାଞ୍ଚ କରିଥିଲେ । ସନ୍ଧାନୀ!-->…
ବାଂଲାଦେଶ ହିଂସା : ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ପ୍ରତିବାଦ
ନୂଆଦିଲ୍ଲୀ: ବାଂଲାଦେଶ ହିଂସା ଘଟଣାରେ ଦିଲ୍ଲୀରେ ବାଂଲାଦେଶ ହାଇକମିଶନ କାର୍ଯ୍ୟାଳୟ ବାହାରେ ବିଶ୍ବ ହିନ୍ଦୁ ପରିଷଦ ସଦସ୍ୟ ପ୍ରତିବାଦ କରିଛନ୍ତି । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା କାରଣରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।
ବାଂଲାଦେଶରେ ହିନ୍ଦୁ ଯୁବକ ଦିପୁ ଚନ୍ଦ୍ର ଦାସଙ୍କୁ!-->!-->!-->…
ଅଡୁଆରେ କାର୍ତ୍ତି ଚିଦାମ୍ବରମ: ଦିଲ୍ଲୀ କୋର୍ଟରେ ଚାର୍ଜ ଫ୍ରେମ୍
ନୂଆଦିଲ୍ଲୀ: ଦିଲ୍ଲୀର ଏକ କୋର୍ଟ ଚୀନ୍ ଭିସା ଦୁର୍ନୀତି ମାମଲାରେ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କ ବିରୋଧରେ ହୋଇଥିବା ଅଭିଯୋଗର ଫଇସଲା କରିଛନ୍ତି। ରାଉଜ୍ ଆଭେନ୍ୟୁ କୋର୍ଟ ଏହି ମାମଲାରେ ସାଂସଦ ଚିଦାମ୍ବରମ୍ ଏବଂ ଅନ୍ୟାନ୍ୟ ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ଷଡଯନ୍ତ୍ରର ଅଭିଯୋଗ!-->…
ଇଣ୍ଡୋନେସିଆରେ ସଡ଼କ ଦୁର୍ଘଟଣା, ୧୬ ମୃତ
ଇଣ୍ଡୋନେସିଆ : ଇଣ୍ଡୋନେସିଆର ସେଣ୍ଟ୍ରାଲ ଜାବା ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳିଛି । ଗତକାଲି ସକାଳେ ସେମାରାଙ୍ଗ ସହରରେ ଏକ ଦ୍ରୁତଗାମୀ ବସ୍ ହଠାତ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ଯାହାଫଳରେ ଘଟଣାସ୍ଥଳରେ ୧୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୯!-->…
ଭାରତୀୟଙ୍କ ପାଇଁ ବାଂଲାଦେଶୀ ଭିସା ସେବା ବନ୍ଦ
ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ । ଭାରତର ଭିସା ସେବା ବନ୍ଦ କରିବା ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଏହି ନିଷ୍ପତ୍ତି ନେଇଛି । ବାଂଲାଦେଶର ବିଚ୍ଛିନ୍ନତାବାଦୀ ନେତା ଶରିଫ ଉସମାନ ହାଦିଙ୍କ ମୃତ୍ୟୁ ପରେ ଦୁଇ ଦେଶ ମଧ୍ୟରେ ବିବାଦ!-->…
ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି
ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି। କ’ଣ ପାଇଁ ସେ ଏଭଳି ପଦକ୍ଷେପ!-->…
ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି
ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍ଦାର। ସେ ବାଂଲାଦେଶ ନେସନାଲ ସିଟିଜନେ!-->…
ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ
ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। େଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ!-->…