Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ
ଏୟାରଷ୍ଟ୍ରାଇକରେ ଇରାନର ସର୍ବୋଚ୍ଚ ସୁରକ୍ଷା ମୁଖ୍ୟ ଲାରିଜାନି ନିହତ
ନୂଆଦିଲ୍ଲୀ : ଇସ୍ରାଏଲ୍-ଇରାନ ଯୁଦ୍ଧ ୧୫ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଇରାନର ସୁରକ୍ଷା ମୁଖ୍ୟ ଅଲୀ ଲାରିଜାନିଙ୍କ ମୃତ୍ୟୁ ହୋଇଛି । ଖାମେନେଇଙ୍କ ପରେ ଇରାନର ବରିଷ୍ଠ ଏବଂ ଜଣେ ପ୍ରଭାବଶାଳୀ ନେତା ଅଲୀ ଲାରିଜାନିଙ୍କ ମୃତ୍ୟୁ ହୋଇଥିବା ନେଇ ସ୍ଥାନୀୟ ଗଣମାଧ୍ୟମ ପକ୍ଷରୁ ସୂଚନା!-->…
ଆର୍ମେନିଆ, ଆଜରବୈଜାନ ଦେଇ ନିଜ ଦେଶକୁ ଫେରୁଛନ୍ତି ଇରାନରେ ଫସିଥବା ଭାରତୀୟ
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଇରାନରେ ଅଟକିଥିବା ଭାରତୀୟମାନେ ବର୍ତ୍ତମାନ ଆର୍ମେନିଆ ଓ ଆଜରବୈଜାନ ସୀମା ଦେଇ ଇରାନ ଛାଡୁଥିବା ଜଣାପଡିଛି। ସୋମବାର ସୁଦ୍ଧା ୫୫୦ ଭାରତୀୟ ଇରାନ ସୀମା ଅତିକ୍ରମ କରି ଆର୍ମେନିଆରେ ପହଞ୍ଚିଥିବାବେଳେ ୯୦ ଭାରତୀୟ ଆଜରବୈଜାନରେ ପହଞ୍ଚିଥିବା ନେଇ ବିଦେଶ!-->…
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସୋସିଆଲ ମିଡିଆରେ ମିଥ୍ୟା ଫଟୋ ଓ ଭିଡିଓ ଅପ୍ଲୋଡ ଅଭିଯୋଗ: ୟୁଏଇରେ ୧୯ ଭାରତୀୟ ଗିରଫ
ଆବୁଧାବି: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଫଟୋ, ଭିଡିଓ ଅପ୍ଲୋଡ କରୁଥିବା ଅଭିଯୋଗରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ସରକାର ମୋଟ ୩୫ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ୧୯ ଭାରତୀୟ ସାମିଲ ଅଛନ୍ତି। ପ୍ରଥମ ଦଫାରେ ୧୦ ଜଣଙ୍କୁ ଏବଂ!-->…
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ:୨୯୧ ଆସନରେ ପ୍ରାର୍ଥୀ ଘୋଷଣା କଲା ଟିଏମସି
କୋଲକତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଏପ୍ରିଲ ୨୩ ଏବଂ ଏପ୍ରିଲ୍ ୨୯ରେ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି । ସୋମବାର ବିଜେପି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ଆଜି ଟିଏମସି ୨୯୧ ବିଧାନସଭା!-->…
LPG ପାଇଁ ନିଜେ ଘରେ ବସି କରିପାରିବେ e-KYC
ନୂଆଦିଲ୍ଲୀ : LPG ଗ୍ରାହକଙ୍କ ପାଇଁ e-KYC କୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ । କେବଳ ଅନଧିକୃତ LPG ବ୍ୟବହାରକାରୀଙ୍କ ପାଇଁ e-KYC ବ୍ୟବସ୍ଥା । ସମସ୍ତ ଏଲପିଜି ଉପଭୋକ୍ତାଙ୍କ ପାଇଁ e-KYC କରିବା ଦରକାର ନାହିଁ । ଯେଉଁ ଏଲପିଜି ଉପଭୋକ୍ତା e-KYC!-->…
ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି
ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ଶିଶୁର ବୟସ ଯାହା ହେଉ, ମା’ଙ୍କୁ ମିଳିବ ୧୨ ସପ୍ତାହର ଛୁଟି । ଏବେ ବଡ଼ ପିଲାଙ୍କୁ ଗ୍ରହଣ କଲେ ବି!-->…
ଦିଲ୍ଲୀରେ ଭୁଶୁଡିଲା ପାଦଚଲା ଓଭରବ୍ରିଜ, ଭାସିଗଲେ ମହିଳା
ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ବଡ଼ ଅଘଟଣ । ରୂପ ନଗର ଅଞ୍ଚଳରେ ଏକ ଫୁଟ ଓଭରବ୍ରିଜ ଭୁଶୁଡିପଡିଛି । ଏହି ଘଟଣାରେ ଜଣେ ମହିଳା ନାଳରେ ଭାସିଯାଇଥିବା ଜଣାପଡିଛି । ମହିଳାଙ୍କୁ ଖୋଜାଚାଲିଛି ।
ଖବର ମୁତାବକ, ଦିଲ୍ଲୀ ଅଗ୍ନିଶମ ସେବା ନିକଟକୁ ସକାଳ ୯.୩୦ ମିନିଟରେ ଓଭରବ୍ରିଜ ଭୁଶୁଡିବା!-->!-->!-->…
ୟୁଏଇ ଉପରେ ଇରାନର ଆକ୍ରମଣ ଭୟ, ବିମାନ ଚଳାଚଳ ଠପ୍
ନୂଆଦିଲ୍ଲୀ: ଇରାନ ଯୁଦ୍ଧର ବଡ଼ ପ୍ରଭାବ । ୟୁଏଇ ଉପରେ ଇରାନର ଆକ୍ରମଣ ଭୟ । ଆକାଶପଥ ସମ୍ପୂର୍ଣ୍ଣ ବନ୍ଦ, ବିମାନ ଚଳାଚଳ ଠପ୍ । ସବୁ ବିମାନ ବାତିଲ୍! ଇରାନ ପକ୍ଷରୁ ମିସାଇଲ୍ ଏବଂ ଡ୍ରୋନ୍ ମାଡ଼ ଆଶଙ୍କାରେ ସଂଯୁକ୍ତ ଆରବ ଏମିରେଟ୍ସ ନିଜର ସମସ୍ତ ଆକାଶପଥକୁ ସାମୟିକ ଭାବେ ବନ୍ଦ କରିଛି।!-->…
କାବୁଲ ଉପରେ ପାକିସ୍ତାନର ବୋମାମାଡ଼, ୪୦୦ ମୃତ
ନୂଆଦିଲ୍ଲୀ: ଆଫଗାନିସ୍ତାନର ରାଜଧାନୀ କାବୁଲ ଉପରେ ପାକିସ୍ତାନର ବୋମାମାଡ଼ । ଆକ୍ରମଣରେ ୪୦୦ ମୃତ, ଶତାଧିକ ଆହତ ହୋଇଛନ୍ତି । କାବୁଲ ଆକାଶରେ କଳା ଧୂଆଁର ଆସ୍ତରଣ , ଚାରିଆଡ଼େ ନିଆଁ । ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲର ମଧ୍ୟଭାଗରେ ପ୍ରବଳ ବୋମାମାଡ଼!-->…
ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ ଭାରତ
ନୂଆଦିଲ୍ଲୀ: ଶୁଳ୍କ ସ୍ଥିତି ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ଆମେରିକା ସହ ଭାରତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷର କରିବ ନାହିଁ। ଚଳିତ ମାସରେ ଆମେରିକା ସହ ଚୁକ୍ତି ହେବାର ଥିଲା। ମାତ୍ର ସେଠାକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଟ୍ରମ୍ପ ଲଗାଇଥିବା ଶୁଳ୍କକୁ ଅସିଦ୍ଧ ଘୋଷଣା କରିବା ପରେ ସ୍ଥିତି!-->…